ପରିବହନ କାର୍ଯ୍ୟାଳୟ, ଜିଲା ମୁଖ୍ୟ ଚିକିତ୍ସାଳୟରୁ ୭ ଦଲାଲ ଗିରଫ

ଅନୁଗୋଳ ଅଫିସ,୨୭।୯: ଅନୁଗୋଳ ଜିଲା ପରିବହନ କାର୍ଯ୍ୟାଳୟ ଓ ଜିଲା ମୁଖ୍ୟ ଚିକିତ୍ସାଳୟରୁ ମୋଟ ୭ ଜଣ ଦଲାଲଙ୍କୁ ଅନୁଗୋଳ ପୋଲିସ ଶୁକ୍ରବାର ଗିରଫ କରିଛି। ମେଡିକାଲର ୪ ଦଲାଲ ଗରିବ ଲୋକଙ୍କୁ ଶୋଷଣ କରିବା ସହ ଡାକ୍ତରମାନଙ୍କୁ ବିଭିନ୍ନ ସମୟରେ ଧମକ ଦେଇ ବଟି ଆଦାୟ କରୁଥିବା ଅଭିଯୋଗରେ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଯୁବଶକ୍ତି ସଙ୍ଗଠନ କରି ବ୍ରହ୍ମଜ୍ୟୋତି ମିଶ୍ର, ପର୍ଶୁରାମ ଦାସ, ଦୀଲିପ ଦେଓ ଓ ସୀତାଂଶୁ ନାଏକଙ୍କ ବିରୋଧରେ ୭୬୨/୧୯ରେ ମାମଲା ରୁଜୁ କରାଯାଇ ଗିରଫ କରାଯାଇଛି।
ସେହିପରି ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଦିବାକର ପତି, ସୁଦାମ ରାଉତ, ଶ୍ରୀଧର ସାହୁଙ୍କୁ ପୋଲିସ ୭୬୩/୧୯ରେ ମାମଲା ରୁଜୁ କରି ଗିରଫ କରିଥିବା ଅନୁଗୋଳ ପୋଲିସ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିମ୍‌ସାରରେ ଘରୋଇ ଆମ୍ବୁଲାନ୍ସ ଉପରେ କଟକଣା

ସମ୍ବଲପୁର,୯ା୫(ବ୍ୟୁରୋ)-ସମ୍ବଲପୁର ବୁର୍ଲା ଭିମ୍‌ସାର ପରିସରରେ ଘରୋଇ ଆମ୍ବୁଲାନ୍ସଗୁଡିକ ପାର୍କିଂ କରିପାରିବେ ନାହିଁ। ମେଡିକାଲ କ୍ୟାମ୍ପସ ବାହାରେ ରହିବେ। ରୋଗୀ ବା ସେମାନଙ୍କ ସମ୍ପର୍କୀୟଙ୍କ ସହ ମୂଲଚାଲ...

ନୀରବ ବିଦ୍ରୋହ ଭାରି ପଡ଼ିବ

ତିର୍ତ୍ତୋଲ, ୩୧ା୧୦ (ସ୍ବ.ପ୍ର.): ୨୦୧୯ ନିର୍ବାଚନରେ ତିର୍ତ୍ତୋଲ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବିଜେଡି ନେତା ବିଷ୍ଣୁଚରଣ ଦାସଙ୍କ ପରଲୋକ ପରେ ଏବେ ଚାଲିଛି ସେଠାରେ...

ଜଲାପୁଟ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର

କୋରାପୁଟ,୨୮ା୧୦: କୋରାପୁଟ ଜିଲାର ପାଡୁଆ ଥାନା ଅନ୍ତର୍ଗତ ଜଲାପୁଟ ଜଳଭଣ୍ଡାରରେ ଏକ ଦେଶୀ ଡଙ୍ଗାବୁଡ଼ି ୩ ଜଣ ଯୁବକ ନିଖୋଜ ହୋଇଥିବା ବେଳେ ମଙ୍ଗଳବାର ଜଣଙ୍କର...

