ପରିବାରକୁ ଜୀବନରୁ ମାରିଦେବାକୁ ଉଦ୍ୟମ: ଭାତରେ ବିଷ ମିଶାଇଲେ ବାପା

ମାଲକାନଗିରି,୧୬।୬(ଡି.ଏନ୍.ଏ.): ବାପା ଭାତରେ ବିଷ ଦେବାରୁ ଗୋଟିଏ ପରିବାରର ୫ ଜଣ ସଦସ୍ୟ ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁରେ। ନିଶାଗ୍ରସ୍ତ ବାପା ନର୍ସିଙ୍ଗ ମାଝି ସୋମବାର ରାତିରେ ଭାତରେ ବିଷ ଦେଇ ପୁରା ପରିବାରକୁ ମାରିବାକୁ ଉଦ୍ୟମ କରିଥିଲେ। ଏହି ଭାତକୁ ତାଙ୍କ ସ୍ତ୍ରୀ, ଭାଇ, ପୁଅ ଏବଂ ଦୁଇ ଝିଅ ଖାଇ ଗୁରୁତର ହୋଇଛନ୍ତି। ଚିକିତ୍ସା ଲାଗି ସେମାନଙ୍କୁ ମାଥିଲି ମେଡିକାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ସେମାନେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀ ମୃତ

ତାଳଚେର,୧୦।୯(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ଅନ୍ତର୍ଗତ ବଲଣ୍ଡା ଗୁରୁଦ୍ୱାର ଅଞ୍ଚଳରେ ଏକ ଅଭାନୀୟ ଘଟଣା ଘଟିଛି। ଜଣେ ମଦ୍ୟପ ସ୍ବାମୀଙ୍କ ମାଡ଼ରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବା...

ଡିଜିପି ଅଭୟଙ୍କ କାର୍ଯ୍ୟକାଳ ବୃଦ୍ଧି

ଭୁବନେଶ୍ୱର,୧୯।୩ (ବ୍ୟୁରୋ): ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟଙ୍କ କାର୍ଯ୍ୟକାଳକୁ ସରକାର ବୃଦ୍ଧି କରିଛନ୍ତି। ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବୁଧବାର ଏକ ବିଜ୍ଞପ୍ତି...

ମାସକରେ ରାସ୍ତା ଫାଟି ଆଁ

କାମାକ୍ଷାନଗର, ୫।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ)ରେ ନିର୍ମିତ ରାସ୍ତା ମାସକ ମଧ୍ୟରେ...

ଚିଲିକା ପାଇଁ ବିପଦ ମାଲେସିଆ ଜାହାଜ : ମିଳୁନି ଆବଶ୍ୟକ ସୁରକ୍ଷା, ବାହାରିପାରୁନି ତେଲ

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୩୦।୮(ଡି.ଏନ୍‌.ଏ.) : ଚିଲିକା ପାଇଁ ଦିନକୁ ଦିନ ବିପଦ ସୃଷ୍ଟିକରୁଛି ମାଲେସିଆ ଜାହାଜ। ଜାହାଜରୁ ତେଲ କାଢ଼ିବା ଜରୁରୀ ହୋଇପଡ଼ିଥିବାବେଳେ ଜିଲା ପ୍ରଶାସନ ଚେଷ୍ଟା ଜାରି...

ବଢୁଛି ଚୋରାମଦ କାରବାର

ବଇଣ୍ଡା,୧୮।୪(ଡି.ଏନ.ଏ.): ଆଠମଲ୍ଲିକ ଓ ଠାକୁରଗଡ଼ ଥାନା ଅଞ୍ଚଳରେ କିଛିଦିନ ହେଲା ଚୋରା ମଦ କାରବାର ବଢ଼ିବାରେ ଲାଗିଛି। ବିଶେଷକରି ଜାମୁଡୋଲି, ଲୁହାସିଂହା, ନଅଁଗା, ଠାକୁରଗଡ଼, କୃତ୍ତିବାସପୁର,...

ଡିସେମ୍ବର ୧୫ରୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା:ଗୋଟିଏ ସ୍ଥାନରେ ଦେଶର ଉତ୍କୃଷ୍ଟ ହସ୍ତଶିଳ୍ପ, ହସ୍ତତନ୍ତ

ଭୁବନେଶ୍ୱର,୧୩ା୧୨(ବ୍ୟୁରୋ) :ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଡିସେମ୍ବର ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଜନତା ମଇଦାନରେ ଅନୁଷ୍ଠିତ ହେବାକୁ ଯାଉଛି ଚତୁର୍ଦ୍ଦଶ...

ଖରସ୍ରୋତାରେ ଡଙ୍ଗା ବୁଡ଼ି, ଅଳ୍ପକେ ବର୍ତ୍ତିଲେ ଛାତ୍ରୀଛାତ୍ର

ସିଂହପୁର,୧୪।୮(ଡି.ଏନ୍‌.ଏ.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଜରୀଗ୍ରାମ ନଦୀ ଅପରପାର୍ଶ୍ୱ ମଧୁବନଠାରେ ଖରସ୍ରୋତାରେ ବୁଧବାର ଡଙ୍ଗା ବୁଡ଼ିଯାଇଥିଲା। ମାତ୍ର ସ୍ଥାନୀୟ ଲୋକଙ୍କ ଉପସ୍ଥିତି ବୁଦ୍ଧି...

ଖଡ଼ିଆଳରେ କଂଗ୍ରେସ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୯ମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଖଡ଼ିଆଳ ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଅଧିରାଜ ପାଣିଗ୍ରାହୀ ଆଗରେ ରହିଛନ୍ତି। ଅଧିରାଜ ୧୮୩୦୭ ଭୋଟ...

Advertisement
Archives

Model This Week