Posted inଜାତୀୟ

ପରସ୍ପର ମଧ୍ୟରେ ଲଢିଲେ ହେବ ଉଭୟଙ୍କର କ୍ଷତି: ଭାଗବତ

ମୁମ୍ବାଇ,୧୯।୧୧: ମହାରାଷ୍ଟ୍ର ରାଜନୀତିକୁ ନେଇ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ ଏବେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ସମସ୍ତଙ୍କୁ ଜଣା ସ୍ବାର୍ଥରେ କ୍ଷତି ହୋଇଥାଏ, ଏହାପରେ ବି କେହି ସ୍ବାର୍ଥ ଛାଡନ୍ତି ନାହିଁ। ଆଉ ପରସ୍ପର ମଧ୍ୟରେ ଲଢେଇ କଲେ ଉଭୟଙ୍କର କ୍ଷତି ହୋଇଥାଏ ବୋଲି ସେ କହିଛନ୍ତି। ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ଭାଗବତ ପରୋକ୍ଷରେ ଏହା ମହାରାଷ୍ଟ୍ର ରାଜନୀତିକୁ ନେଇ କହିଛନ୍ତି ବୋଲି କୁହାଯାଉଛି। ସୂଚନାଯୋଗ୍ୟ, ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ ଶିବସେନା ମଧ୍ୟରେ ମେଣ୍ଟ ହୋଇଥିବା ବେଳେ ସରକାର ଗଠନ ସମୟରେ କିନ୍ତୁ ପରସ୍ପର ମଧ୍ୟରେ କନ୍ଦଳ ସୃଷ୍ଟି ହୋଇଥିଲା। ଆଉ ଫଳ ସ୍ବରୂପ ଆଜି ପର୍ଯ୍ୟନ୍ତ ସେଠାରେ ସରକାର ଗଠନ ହୋଇ ପାରୁ ନାହିଁ ଓ ଇତିମଧ୍ୟରେ ସେଠାରେ ରାଷ୍ଟ୍ରପତି ଶାସନ ଲାଗୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେଜର ଲାଇଟ୍‌ରେ ଦୀପାବଳି ପାଳିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୧।୧୦:ରାଜଧାନୀ ଦିଲ୍ଲୀରେ ଏବେ ବାୟୁ ପ୍ରଦୂଷଣ ବଢିବାରେ ଲାଗିଛି। ଏମିତିକି ଲୋକେ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି...

ପଶ୍ଚିମବଙ୍ଗରେ ଭାଜପା ଏମ୍‌ପିଙ୍କ ଉପରେ ଆକ୍ରମଣ, ଗାଡ଼ି ଉପରକୁ ବୋମା ଫିଙ୍ଗିଲେ…

କୋଲକାତା,୨୦।୩: ପଶ୍ଚିମବଙ୍ଗରେ ସାଧାରଣ ନିର୍ବାଚନ ଶେଷ ହେବା ପରଠାରୁ ରାଜନୈତିକ ହିଂସାକୁ ନେଇ ଖବର ଶିରୋନାମା ପାଲଟୁଛି। ଭାଜପା ଏମ୍‌ପିଙ୍କ ଉପରେ ଆକ୍ରମଣ ହୋଇଛି। ଏମ୍‌ପି...

୨୩ ଜଳ ଯୋଜନାର ଶିଳାନ୍ୟାସ: ୪୨ ଲକ୍ଷଙ୍କୁ ମିଳିବ ପିଇବା ପାଣି

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ସୋନଭଦ୍ର ଏବଂ ମିର୍ଜାପୁର ଜିଲାରେ ୨୩ ଜଳ ଯୋଜନାର ଶିଳାନ୍ୟାସ କରିଛନ୍ତି। ଭିଡ଼ିଓ କନଫରେନ୍ସିଂରେ ଆୟୋଜିତ ଏହି...

ଘରକୁ ଘର ପ୍ରଚାର ଲାଗି ଭାଜପା ନେତାଙ୍କୁ କହିଲେ ନଡ୍ଡା

ନୂଆଦିଲ୍ଲୀ,୭।୧୨(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନକୁ ଆଖି ଆଗରେ ରଖି ଭାଜପାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଘରକୁ ଘର ଯାଇ ଲୋକଙ୍କ ସହ ଭାବାତ୍ମକ ସମ୍ପର୍କ...

ଲଶ୍କର ଆତଙ୍କବାଦୀ ଗିରଫ…

ଶ୍ରୀନଗର,୪।୧୨: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଲଢ଼େଇରେ ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ମିଳିତ ସୁରକ୍ଷାକର୍ମୀମାନେ ଲଶ୍କର ଆତଙ୍କବାଦୀ ହମିଦ୍‌ ନାଥଙ୍କୁ ଗିରଫ କରିଛନ୍ତି। କେନ୍ଦ୍ରୀୟ କଶ୍ମୀରର...

ଚୋକ୍‌ସି, ମାଲ୍ୟାଙ୍କ ସମେତ ଖିଲାପକାରୀଙ୍କୁ ଋଣ କ୍ଷମା

ନୂଆଦିଲ୍ଲୀ,୨୯।୪: ଦେଶରେ ଲକ୍‌ଡାଉନ୍‌ ଜାରି ରହିଥିବାରୁ ଅନାଦାୟ ଋଣ(ଏନ୍‌ପିଏ) ସ୍ତର ବଢ଼ିବା ଆଶଙ୍କା ରହିଛି। ଏଭଳି ସ୍ଥଳେ ବୃହତ୍‌ ପରିମାଣର ଋଣ ନେଇ ପରିଶୋଧ କରି...

ଶହୀଦ ଯବାନଙ୍କୁ କାନ୍ଧ ଦେଲେ ବୃଦ୍ଧା ମା’, ମୁଖାଗ୍ନୀ ଦେଲେ ୭ମାସର ପୁଅ

ଚଣ୍ଡିଗଡ଼,୨୯।୭: ପଞ୍ଜାବ ବଟାଲା ଗଁାର ପାବଲାରାଲି କାଲନ୍‌ରେ ଏକ ହୃଦୟ ବିଦାରକ ଚିତ୍ର ସାମ୍ନାକୁ ଆସିଛି। ଜଣେ ଶହୀଦ ଯବାନଙ୍କୁ ବୃଦ୍ଧା ମା’ କାନ୍ଧରେ କାନ୍ଧେଇଥିବା...

ଜନ୍ମଦିନରେ ମା’ଙ୍କ ସହିତ ଭୋଜନ କଲେ ମୋଦି: ଫଟୋ ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଗାନ୍ଧିନଗର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଜର ୬୯ତମ ଜନ୍ମଦିନ ପାଳନ ଅବସରରେ ଗାନ୍ଧିନଗରରେ ବାସ କରୁଥିବା ମା’ ହୀରାବେନ୍‌ ମୋଦିଙ୍କୁ ଭେଟିଛନ୍ତି। ମା’ଙ୍କ ପାଦ...

Advertisement
Archives

Model This Week