ଏମ୍‌ସିସିକୁ ବିରୋଧ, ଫେରିଲା ପୌରପାଳିକା

ଅନୁଗୋଳ ଅଫିସ, ୧୧।୧୨-ଅନୁଗୋଳ ପୌରପାଳିକା ଅନ୍ତର୍ଗତ ମିଶ୍ରପଡ଼ା ହାଇଟେକ୍‌ ନର୍ସରୀ ନିକଟରେ ଏମ୍‌ସିସି ପ୍ରକଳ୍ପକୁ ମଙ୍ଗଳବାର ପୁଣି ସ୍ଥାନୀୟ ଲୋକମାନେ ବିରୋଧ କରିଛନ୍ତି। ଫଳରେ ଘଟଣାସ୍ଥଳକୁ...

ଭିତ୍ତିଭୂମିର ହେଉନି ବିକାଶ; ନାମକୁ ମାତ୍ର ପର୍ଯ୍ୟଟନସ୍ଥଳୀ: ପାହାଡ଼ ପାଦଦେଶରେ ପୂଜା ପାଉଛନ୍ତି ମା’ ଗଡ଼ଚଣ୍ଡୀ

ହାଟଡିହୀ,୧୭। ୧୦(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକରେ ଅବସ୍ଥିତ ମା’ ଗଡ଼ଚଣ୍ଡୀଙ୍କ ମନ୍ଦିର। ସାକ୍ଷତ ଦେବୀ ରୂପେ କାହିଁ କେଉଁ କାଳରୁ ପୂଜା ପାଇଆସୁଛନ୍ତି।...

୧୪୪ ଧାରା ଭାଙ୍ଗି ଶ୍ରଦ୍ଧାଳୁଙ୍କ ବାରୁଣୀ ବୁଡ଼

ଯାଜପୁର ଟାଉନ,୩୦।୩(ଡି.ଏନ.ଏ.): ଯାଜପୁର ଦଶାଶ୍ୱମେଧ ଘାଟଠାରେ ବାରୁଣୀ ବୁଡ଼ ପାଇଁ ମାର୍ଚ୍ଚ ୨୯ ଓ ୩୦ ତାରିଖ ୨ଦିନ ଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ଉକ୍ତ...

ଗାଁର ନାଁ କାମାରଗୁଡା: ୮କିମି ଗଲେ ଡାକ୍ତରଖାନା, ୧୫ କିମି ଗଲେ ପଞ୍ଚାୟତ କାର୍ଯ୍ୟାଳୟ

ଏମଭି ୭୯,୧୨ା୭: ମାଲକାନଗିରି ଜିଲା କାଲିମେଳା ବ୍ଲକ ପଶୁଗୁ ପଞ୍ଚାୟତର ଜିନେଲଗୁଡାଠାରୁ ୪ କିମି ଦୂରରେ ରହିଛି ଆଦିବାସୀ ଗାଁ କାମାରଗୁଡା। ସ୍ବାଧୀନତାର ଦୀର୍ଘ ବର୍ଷ...

ଜିଆରଏସ୍‌ଙ୍କ ବିରୋଧରେ ସରପଞ୍ଚ, ସମିତି ସଭ୍ୟାଙ୍କ ଅଭିଯୋଗ

ଛତିଆ,୨।୮(ଡିଏନ୍‌ଏ)- ବଡଚଣା ପଞ୍ଚାୟତ ସମିତି ଅଧୀନ ସମିଆଁ ପଞ୍ଚାୟତର ଜଣେ ଜିଆର୍‌ଏସ୍‌ଙ୍କ ମନମୁଖୀ କାର୍ଯ୍ୟ ବିରୋଧରେ ସରପଞ୍ଚ ଓ ସମିତି ସଭ୍ୟ ଜିଲାପାଳ ରଞ୍ଜନ କୁମାର...

Advertisement
Archives

Model This Week