ପରିବା ଚାଷୀଙ୍କ କରୋନା ପାଣ୍ଠିକୁ ସହାୟତା

ନୂଆପଡା ଅଫିସ,୨୦ା୪: କରୋନା ମୁକାବିଲା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଅଣ୍ଟା ଭିଡିଛନ୍ତି। ଏଥିପାଇଁ ବିଭିନ୍ନ ସଂଗଠନ, ବ୍ୟକ୍ତିବିଶେଷ ସହାୟତାର ହାତ ବଢାଉଛନ୍ତି। ଏହିକ୍ରମରେ ନୂଆପଡା ସଦର ବ୍ଲକ ଭେରା ଗଁାର ୨୭ଜଣ ପରିବା ଚାଷୀ ସଂଗ୍ରହ କରିଥିବା ୩୦ହଜାର ଟଙ୍କାକୁ ୧୫ହଜାର ଲେଖାଏ ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ କେୟାର ପାଣ୍ଠିକୁ ପ୍ରଦାନ କରିଛନ୍ତି। ସୋମବାର ଚାଷୀମାନେ ଜିଲାପାଳ ମଧୁସ୍ମିତା ସାହୁଙ୍କୁ ତାଙ୍କ କାର୍ଯ୍ୟାଳୟରେ ଭେଟି ଡା୍ରଫ୍ଟ ଜରିଆରେ ପ୍ରଦାନ କରିଛନ୍ତି। ପ୍ରଦାନ ସମୟରେ ଶୋଭନ ସାହୁ, ଲାଲା ସାହୁ, ଲଲିତ ସାହୁ, ଥାନୁ ଦାସ, ସମୁଦ ଦାସ, ହୋମସିଂ ମାଝୀ ପ୍ରମୁଖ ଚାଷୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ସଫଳ ହେଉଛି ସଟ୍ ଡାଉନ୍‌: କେବଳ ଜରୁରୀକାଳୀନ କର୍ମଚାରୀଙ୍କୁ ପାସ୍‌

କଟକ ଅଫିସ୍‌, ୪ା୪(ବ୍ୟୁରୋ) : ୪୮ ଘଣ୍ଟିଆ ସଟ୍ ଡାଉନ୍ ଘୋଷଣା ପରେ ସହରର ପ୍ରତ୍ୟେକ ଛକ, ଗଳିର ପ୍ରବେଶ ପଥରେ ଜଗି ରହିଛି ପୋଲିସ...

ଜାଲ୍‌ ଦସ୍ତଖତରେ ଆଧାର ପଞ୍ଜୀକରଣ, ସଂଶୋଧନ

ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଓକାକ୍‌ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ୨ ସ୍ବୀକୃତିପ୍ରାପ୍ତ ଆଧାରକେନ୍ଦ୍ର ଖୋଲାଯାଇଥିଲା। ତେବେ କେନ୍ଦ୍ର ପରିଚାଳକ ଆଧାର ପଞ୍ଜୀକରଣ ଓ ତ୍ରୁଟି...

ରାଜଧାନୀରେ ଖସୁଛି କରୋନା ଗ୍ରାଫ୍‌: ଆଜି ୬୮ ଚିହ୍ନଟ, ୧୧୫ ସୁସ୍ଥ

ଭୁବନେଶ୍ୱର, ୫।୧୧(ବ୍ୟୁରୋ): ଏଇ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଏପରିକି ୧୦୦ ତଳେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି।...

ମାଡ଼ ମାରି ଲୁଟି ନେଲେ ୬ ଲକ୍ଷ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସଦର ମହକୁମାରେ ଜଣେ ବ୍ୟବୟାସୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୋମବାର ମଧ୍ୟାହ୍ନ ୨ଟାରେ ମାଲକାନଗିରି ସଦର...

ଦଶାହ କାର୍ଯ୍ୟ ଶେଷ କରି ଫେରୁଥିବା ବେଳେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ମୃତ

କୋଟପାଡ଼, ୩୧।୧: କୋରାପୁଟ ଜିଲା କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡିରେ ରବିବାର ରାତି ପ୍ରାୟ ସାଢେ ୮ଟାରେ ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା...

ଆଜି ଆଉ ୧୧ ଜୀବନ ନେଲା କରୋନା, ୬୩୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା; କଟକରୁ ସର୍ବାଧିକ

ଭୁବନେଶ୍ୱର,୧୪ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୧ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ...

ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ମହିଳା ଗୁରୁତର

ବେଗୁନିଆପଡା,୧୫।୬(ଡି.ଏନ.ଏ.)-କୋଦଳା ଥାନା ଫାସି ଗ୍ରାମରେ ଶନିବାର ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେ ହେଲେ କେଦାର ଦଳେଇଙ୍କ ସ୍ତ୍ରୀ ଦମୟନ୍ତୀ।...

ରାଜ୍ୟପାଳ, ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ଲାଗି ଚଳଚଞ୍ଚଳ ଆନନ୍ଦପୁର

ଆନନ୍ଦପୁର,୨୯।୧(ସ୍ବ.ପ୍ର.): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗସ୍ତ ଲାଗି କେନ୍ଦୁଝର ଜିଲା ଆନନ୍ଦପୁର ସହର ବେଶ ତତ୍ପର ହୋଇଉଠିଛି। ଚଳିତ...

Advertisement
Archives

Model This Week