Posted inଜାତୀୟ

ପରିବାରର ବିପତ୍ତି ସମୟରେ ଚୁଲି ଫୁଙ୍କିବା ଦାୟିତ୍ୱ ୩ ବର୍ଷର ଶିଶୁ କନ୍ୟା ଜ୍ୟୋତି ଉପରେ: ସୋସିଆଲ୍‌ ମିଡ଼ିଆରେ ଫଟୋ ଭାଇରାଲ

ରାୟପୁର,୫।୯: ଜଣେ ୩ ବର୍ଷର ଶିଶୁ କନ୍ୟା ବସି ଚୁଲି ଫୁଙ୍କୁଥିବା ଫଟୋ ଏବେ ସୋସିଆଲ୍‌ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଏହା ହେଉଛି ଛତିଶଗଡ଼ ଦନ୍ତଓ୍ବାଡ଼ା ଜିଲା କଟେକଲ୍ୟାଣ ଅଞ୍ଚଳରେ ଥିବା ବେଙ୍ଗଲୁର୍‌ ଗାଁର। ଫଟୋରେ ଶିଶୁ କନ୍ୟା ଜ୍ୟୋତି ଚୁଲି ଫୁଙ୍କୁଥିବା ଦେଖିବାକୁ ମିଳୁଛି। କାଳେ ଚୁଲିର ନିଆଁ ଧାସରେ ମୁଣ୍ଡ କେଶ ଜଳି ଯିବ ସେଥି ପାଇଁ ଜ୍ୟୋତି ମୁଣ୍ଡରେ ଏକ ଲାଲ୍‌ ରଙ୍ଗର କପଡ଼ା ବନ୍ଧା ଯାଇଛି। ଜ୍ୟୋତିଙ୍କ ବୁଢ଼ାବାପା ଜିଲା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପିତା ବୁଢ଼ାବାପାଙ୍କ ଦେଖାରଖା ପାଇଁ ହସ୍ପିଟାଲରେ ରହିଛନ୍ତି। ଏଠାରେ ଥିବା ଗାଡ଼ି ଷ୍ଟାଣ୍ଡ୍‌ରେ ଜ୍ୟୋତିଙ୍କ ପିତା ଭାତ ରାନ୍ଧିବା ଲାଗି ଚୁଲି ଲଗାଇଛନ୍ତି। ଯେପରି ଚୁଲି ନ ଲିଭିବ ସେଥି ପାଇଁ ପିତା ଜ୍ୟୋତିକୁ ଜଗାଇ ହସ୍ପିଟାଲ ଯାଇଛନ୍ତି। ଜ୍ୟୋତି ହାତରେ ଡଙ୍କି ଧରି ଏହାର ଜଗା ରଖା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନ: ୮୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ ବଣ୍ଟାଗଲା ମାତ୍ର ୧ ଲିଟର କ୍ଷୀର

ସୋନଭଦ୍ର,୨୯।୧୧: ଉତ୍ତର ପ୍ରଦେଶ ସୋନଭଦ୍ରର ଏକ ପ୍ରାଇମେରୀ ସ୍କୁଲରେ ମଧ୍ୟାହ୍ନ ଭୋଜନ ସମୟରେ ଏକ ଚକିତ ଘଟଣା ଘଟିଛି। ସ୍କୁଲରେ ୮୧ ଜଣ ଛାତ୍ରୀଛାତ୍ରଙ୍କ ମଧ୍ୟରେ...

କଂଗ୍ରେସ ଅଧ୍ୟକ୍ଷ ସୋମେନ ମିତ୍ରଙ୍କ ପରଲୋକ

କୋଲାକାତା,୩୦।୭: ପଶ୍ଚିମବଙ୍ଗ କଂଗ୍ରେସର ପ୍ରଦେଶ ଅଧ୍ୟକ୍ଷ ସୋମେନ ମିତ୍ରଙ୍କର ବୁଧବାର ବିଳମ୍ବିତ ରାତ୍ରିରେ ପରଲୋକ ହୋଇଛି। ୭୮ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଥିବା ବେଳେ...

ପ୍ରତିରକ୍ଷା ମନ୍ତ୍ରୀଙ୍କୁ ନେଇ ଉଡ଼ାଣ କରିବ ତେଜସ୍‌

ବେଙ୍ଗାଲୁରୁ,୧୭।୯: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ନେଇ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଯୁଦ୍ଧ ବିମାନ ତେଜସ୍‌ ଉଡ଼ାଣ କରିବ। ସେପ୍ଟେମ୍ବର ୧୯ରେ ବେଙ୍ଗାଲୁରୁରେ ଏହା ଅନୁଷ୍ଠିତ...

କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍‌ ପାସ୍‌

ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ...

ସଙ୍କଟରେ ଧର୍ମନିରପେକ୍ଷତା, ନାଗରିକତ୍ୱ

ନୂଆଦିଲ୍ଲୀ,୬ା୨(ପି.ଟି.): ଦେଶରେ ଧର୍ମନିରପେକ୍ଷତା ଓ ନାଗରିକତ୍ୱ ଏବେ ସଙ୍କଟରେ ରହିଛି। କେହି ଧର୍ମନିରପେକ୍ଷତା କଥା କହିଲେ, ତାଙ୍କୁ ଦେଶବିରୋଧୀ ଆଖ୍ୟା ଦିଆଯାଉଛି। କେନ୍ଦ୍ରର ନରେନ୍ଦ୍ର ମୋଦି...

ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା ପାଇଁ ସତର୍କ ରହୁ ପୋଲିସ: ମୋଦି

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସୋମବାର କ୍ୟାବିନେଟ୍‌ ବୈଠକ ଶେଷ ହୋଇଛି। ଏହାପରେ ମୋଦି ସୂଚନା ଦେଇଛନ୍ତି ଯେ, ଜମ୍ମୁ-କଶ୍ମୀରରେ ସମ୍ଭାବ୍ୟ ହିଂସାକାଣ୍ଡର ମୁକାବିଲା...

ଯବାନଙ୍କ ପାଖରେ ୫୧ ଡିଗ୍ରୀ

ଜୟପୁର,୪।୧୧: ଜମ୍ମୁ-କଶ୍ମୀର, ଆସାମ, ପଞ୍ଜାବ ଆଦି ସୀମାରେ ମୁତୟନ ହୋଇଥିବା ଜଣେ ଭାରତୀୟ ଯବାନଙ୍କ ପାଠପଢ଼ିବା ପ୍ରତି ଥିବା ଆଗ୍ରହ ଏବେ ଲୋକଲୋଚନକୁ ଆସିଛି। ରାଜସ୍ଥାନର...

ତାଜମହଲ ବୁଲିଲେ ମଙ୍ଗୋଲିଆ ରାଷ୍ଟ୍ରପତି

ଆଗ୍ରା,୨୧।୯: ମଙ୍ଗୋଲିଆ ରାଷ୍ଟ୍ରପତି ଖଲ୍ଟମାଗିନ ବଟୁଲଗା ୫ ଦିନିଆ ଭାରତ ଗସ୍ତରେ ଆସିଛନ୍ତି। ଶନିବାର ସେ ଓ ତାଙ୍କ ସ୍ତ୍ରୀ ଆଗ୍ରାର ତାଜମହଲ ବୁଲି ଦେଖିଛନ୍ତି।...

Coronavirus Update


Archives

Model This Week

Why Dharitri