ପରିତ୍ୟକ୍ତ କୂଅରୁ ଭାଲୁ ଉଦ୍ଧାର

କପ୍ତିପଦା,୫ା୧(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ୍‌ ଅଧୀନ ପିଙ୍ଗୁ ଗ୍ରାମର ଏକ ପରିତ୍ୟକ୍ତ କୂଅ ମଧ୍ୟରୁ ଗୋଟିଏ ଭାଲୁକୁ ଉଦ୍ଧାର କରାଯାଇଛି। ଜଙ୍ଗଲରୁ ଚାଲି ଆସିଥିବା ଭାଲୁଟି ସୁଦର୍ଶନ ବେହେରାଙ୍କ ବାଡ଼ିରେ ଥିବା କୂଅରେ ପଡ଼ି ଯାଇଥିଲା। ଖବର ପ୍ରଚାରିତ ହେବା ପରେ ତାକୁ ଦେଖିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା। ଖବରପାଇ କପ୍ତିପଦା ଫରେଷ୍ଟର ଶୋଭାକର ସିଂ, ପୋଡ଼ାଡ଼ିହା ବନାଞ୍ଚଳ ଅଧିକାରୀ ସୁଦର୍ଶନ ବେହେରା ଘଟଣାସ୍ଥଳରେ ପହଞ୍ଚି ଭାଲୁଟିକୁ ଉଦ୍ଧାର କରି ଶିମିଳିପାଳ ଅଭୟାରଣ୍ୟରେ ଛାଡ଼ି ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri