ପରିବା ଚାଷରେ ମନ ଦେଲେ ଜୁହି

ମୁମ୍ବାଇ: କରୋନା ଭୂତାଣୁ ଭୟରେ ଲୋକେ ବାହାରକୁ ବାହାରୁ ନାହାନ୍ତି। ସାମାଜିକ ଦୂରତ୍ୱ ପାଳନ କରୁଛନ୍ତି। ସେଲିବ୍ରିଟିମାନେ ଏଥିରୁ ବାଦ୍‌ ଯାଇନାହାନ୍ତି। କେହି ରୋଷେଇ କରିବା, ଜିମ୍‌ରେ ସମୟ କଟାଇବା କିମ୍ବା ଅନ୍ୟ କୌଣସି କାମରେ ସମୟ ବିତାଉଥିବା ଜଣାପଡ଼ିଛି। ଲକ୍‌ଡାଉନ୍‌ ଯୋଗୁ ବଲିଉଡ ଅଭିନେତ୍ରୀ ଜୁହି ଚାଓ୍ବଲା ତାଙ୍କ ଫାର୍ମ ହାଉସ୍‌ରେ ସମୟ ଅତିବାହିତ କରୁଛନ୍ତି। ତେବେ ଘରେ ନ ବସି ବଗିଚା କାମରେ ସେ ନିଜକୁ ବ୍ୟସ୍ତ ରଖୁଛନ୍ତି। ସେ ବିଭିନ୍ନ ପ୍ରକାର ପନିପରିବା ଗଛ ଲଗାଉଛନ୍ତି। ଏନେଇ ସେ କିଛି ଫଟୋ ମଧ୍ୟ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଏହି ଫଟୋରେ ସେ ହାତରେ ଏକ ଲୁହାର ଉପକରଣ ଧରି ମାଟି ଖୋଳୁଛନ୍ତି। ଫଟୋଗୁଡ଼ିକୁ ଶେୟାର କରି ସେ ଲେଖିଛନ୍ତି ଯେ, ଲକ୍‌ଡାଉନ୍‌ ବେଳେ ଇଏ ହେଉଛି ମୋର ନୂଆ କାମ। ଧନିଆ, ମେଥି, ଟମାଟୋ ଆଦି ଫସଲ କରିବା ପାଇଁ ପଟାଳି ପ୍ରସ୍ତୁତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସ ରଚିଲା ସୁଶାନ୍ତଙ୍କ ଶେଷ ଅଭିନୀତ ଫିଲ୍ମ ‘ଦିଲ ବେଚାରା’ର ଟ୍ରେଲର

ମୁମ୍ବାଇ: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତ ଆଜି ସମସ୍ତଙ୍କୁ ପର କରି ଅଫେରା ରାଇଜର ପଥିକ ସାଜିଥିବା ବେଳେ ଏବେବି ତାଙ୍କ ପ୍ରତି ଦର୍ଶକଙ୍କର...

ଝାରସୁଗୁଡ଼ାରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୮

ଝାରସୁଗୁଡ଼ା ଅଫିସ,୧୫।୬: ଝାରସୁଗୁଡାରେ ସୋମବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି।...

ଲକ୍‌ଡାଉନ୍‌ରେ ଲେଖକ ହେଲେ ମାରିଜନେ

ନୂଆଦିଲ୍ଲୀ,୧୩।୪ (ପି.ଟି.): କୋଭିଡ୍‌-୧୯ ପାଇଁ ସାରା ଦେଶ ତଥା ବିଶ୍ୱରେ ଲକ୍‌ଡାଉନ ଜାରି ହୋଇଛି। ଏହି ସମୟରେ ଭାରତୀୟ ମହିଳା ହକି ଦଳର କୋଚ ଜୋଏର୍ଡ...

୯ ଦେଶରେ ନାହାନ୍ତି କରୋନା ସଂକ୍ରମିତ

ନୂଆଦିଲ୍ଲୀ,୨ା୪: କରୋନାକୁ ନେଇ ବିଶ୍ୱବାସୀ ଏବେ ଚିନ୍ତାରେ। ୧୯୯ରୁ ଊର୍ଦ୍ଧ୍ୱ ରାଷ୍ଟ୍ର ଏହି କରୋନା କବଳରେ ରୁନ୍ଧି ହୋଇ ଲଢ଼େଇ ଜାରି ରଖିଛନ୍ତି। ତେବେ ୯ଟି...

ଚାଲି ଚାଲି, ସାଇକେଲରେ ଫେରିଲେ ୧୩ ଶ୍ରମିକ

ନୟାଗଡ଼ ଅଫିସ, ୧୩ା୫: ଝାଡ଼ଖଣ୍ଡ ଓ ଆନ୍ଧ୍ରରୁ ଚାଲି ଚାଲି ଓ ସାଇକେଲ ଯୋଗେ ୧୩ଜଣ ପ୍ରବାସୀ ଶ୍ରମିକ ନୟାଗଡ଼ ଫେରିଛନ୍ତି। ଆନ୍ଧ୍ରରୁ ଗୋଡିପଡା ନିକଟ...

ବିଗୁଡୁଛି ଭାରତ-ନେପାଳ ସମ୍ପର୍କ

ନୂଆଦିଲ୍ଲୀ/କାଠମାଣ୍ଡୁ,୨୨ା୫: ନେପାଳ ଏହାର ନୂଆ ମାନଚିତ୍ରରେ ଭାରତର କେତେକ ଅଞ୍ଚଳକୁ ସ୍ଥାନ ଦେଇଥିବାରୁ ଏହାକୁ ନେଇ ଦୁଇ ପଡୋଶୀ ଦେଶର ସମ୍ପର୍କରେ ତିକ୍ତତା ଦେଖାଦେଇ ଥିବାବେଳେ...

ମୃତ୍ୟୁ ସଂଖ୍ୟା-ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ,୪।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣର ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ ଆଗକୁ ଆସୁଥିବା ପାର୍ବଣରେ ଭିଡ଼ ଯୋଗୁ ପୁଣି...

କରୋନା ସନ୍ଦିଗ୍ଧ ପୁଅର ମୃତ୍ୟୁ ଖବର ଶୁଣି ଆଖି ବୁଜିଲେ ମା

ବୋକାରୋ, ୩୦।୭: ଷ୍ଟିଲ୍‌ ସିଟି ଭାବେ ପରିଚିତ ଝାଡ଼ଖଣ୍ଡର ବୋକାରୋ ସହରରେ ଏକ ଦୁଃଖଦ ଘଟଣା ଘଟିଯାଇଛି। କରୋନା ସନ୍ଦିଗ୍ଧ ପୁଅର ମୃତ୍ୟୁ ଖବର ଶୁଣିବା...

Advertisement
Archives

Model This Week