ପରଲୋକରେ ବିଶିଷ୍ଟ କଳାକାର

ଖଇରା, ୧୫ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନନ୍ଦୁର ଗ୍ରାମର ଭଗବାନ ନାୟକ(୮୭)ଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ଗାଁରେ ବିଭିନ୍ନ ଯୁବକ ସଂଘ ତରଫରୁ ସେ ବିଭିନ୍ନ ମଞ୍ଚରେ ଅଭିନୟ କରି ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ଜଣେ ଧର୍ମପରାୟଣ ବ୍ୟକ୍ତି ଭାବେ ପ୍ରଶଂସିତ ହୋଇଥିଲେ। କିଛି ଦିନ ଧରି ସେ ଅସୁସ୍ଥ ଥିଲେ। ତାଙ୍କ ମୃତ୍ୟୁ ଶଯ୍ୟା ନିକଟରେ ୪ ପୁଅ ବୋହୂ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳାତ୍କାରୀଙ୍କୁ ୧୦ ବର୍ଷ ଜେଲ

ଫୁଲବାଣୀ ଅଫିସ,୬ା୧୧: ଏକ ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସହକାରୀ ଦୌରାଜଜ୍‌ ସୌଭାଗ୍ୟ ରଞ୍ଜନ ସ୍ବାଇଁ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ୧୦ ବର୍ଷ...

ସେବା ମନ୍‌ଭାବ ଆଘେ ହାରମାନିଛେ ବଏସ୍‌

ବିନିକା,୧।୨(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍‌ ଗଣେଶପୁରର ହଲକାପୁର ଗଁାର ଲକ୍ଷୀନ୍ଦ୍ର କାଣ୍ଡ(୭୫)। ପରିବାର କହେଲେ ମାଏକିନା ଉକିଆ(୭୦) ଆର ପୁଓ ଈଶ୍ୱର(୩୨)କୁଁ...

ଆଣ୍ଟିଜେନ କିଟ୍‌ ଅଭାବରୁ ଫେରୁଛନ୍ତି ରୋଗୀ

କଟକ ଅଫିସ,୨୮।୮: ସରକାର କହୁଛନ୍ତି ଟେଷ୍ଟ ସଂଖ୍ୟା ବଢିଲେ ପଜିଟିଭ ସଂଖ୍ୟା ବଢିବ। ତେବେ ଯାଇ ଶୀଘ୍ର କରୋନାକୁ ମାତ୍‌ ଦେଇହେବ। କିନ୍ତୁ କଟକରେ ଏହି...

ମୁଖ୍ୟ ଚିକିତ୍ସାଳୟ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ: ବେଡ୍‌ ଛାଡ଼ି ପଳାଇଲେ ମାନସିକ ରୋଗୀ

ଅନୁଗୋଳ ଅଫିସ, ୩।୭ – ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଜଣେ ମାନସିକ ରୋଗୀ ବେଡ୍‌ ଛାଡ଼ି କେଉଁଆଡ଼େ ପଳାଇଯିବା ମଙ୍ଗଳବାର ଚର୍ଚ୍ଚାର ବିଷୟ...

ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ...

ହାଜର ହେଲେ ୮ ଖଣି ମାଲିକ

କେନ୍ଦୁଝର, ୭ା୭ (ସ୍ବ.ପ୍ର./ଡି.ଏନ.ଏ.)-କେନ୍ଦୁଝର ଜିଲାପାଳଙ୍କ କୋର୍ଟରେ ଚାଲିଥିବା ଖିଲାପୀ ଖଣି ସଂସ୍ଥାଙ୍କ ସମ୍ପତି ବାଜ୍ୟାପ୍ତି ମାମଲାରେ ଶନିବାର ୮ ଖଣି ସଂସ୍ଥା ହାଜର ହୋଇଥିଲେ ା...

୮୦ ବଛ୍‌ରିଆ ଅଜାର ହାତେ ନାତେନ୍‌ର ଭବିଷତ୍‌: ଜୀବନ୍‌ ମରନ୍‌ ସଂଗେ ଯୁଝୁଛନ୍‌ ମଞ୍ଜୁଲା

କଣ୍ଟାବାଞ୍ଜି, ୬।୨ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଘୁନେଶ ପଁଚେତ୍‌ ଖୁଜେନ ଗଁାର ମଞ୍ଜୁଲା ନାଗ(୧୮)। ଅନେକ ବଛର ହେଲା ମା’ବାପ୍‌ ଆରପାରକେ ଚାଲିଯାଇଛନ୍‌।...

ଅଜଣା ଗାଡ଼ି ଧକ୍କାରେ ମାଛ ବ୍ୟବସାୟୀ ମୃତ

ବାରଙ୍ଗ, ୧୮।୯(ଡି.ଏନ୍‌.ଏ.): କଟକ ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଗ୍ରାମ ଦୁଲାଦେଇ ଛକ ରାସ୍ତାରେ ବୁଧବାର ସକାଳେ ଅଜଣା ଗାଡ଼ି ଧକ୍କାରେ ଜଣେ ମାଛ ବ୍ୟବସାୟୀଙ୍କ...

Play 250+ Trending Games
Archives

Model This Week

Why Dharitri