ପରିବା ଗୋଦାମ ପୋଡ଼ିଦେଲେ ଦୁର୍ବୃତ୍ତ

ଫୁଲବାଣୀ ଅଫିସ, ୧୫ା୧୧ -ସ୍ଥାନୀୟ ହାଟପଦା ହାଟରେ ଥିବା ଏକ ପରିବା ଗୋଦାମ ଗୃହକୁ କେହି ଦୁର୍ବୃତ୍ତ ନିଆଁ ଲଗାଇ ପୋଡ଼ି ଦେଇଛନ୍ତି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ଛାରଖାର ହୋଇଯାଇଛି। ଏ ନେଇ ଗୋଦାମ କରିଥିବା ବ୍ୟବସାୟୀ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲେ ମଧ୍ୟ କାହାରିକୁ ଗିରଫ କରିବାରେ ସକ୍ଷମ ହୋଇନାହିଁ ା ହାଟର ଏକ ସ୍ଥାନରେ ପରିବା ବଜାର ସଂଘ ସଦସ୍ୟ ଦଶରଥ ସାହାଣୀ ଓ ରାଜେନ୍ଦ୍ର ବେହେରା ଗୋଦାମ କରି ପରିବା ବ୍ୟବସାୟ କରନ୍ତି। ସେଠାରେ ଅନ୍ୟ ବ୍ୟବସାୟୀମାନେ ମଧ୍ୟ ସେମାନଙ୍କ ମାପ ଓଜନ ଯନ୍ତ୍ର ଏବଂ ଅନ୍ୟାନ୍ୟ ସାମଗ୍ରୀ ରଖିଥାନ୍ତି। ଭୋର ପ୍ରାୟ ସାଢ଼େ ୪ଟାରେ ଏହି ଗୋଦାମ ଜଳୁଥିବା କିଛି ବ୍ୟବସାୟୀ ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ ା ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ସେତେବେଳକୁ ସବୁ ପୋଡି ଯାଇଥିଲା ା ପରିବା ସମେତ ମାପ ଓଜନ ଯନ୍ତ୍ର, ଫ୍ୟାନ ଆଦି ପୋଡି ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ଲକ୍ଷାଧିକ ଟଙ୍କା ହେବ ବୋଲି ଆକଳନ କରାଯାଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ଭାଙ୍ଗିଗଲା ବିବାହ ସ୍ବପ୍ନ: ପ୍ରେମିକଙ୍କ ଆଗରେ ଏମିତି କାମ କଲେ ପ୍ରେମିକା

ରାଉରକେଲା,୨୦।୮(ସଙ୍ଗୀତା ଜେନା):ବିବାହ କରିବାକୁ ମନା କରିବାରୁ ଝିରପାଣି ଥାନା ଅନ୍ତର୍ଗତ ଝିରପାଣି ଭଟା ବସ୍ତିରେ ଗତ ୧୪ ତାରିଖ ସକାଳେ ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କ ସମ୍ମୁଖରେ…

କୁଚିଣ୍ଡା-ଭୋଜପୁରରେ ମରଣଯନ୍ତା ସାଜିଛି ହମ୍ପସ: ପ୍ରତିଦିନ ଘଟୁଛି ଦୁର୍ଘଟଣା

ଜମନକିରା,୧୯ା୮(ରବୀନ୍ଦ୍ର ପ୍ରସାଦ ଦାନୀ):ଜାତୀୟ ରାଜପଥ ଉପରେ ହମ୍ପସ ବା ସ୍ପିଡ୍‌ ବ୍ରେକର ନିର୍ମାଣ ଉପରେ ସୁପ୍ରିମକୋର୍ଟ, ବିଭିନ୍ନ ହାଇକୋର୍ଟ ତଥା କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ (ମୋଓରଟିଏଚ)ର…

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri