ପରଲୋକରେ ପୂର୍ବତନ ମନ୍ତ୍ରୀ ଭାଗବତ ମହାନ୍ତି

ଭୁବନେଶ୍ୱର,୮।୧୨(ବ୍ୟୁରୋ): କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଭାଗବତ ପ୍ରସାଦ ମହାନ୍ତିଙ୍କ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ଭାଗବତ କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନିର୍ବାଚନମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ। ୧୯୭୧,୧୯୮୫, ୧୯୯୫ରେ ବିଧାୟକ ହେବା ସମୟରେ ସେ ୨ ଥର(ରାଜସ୍ବ ଓ ଶିକ୍ଷା)ମନ୍ତ୍ରୀ ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ଏହି ସମୟରେ ସେ କିଷାନ ସତ୍ୟାଗ୍ରହ, ସମବାୟ ଆନ୍ଦୋଳନ ସହ ରାଜ୍ୟର ଶିକ୍ଷା ଓ ସମବାୟ କ୍ଷେତ୍ରରେ ବୈପ୍ଲବିକ ପରିବର୍ତ୍ତନ ଆଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଫନୀ ମୁକାବିଲା ଡକ୍ୟୁମେଣ୍ଟାରୀ ଉନ୍ମୋଚିତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ବାତ୍ୟା ‘ଫନୀ’ ମୁକାବିଲା ଡକ୍ୟୁମଣ୍ଟାରୀ ଉନ୍ମୋଚିତ ହୋଇଯାଇଛି। ମଙ୍ଗଳବାର ସଚିବାଳୟରେ ଅନୁଷ୍ଠିତ ଉତ୍ସବରେ ପୋଲିସ ବିଭାଗ ଦ୍ୱାରା...

ଓଡ଼ିଶା ଖଣି ନିଗମ କାର୍ଯ୍ୟାଳୟ: ପ୍ରତିଶ୍ରୁତି ପାଳନ ଦାବିରେ ବିସ୍ଥାପିତଙ୍କ ଧାରଣା

କାଳିଆପାଣି,୨୧|୬(ଡି.ଏନ୍‌.ଏ.)- ଓଡ଼ିଶା ଖଣି ନିଗମ ପକ୍ଷରୁ ବିସ୍ଥାପିତ ପୁରୁଣାପାଣି ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। କାରଖାନା ପକ୍ଷରୁ ବିସ୍ଥାପିତଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପାଳନ କରିବାରେ...

ଆସିକା-କଳିଙ୍ଗା ଜାତୀୟ ରାଜପଥ ମରଣଯନ୍ତା

ଭଞ୍ଜନଗର,୧୦।୧୨(ଡି.ଏନ୍‌.ଏ.) – ରାଞ୍ଚି-ବିଜୟୱାଡ଼ା କରିଡ଼ର ରାସ୍ତାର ଭଞ୍ଜନଗର ଠାରୁ କଳିଙ୍ଗା ଘାଟି ପର୍ଯ୍ୟନ୍ତ ଜାତୀୟ ରାଜପଥ ନଂ.୧୫୭ କାମ ବହୁଦିନ ହେବ ମନ୍ଥର ଗତିରେ ଚାଲିଛି।...

କ୍ୱାରାଣ୍ଟାଇନ୍‌ରେ ରହିଲେ ୨୧୭ ସୁରଟ ଫେରନ୍ତା, ଅନ୍ୟ କେହି କେନ୍ଦ୍ର ନିକଟକୁ ଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ କହିଲେ ଜିଲାପାଳ

ଛତ୍ରପୁର,୩୦ା୪(ଡି.ଏନ୍‌.ଏ.): ସୁରଟରୁ ୪ଟି ବସ୍‌ ଯୋଗେ ୨୧୭ ପ୍ରବାସୀ ଓଡ଼ିଆ ବୁଧବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସମସ୍ତଙ୍କର ପ୍ରାଥମିକ ସ୍ବାସ୍ଥ୍ୟ ସ୍କ୍ରିନିଂ କରାଯାଇଥିବା...

ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନା ପଜିଟିଭ

ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କ ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଶୁକ୍ରବାର ସୂଚନା ଦେଇଛନ୍ତି।...

ଲିଖିରିଆରେ ଏମ୍ସର ରାପିଡ୍‌ ରେସପନ୍ସ ଟିମ୍‌

ବଲାଙ୍ଗୀର ଅଫିସ, ୭ା୫: ଅଖିଳ ଭାରତୀୟ ଆୟୁବିଜ୍ଞାନ ସଂସ୍ଥାନ୍‌ (ଏମ୍ସ) ଭୁବନେଶ୍ୱର ଶାଖାର ଏକ ରାପିଡ ରେସପନ୍ସ ଟିମ୍‌ (ଆରଆରଟି) ଗୁରୁବାର ବଲାଙ୍ଗୀର ଜିଲା ଗୁଡଭେଲା...

ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ: ୫୦ ଫୁଟ ତଳକୁ ଛିଟିକି ପଡ଼ିଲେ ୪ ଜଣ

ବରଗଡ଼ ଅଫିସ,୧୦ା୯: ବରଗଡ଼ ଜିଲା ଅତାବିରା ପଟୁ ସମ୍ବଲପୁର ଆଡ଼କୁ ଯାଉଥିବା ଏକ ପରିବା ବୋଝେଇ ପିକ୍‌ଅପ୍‌ (ନଂ- ଓଆର ୦୩ ଏ ୦୪୩୪) ଗୁରୁବାର...

ପୂର୍ବତନ ମନ୍ତ୍ରୀ କାର୍ତ୍ତିକ ପ୍ରସାଦ ତରିଆଙ୍କ ପରଲୋକ

ସୋନପୁର/ଅମରପାଲି,୧୮।୫(ନି.ପ୍ର./ଡି.ଏନ.ଏ.): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା କାର୍ତ୍ତିକ ପ୍ରସାଦ ତରିଆଙ୍କ ସୋମବାର ରାତିରେ ୭୦ବର୍ଷ ବୟସରେ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି...

Advertisement


Archives

Model This Week