ପରିତ୍ୟକ୍ତ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର ଘଟଣା: ହତ୍ୟା ଅଭିଯୋଗ ଆଣିଲେ ପରିବାର

ତିହିଡ଼ି,୧୧।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ନନ୍ଦପୁର ବଜାର ଓ ତିହିଡ଼ି ପୁରୁଣାହାଟ ମଧ୍ୟସ୍ଥଳରେ ଥିବା ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ରାତିରେ ତିହିଡ଼ି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଥିଲା। ମୃତ ଯୁବକ ହେଲେ ତିହିଡ଼ି ଥାନା ଜାମଯୋଡ଼ି ପଞ୍ଚାୟତ ଅଧୀନ ଅମୃତପୁର ଗ୍ରାମର ରତ୍ନାକର ଖୁଣ୍ଟିଆ। ତେବେ ଏହା ଏକ ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ମୃତ ଯୁବକଙ୍କ ପରିବାର ପକ୍ଷରୁ ତିହିଡ଼ି ଥାନାରେ ଅଭିଯୋଗ କରାଯାଇଛି। ପୋଲିସ ବୁଧବାର ମଧ୍ୟାହ୍ନରେ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ସାଇଣ୍ଟିଫିକ୍‌ ଟିମ୍‌ ଏବଂ ସନ୍ଧାନୀ କୁକୁର ସହାୟତାରେ ଘଟଣାର ତଦନ୍ତ କରାଯାଇଛି। ତେବେ ରତ୍ନାକର ଗତ ଶନିବାରଠାରୁ ନିଖୋଜ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କୁ ଭୟଭୀତ କରିବା ମହଙ୍ଗା ପଡ଼ିଲା: ଯୁବକ ଗିରଫ, ଦେଶୀ ବନ୍ଧୁକ ଜବତ

ପଦ୍ମପୁର,୩୦।୮(ଡି.ଏନ୍‌.ଏ.): ବରଗଡ଼ ଜିଲା ଜମଲା ଗ୍ରାମର ଜଣେ ଯୁବକଙ୍କୁ ବନ୍ଧୁକ ଦେଖାଇ ଗ୍ରାମବାସୀଙ୍କୁ ଭୟଭୀତ କରାଇବା ମହଙ୍ଗା ପଡ଼ିଛି। ପଦ୍ମପୁର ଥାନା ପୋଲିସ ଯୁବକଙ୍କ ଘରେ...

ସବୁଜିମା ହେବ ଝାଙ୍କର, ଖର୍ଡିଆ ଡୁଙ୍ଗୁରି

ଲୋଇସିଂହା,୧୯।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବନ ରେଞ୍ଜ ଆଗଲପୁର ବ୍ଲକ ନଅଗାଁ(ଖ) ଗ୍ରାମର ଟାଙ୍ଗରା ପଡିଥିବା ଝାଙ୍କର ଏବଂ ଖର୍ଡିଆ ଡୁଙ୍ଗୁରି ସବୁଜିମାକୁ ଫେରିବ। ବନ...

ପାଟଣାଗଡ଼ ଜୁଏଲେରି ଦୋକାନରୁ ଡକାୟତି

ବଲାଙ୍ଗୀର ଅଫିସ,୬ା୮: ପାଟଣାଗଡ ମେନରୋଡଠାରେ ଥିବା ଅମୃତ କଳସ ଜୁଏଲେରି ଦୋକାନରୁ ଶୂୁକ୍ରବାର ଅପରାହ୍ଣରେ ଏକ ବଡଧରଣର ଡକାୟତି ହୋଇଛି। ୬ ଜଣ ଡକାୟତ ଦୋକାନ...

ଗାଁ ଭୋଜିରେ ବଚସା: ଦମ୍ପତିଙ୍କୁ ଭୁଜାଲିରେ ହାଣି ଯୁବକ ଫେରାର; ମହିଳା ମୃତ, ସ୍ବାମୀ ଗୁରୁତର

ଓଡ଼ଗାଁ,୩୦।୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ବାହାଡ଼ାଝୋଲା ଫାଣ୍ଡି ଭାଟସାହି ଗ୍ରାମରେ ଶୁକ୍ରବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଁରେ ଭୋଜି ଚାଲିଥିବା ବେଳେ ସାମାନ୍ୟ କଥାରୁ...

୮ ସାର ଦୋକାନରେ ପ୍ରଶାସନର ଧରପଗଡ଼

କୋକସରା,୨୫।୭(ଡି.ଏନ୍‌.ଏ.): କଳାହାଣ୍ଡିରୁ ନବରଙ୍ଗପୁର ଜିଲାକୁ ସାର ଚାଲାଣ ଧରାପଡ଼ିବା ପରେ କଳାହାଣ୍ଡି ଜିଲା ପ୍ରଶାସନ ଏବଂ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଜାରି ରହିଛି। ଧର୍ମଗଡ଼...

ଖଟିଆରେ ୧କି.ମି. ବୁହା ହେଲେ ଗର୍ଭବତୀ

ରୂପସା,୭।୧୦(ଡି.ଏନ.ଏ.):ଗାଁକୁ ରାସ୍ତା ନ ଥିବାରୁ ପଶିପାରିଲାନି ଆମ୍ବୁଲାନ୍ସ। ପରିବାର ଲୋକେ ଗର୍ଭବତୀଙ୍କୁ ୧ କି.ମି. ରାସ୍ତା ଖଟିଆରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେବା ପରେ ସ୍ବାସ୍ଥ୍ୟକେନ୍ଦ୍ରକୁ...

ଓଏସ୍‌ଆର୍‌ଟିସି ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ ଭଞ୍ଜନଗର ବନ୍ଦ

ଭଞ୍ଜନଗର,୨୧।୫(ଡି.ଏନ୍‌.ଏ.): କ୍ଷତିରେ ଚାଲୁଥିବା ଭଞ୍ଜନଗର ଓଏସ୍‌ଆର୍‌ଟିସିି ଜୋନ୍‌ରୁ ଅନ୍ୟ ଜୋନ୍‌କୁ ବସ୍‌ ସ୍ଥାନାନ୍ତର ଯୋଜନା ପ୍ରତିବାଦରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମଙ୍ଗଳବାର ବନ୍ଦ ଡାକରା ଦିଆଯାଇଛି।...

ରକ୍ତ କର୍କଟରେ ଆକ୍ରାନ୍ତ, ଚିକିତ୍ସାରେ ଅର୍ଥ ବାଧକ

ରାଉରକେଲା ଅଫିସ,୧୪।୩: ରାଉରକେଲା ସେକ୍ଟର-୧୬ରେ ରହୁଥିବା ଗରିବ ମହିଳା ସୁବର୍ଣ୍ଣମାଳା ପଟ୍ଟନାୟକ ରକ୍ତ କର୍କଟରେ ପୀଡ଼ିତ ଅଛନ୍ତି। ଏହି ରୋଗର ଉଚ୍ଚତର ଚିକିତ୍ସା ପାଇଁ ଅଧିକ...

Advertisement
Archives

Model This Week