Posted inଜାତୀୟ

ପରାଜୟ ପାଇଁ ଇଭିଏମକୁ ଦାୟୀ କଲେ ମାୟାବତୀ

ଲକ୍ଷ୍ମୌ, ୨୪।୫: ଉତ୍ତର ପ୍ରଦେଶରେ ସମାଜବାଦୀ ପାର୍ଟି-ବହୁଜନ ସମାଜ ପାର୍ଟି-ରାଷ୍ଟ୍ରୀୟ ଲୋକ ଦଳ ମେଣ୍ଟକୁ ଝଟକା ଲାଗିଛି। ୮୦ଟି ଲୋକସଭା ଆସନରୁ ବିଜେପି ଏକାକୀ ୬୨ଟି ଆସନରେ ବିଜୟୀ ହୋଇଥିବା ବେଳେ ତାର ସହଯୋଗୀ ଆପନା ଦଳ ୩ଟି ଆସନରେ ବିଜୟୀ ହୋଇଛି। ପରାଜୟ ପରେ ମହାମେଣ୍ଟର ସହଯୋଗୀ ଦଳ ବହୁଜନ ସମାଜ ପାର୍ଟି ସୁପ୍ରିମୋ ମାୟାବତୀ ପରାଜୟ ପାଇଁ ଇଭିଏମକୁ ଦାୟୀ କରିଛନ୍ତି। ଇଭିଏମ ଉପରୁ ଲୋକଙ୍କ ଭରସା ତୁଟିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ କିଛି ବି ଘଟଣା ଘଟିଲେ ପାକିସ୍ତାନକୁ ଏହାର ପରିଣାମ ଭୋଗିବାକୁ ପଡିବ: ସେନା ମୁଖ୍ୟ

ନୂଆଦିଲ୍ଲୀ,୧୩।୮: ପାକିସ୍ତାନର ଧମକକୁ ନେଇ ଏବେ ମୁହଁ ଖୋଲିଛନ୍ତି ଭାରତର ସେନାମୁଖ୍ୟ ବିପିନ ରାଓ୍ବତ। ମୋଦି ସରକାର ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୦ ହଟାଇବା ପରେ ପାକିସ୍ତାନର...

ପିତାଙ୍କୁ ଦେଖି କାନ୍ଦିଲେ ନିର୍ଭୟା ଦୋଷୀ ବିନୟ ଶର୍ମା

ନୂଆଦିଲ୍ଲୀ,୧୫।୧: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀମାନେ କରିଥିବା ଶେଷ ପ୍ରୟାସ ବି ଫେଲ ମାରିଛି। ଆସନ୍ତା ୨୨ ତାରିଖ ସକାଳ ୭ଟାରେ ଫାଶୀ...

ରେକର୍ଡ କଲେ ମୋଦି

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆଯୋଧ୍ୟାରେ ଆୟୋଜିତ ଭବ୍ୟ ଏବଂ ଦିବ୍ୟ ରାମମନ୍ଦିର ନିର୍ମାଣ ପାଇଁ ହୋଇଥିବା ଭୂମି ପୂଜାରେ ଯୋଗ ଦେଇଥିଲେ। ଏହା...

ଛତ୍ରପତି ଶିବାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଛତ୍ରପତି ଶିବାଜୀ ମହାରାଜଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ମା ଭାରତୀଙ୍କ...

୪୦ ଦିନ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ସେନା

ନୂଆଦିଲ୍ଲୀ,୨୭।୧: ପ୍ରାୟ ୧୩ଲକ୍ଷ ଯବାନଙ୍କୁ ନେଇ ଭାରତୀୟ ସେନା ଧୀରେ ଧୀରେ ତା’ର ଶକ୍ତି ବୃଦ୍ଧି କରୁଛି ବୋଲି ଜଣାପଡିଛି। ସେନା ରକେଟ ଓ କ୍ଷେପଣାସ୍ତ୍ରଠାରୁ...

ଯୌତୁକ ପାଇଁ ଶିବାଙ୍ଗୀ ଫେରାଇ ଦେଇଥିଲେ ବରଯାତ୍ରୀ: ଏବେ ବିବାହ ପାଇଁ ଯୁବକଙ୍କ ଲମ୍ବା ଲାଇନ୍‌

ଗ୍ବାଲିୟର,୨୧।୪: କିଛି ମାସ ତଳେ ଯୌତୁକ ପାଇଁ ମଧ୍ୟପ୍ରଦେଶ ଗ୍ବାଲିୟରର ଶିବାଙ୍ଗୀ ତାଙ୍କ ଘରକୁ ଆସିଥିବା ବରଯାତ୍ରୀଙ୍କୁ ଫେରାଇ ଦେଇଥିଲେ। ଏହା ପରେ ଶିବାଙ୍ଗୀ ନିଜ...

ଗଙ୍ଗା ନଦୀର ପାଣି ପିଇବା ଓ ଗାଧୋଇବା ପାଇଁ ଅନୁପଯୁକ୍ତ: ସିପିସିବି

ନୂଆଦିଲ୍ଲୀ, ୩୦।୫: ଗଙ୍ଗା ନଦୀର ପାଣି ପାନୀୟ ଜଳ ପାଇଁ ଉପଯୁକ୍ତ ନୁହେଁ ବୋଲି କହିଛି କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ସିପିସିବି)। ଏଥିସହ ଗଙ୍ଗା ନଦୀ...

କରୋନା ଭାଇରସ୍‌କୁ ଦୂରେଇ ଦେବ ସୂର୍ଯ୍ୟରଶ୍ମି: ଅଶ୍ୱିନୀ ଚୌବେ

ନୂଆଦିଲ୍ଲୀ,୧୯।୩: କରୋନା ଭାଇରସ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ବିଶ୍ୱବ୍ୟାପୀ ଏଥିରେ ୮ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହେଲାଣି। ଏହାସହ ୨ଲକ୍ଷରୁ...

Advertisement


Archives

Model This Week