ପରିବହନ ବିଭାଗ ତରଫରୁ ବେଆଇନ ବସ୍‌ ଯାଞ୍ଚ: ବିନା ଅନୁମତିରେ ଚଳାଚଳ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ

ଟାଙ୍ଗୀ(ଖୋର୍ଦ୍ଧା),୨୧।୮(ଡି.ଏନ.ଏ.)-ଭୁବନେଶ୍ୱର, ବାଲୁଗାଁ, ଆସିକା ଓ ବ୍ରହ୍ମପୁର ଅଭିମୁଖେ ବସ୍‌ଗୁଡ଼ିକ ବେଆଇନ ଭାବେ ଯାତାୟାତ କରୁଥିବା ବାରମ୍ବାର ଅଭିଯୋଗ ହେଉଛି। ତେଣୁ ମଙ୍ଗଳବାର ପରିବହନ ବିଭାଗ ତରଫରୁ ଯାଞ୍ଚ ଆରମ୍ଭ ହୋଇଯାଇଛି । ଖୋର୍ଦ୍ଧା ଜିଲା ଏନ୍‌ଫୋର୍ସମେଣ୍ଟ ସ୍କ୍ବାଡର ମୁଖ୍ୟ ମାନା ସିଂହଙ୍କ ନେତୃତ୍ୱରେ ପରିବହନ କର୍ମଚାରୀମାନେ ୧୬ ନଂ ଜାତୀୟ ରାଜପଥ ଟାଙ୍ଗୀ ବାଇପାସ୍‌ରେ ଯାତ୍ରୀବାହୀ ବସ୍‌ଗୁଡ଼ିକର ପରମିଟ୍‌ ଯାଞ୍ଚ କରିଥିବା ଜଣାପଡିଛି। ବସ୍‌ଗୁଡ଼ିକ ଟାଙ୍ଗୀ ଓ ଚାନ୍ଦପୁର ରାସ୍ତାରେ ନ ଯାଇ ବିନା ପରମିଟ୍‌ରେ ବାଇପାସ୍‌ରେ ଯାଉଥିବା ଅଭିଯୋଗ ହୋଇଆସୁଛି। ତେଣୁ ତନଖି ବେଳେ ପରିବହନ କର୍ମଚାରୀମାନେ ଜରିମାନା ଆଦାୟ ସହ ତାଗିଦ୍‌ ମଧ୍ୟ କରିଥିଲେ। ସୂଚନାଯୋଗ୍ୟ, ବିଭାଗ ପକ୍ଷରୁ ଟାଙ୍ଗୀ-ଚାନ୍ଦପୁର ଦେଇ ଯାତାୟାତ କରିବାକୁ ନିର୍ଦ୍ଦେଶନାମା ଜାରି ସହ ବିନା ପରମିଟ୍‌ରେ ଚଳାଚଳ କରୁଥିବା ବସ୍‌ଗୁଡ଼ିକ ପ୍ରତି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଓ ଜରିମାନା ଆଦାୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଏଲପିଜିକୁ ନେଇ ବଡ଼ ପଦକ୍ଷେପ ନେଲେ ସରକାର, ଏଣିକି ୧୪.୨ କିଲୋଗ୍ରାମ ସିଲିଣ୍ଡର…

ନୂଆଦିଲ୍ଲୀ,୨୩।୩: ଉପସାଗରୀୟ ଦେଶଗୁଡ଼ିକରେ ଚାଲିଥିବା ସଂଘର୍ଷ ଏବେ ଭାରତର ଶକ୍ତି ଯୋଗାଣକୁ ପ୍ରଭାବିତ କରୁଛି। ଅଶୋଧିତ ତୈଳ ଏବଂ ଗ୍ୟାସ ଯୋଗାଣ ପ୍ରଭାବିତ ହୋଇଛି, ଯାହା ଫଳରେ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri