ପରିତ୍ୟକ୍ତ କୂଅରୁ ଅଜଗର ଉଦ୍ଧାର

ଅମରପାଲି, ୧୯।୭ (ଡି.ଏନ.ଏ.)ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ସୁବଳୟାରେ ନଦୀପାର୍ଶ୍ୱରେ ଥିବା ଏକ ପରିତ୍ୟକ୍ତ କୂଅରୁ ବନବିଭାଗ ଏକ ଅଜଗରକୁ ଉଦ୍ଧାର କରିଛି। ଅପରାହ୍ନ ୧ଟା ବେଳେ କେତେକ ଯୁବକ ଅଜଗରଟି କୂଅରେ ଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବିଭାଗୀୟ ଅଧିକାରୀ ଏସିଏଫ ଅଜିତ ବିଶି, ବନପାଳ ପ୍ରସନ୍ନ ନାୟକ ଓ ଅନ୍ୟାନ୍ୟ କର୍ମଚାରୀ ଘଟଣାସ୍ଥଳକୁ ଯାଇ ଅଜଗରକୁ ଉଦ୍ଧାର କରିଥିଲେ। ଅଜଗରର ଲମ୍ବ ପ୍ରାୟ ୫ ଫୁଟ ୫ ଇଞ୍ଚ । ଅକ୍ଷତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ଅଜଗରକୁ ଜଙ୍ଗଲରେ ଛାଡି ଦିଆଯାଇଥିବା ଏସିଏଫ ଅଜିତ ବିଶି ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରାବାସରୁ ଖସି ଆସିଥିବା ୪ ଛାତ୍ରଙ୍କୁ ଉଦ୍ଧାର ପରେ ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର

ଜମନକିରା,୧୫।୧୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ଥାନା ପୋଲିସ ରବିବାର ୪ ଛାତ୍ରଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ କୁଚିଣ୍ଡା ଚାଇଲ୍ଡଲାଇନ୍‌କୁ ହସ୍ତାନ୍ତର କରିଛି। ଛାତ୍ରମାନେ ହେଲେ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ହ୍ୟାଟ୍ରିକ:୨୩,୩୩୦ ଖଣ୍ଡ ଭୋଟରେ ବିଜୟୀ ହେଲେ

ସୋହେଲା/ଭଟଲି, ୨୪-୫(ଡି.ଏନ.ଏ):ବରଗଡ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚଳିତ ନିର୍ବାଚନରେ ଶ୍ରମ ଓ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂ ତୃତୀୟ ଥର ପାଇଁ ବିଜୟ ହାସଲ...

କମ୍‌ ମାର୍କ ରଖିବାରୁ ଛାତ୍ର ନେଲେ ଚରମ ନିଷ୍ପତ୍ତି

ସମ୍ବଲପୁର,୨୮ା୭(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଡିହପଡ଼ାରେ ଏକ ଅଘଟଣ ଘଟିଛି। ଯୁକ୍ତ ଦୁଇ ପରୀକ୍ଷାରେ କମ୍‌ ମାର୍କ ରହିବାରୁ ଛାତ୍ର ରୋହନ ଗୌରାଙ୍ଗ(୧୮) ଆତ୍ମହତ୍ୟା...

ବିଧାୟକ ଭାବେ ଶପଥ ନେବାପରେ ପାଟଣାଗଡ଼ ଫେରିଲେ ସରୋଜ ମେହେର: ଭବ୍ୟ ସମ୍ବର୍ଦ୍ଧନା ଜଣାଇଲେ ଅଞ୍ଚଳବାସୀ

ପାଟଣାଗଡ଼୨।୬(ଡି.ଏନ.ଏ.): ପାଟଣାଗଡ଼ ବିଧାନସଭା ନିର୍ବାଚନମଣ୍ଡଳୀର ନବ ନିର୍ବାଚିତ ବିଧାୟକ ସରୋଜ ମେହେରଙ୍କୁ ରବିବାର ପାଟଣାଗଡ଼ ବିଜୁ ଜନତା ଦଳ ତଥା ଜନସାଧାରଣଙ୍କ ପକ୍ଷରୁ ଭବ୍ୟ ସମ୍ବର୍ଦ୍ଧନା...

ହୀରାକୁଦ ଡ୍ୟାମରୁ ୩୨ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ: ସମ୍ବଲପୁର- ସୋନପୁର ରାଜପଥ ଯାତାୟତ ଠପ୍‌

ସମ୍ବଲପୁର, ୨୮ା୮ (ବ୍ୟୁରୋ): ସମ୍ବଲପୁର ଜିଲା ହୀରାକୁଦ ଡ୍ୟାମରୁ ଶୁକ୍ରବାର ୩୨ଟି ଗେଟ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି । ଜଳଭଣ୍ଡାରକୁ ୬ଲକ୍ଷ ୩୮ ହଜାର...

ଶୋଭାଯାତ୍ରାରେ ଦମ୍ପତିଙ୍କ ଶେଷଯାତ୍ରା

ସମ୍ବଲପୁର,୩୧ା୧୨(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଡଙ୍ଗାପାଲ ଗ୍ରାମର ବୃଦ୍ଧ ଦମ୍ପତି କାର୍ତ୍ତିକ ପ୍ରଧାନ ଓ ଅନସୂୟାଙ୍କ ଶୋଭାଯାତ୍ରା ସହ ଜୀବନର ଶେଷଯାତ୍ରା ସମ୍ପନ୍ନ ହୋଇଛି। ଗାଁ...

ତଳଗାଁ ଛାତ୍ରୀ ନିବାସରେ ଗୁଣିଗାରେଡି ଭୟ: ହଷ୍ଟେଲ ଛାଡିଲେ ୨୫ ଛାତ୍ରୀ

ତଳଗାଁ, ୧୯।୭(ଡି.ଏନ.ଏ)-ଗୁଣିଗାରେଡି ଭୟରେ ବୌଦ୍ଧ ଜିଲା ଆଦିବାସୀ ଅଧ୍ୟୁଷିତ ହରଭଙ୍ଗା ବ୍ଲକର ତଳଗାଁ ଛାତ୍ରୀ ନିବାସରେ ବୁଧବାର ରାତି ଓ ଗୁରୁବାର ସକାଳେ ୨୫ ଜଣ...

୮ ବଛର ହେଲା ଖଟେ ପଡ଼ିଛନ୍‌ ପନୌ:ଦାଉ ସାଧୁଛେ ଅଜନା ରୋଗ୍‌

ପାଇକମାଳ, ୨୫ା୫ ( ଡି.ଏନ୍‌.ଏ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଧୀନ ମୁନିକେଲା ଗଁାର ପନୌ ବରିହା(୫୦)। ସେ ଗଲା ୮ ବଛର ହେଲା କେହେନ୍‌ସି...

Advertisement
Archives

Model This Week