‘ପରିଚୟ’ ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କ ପରଲୋକ

ମୁମ୍ବାଇ,୧୫।୧୨: ବଲିଉଡ୍‌ର ୭୦ ଦଶକର ଅଭିନେତ୍ରୀ ଗୀତା ସିଦ୍ଧାର୍ଥ କାକଙ୍କର ଶନିବାର ସନ୍ଧ୍ୟାରେ ପରଲୋକ ହୋଇଛି। ବଲିଉଡ୍‌ ମୁଭି ‘ପରିଚୟ’ରୁ ସେ ତାଙ୍କ କ୍ୟାରିୟର ଆରମ୍ଭ କରିଥିବା ବେଳେ ୧୯୭୩ର କ୍ଲାସିକାଲ ମୁଭି ‘ଗରମ ହାଓ୍ବା’ ପାଇଁ ବଲିଉଡ୍‌ରେ ତାଙ୍କର ସ୍ବତନ୍ତ୍ର ପରିଚୟ ସୃଷ୍ଟି ହୋଇଥିଲା। ଏହାସହ ଶୋଲେ, ତ୍ରିଶୂଳ, ଡିସ୍କୋ ଡ୍ୟାନ୍ସର, ରାମ ତେରି ଗଙ୍ଗା ମୈଲି, ଦେଶ ପ୍ରେମ, ଡ୍ୟାନ୍ସ ଡ୍ୟାନ୍ସ ଆଦି ଚଳଚ୍ଚିତ୍ରରେ ଗୀତା ଅଭିନୟ କରିଛନ୍ତି। ସେ ଟେଲିଭିଜନ ଉପସ୍ଥାପକ ତଥା ପ୍ରଯୋଜକ ଓ ଡକ୍ୟୁମେଣ୍ଟାରୀ ଫିଲ୍ମମେକର ସିଦ୍ଧାର୍ଥ କାକଙ୍କୁ ବିବାହ କରିଥିଲେ। ତାଙ୍କ ଝିଅ ଅନ୍ତରା ଏବେ ପିତାଙ୍କ ପଥ ଅନୁସରଣ କରି ଡକ୍ୟୁମେଣ୍ଟାରୀ ଫିଲ୍ମମେକର ଭାବେ କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମଦ ଦୋକାନ: ଲାଗିଲା ଗ୍ରାହକଙ୍କ ଲମ୍ବା ଲାଇନ

ନୂଆଦିଲ୍ଲୀ,୪।୫: କରୋନା ସଂକ୍ରମଣ ରୋକିବାକୁ ସୋମବାରଠାରୁ ଦେଶରେ ଲାଗୁ ହୋଇଛି ଲକ୍‌ଡାଉନ ୩.୦। ପୂର୍ବରୁ ଯେଉଁ ୪୦ ଦିନିଆ ଲାକ୍‌ଡାଉନ ଘୋଷଣା କରାଯାଇଥିଲା ସେତେବେଳେ ମଦ...

ଜୟଶଙ୍କର ଜଣେ ଦକ୍ଷ ମନ୍ତ୍ରୀ, ସେ ମୋର ବନ୍ଧୁ: ଶଶି ଥରୁର…

ନୂଆଦିଲ୍ଲୀ,୧।୭ : କଂଗ୍ରେସ ନେତା ଶଶି ଥରୁର ବହିର୍ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଶାନ୍ତ ରହିବାକୁ ମନ୍ତବ୍ୟ ଦେଇ ଫସି ଯାଇଛନ୍ତି। ଶନିବାର ଏହା ଉପରେ...

ବାରମୁଳାରେ ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେଶନ୍‌: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୨୨।୬: ଜମ୍ମୁ-କଶ୍ମୀର ବାରମୁଳା ଜିଲାରେ ଶନିବାର ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସ୍ଥାନୀୟ ବୋନିୟାର ଜଙ୍ଗଲଠାରେ କିଛି ଆତଙ୍କବାଦୀ ଲୁଚିଥିବା ଖବର...

ଡ୍ରଗ୍ସ ମାମଲାରେ କାବାଲି ଫିଲ୍ମ ପ୍ରଯୋଜକ ଗିରଫ

ହାଇଦ୍ରାବାଦ,୧୫।୬: ସୁରପଷ୍ଟାର ରଜନୀକାନ୍ତଙ୍କ ଅଭିନୀତ ଫିଲ୍ମ କାବାଲିର ପ୍ରୟୋଜକ କେ.ପି. ଚୌଧୁରୀଙ୍କୁ ବୁଧବାର ଡ୍ରଗ୍ସ ମାମଲାରେ ହାଇଦ୍ରାବାଦ ପୋଲିସ ଗିରଫ କରିଛି। ୯୦ ପ୍ୟାକେଟ୍‌ରୁ ପାଖାପାଖି...

ଲୋକ ସଭାରେ ଆଜି ଆଗତ ହେବ ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୯।୯: ଆଜି ଲୋକ ସଭାରେ ମହିଳା ସଂରକ୍ଷଣ ବିଲ୍‌ ଆଗତ ହେବ। ଆଇନ ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ଏହି ବିଲ ଗୃହରେ ଉପସ୍ଥାପନ କରିବେ।...

ମୃତ ଶାବକର ଅନ୍ତିମ ସଂସ୍କାର କଲେ ହାତୀପଲ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୧୦।୬: ମଣିଷ ସମାଜରେ କାହାର ମୃତ୍ୟୁ ହେଲେ ପରମ୍ପରା ଅନୁସାରେ ଅନ୍ତିମ ସଂସ୍କାର କରାଯାଇଥାଏ। ତେବେ ପ୍ରାଣୀ ଜଗତରେ ଏଭଳି ହେବା ଶୁଣିଲେ ଯେ କେହି...

ଦୁଇଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ

ନବାଦା,(ବିହାର)୩୧।୭: ବିହାରର ବିରାଜୁଲି ଥାନା ଅଧୀନ ଗାରିବା ଗ୍ରାମରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଛି। ଘଟଣାରେ ୧୨ରୁ ଊର୍ଦ୍ଧ୍ୱ ଲୋକ ଗୁରୁତର ଆହତ...

ରାଞ୍ଚିରେ ଇଣ୍ଟରନେଟ ସେବା ବନ୍ଦ, ୧୪୪ ଧାରା ଲାଗୁ

ରାଞ୍ଚି,୧୧।୬: ଝାଡ଼ଖଣ୍ଡର ରାଞ୍ଚିରେ ଶୁକ୍ରବାର ଦେଖାଦେଇଥିବା ହିଂସା ପ୍ରଦର୍ଶନ ପରେ ସହରରେ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲା...

Advertisement
Archives

Model This Week