ପରିବା ଟ୍ରେରୁ ନାଗ ଉଦ୍ଧାର

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ାସ୍ଥିତ ପରିବା ହାଟରୁ ମଙ୍ଗଳବାର ଏକ ନାଗ ସାପ ଉଦ୍ଧାର କରାଯାଇଛି। ଜଣେ ବ୍ୟବସାୟୀ ପରିବା ରଖିବା ପାଇଁ ଟ୍ରେଗୁଡିକୁ ସଜାଡୁ ଥିବା ବେଳେ ସାପକୁ ଦେଖିଥିଲେ। ଏ ନେଇ ସେ ସ୍ନେକ ହେଲ୍ପଲାଇନଙ୍କୁ ଜଣାଇଥିଲେ। ସ୍ନେକ ହେଲ୍ପଲାଇନ ସଦସ୍ୟ ରାଜେଶ ସୂତାର ଘଟଣାସ୍ଥଳରେ ପହଞ୍ଚି ଟ୍ରେରେ ଫସିରହିଥିବା ସାପକୁ ଉଦ୍ଧାର କରିଥିଲେ। ପରେ ତାକୁ ଏକ ନିଛାଟିଆ ସ୍ଥାନରେ ଛାଡି ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କୁ ଟିକା ଏବେ ନୁହେଁ

ଭୁବନେଶ୍ୱର,୩।୭: ରାଜ୍ୟର ଗର୍ଭବତୀ ମହିଳାଙ୍କୁ ବର୍ତ୍ତମାନ କରୋନା ଟିକା ଦିଆଯିବ ନାହିଁ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜିଲାପାଳ, ମ୍ୟୁନିସିପାଲ କମିସନର ଏବଂ ସିଡିଏମ୍‌ଓଙ୍କୁ...

ଅସନ୍ତୋଷ ଜାହିର କଲେ ବିରୋଧୀଦଳ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜଧାନୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଜୋର୍‌ଦାର ପ୍ରକ୍ରିୟା ଜାରି ରହିଥିବାବେଳେ...

ପୁଣି ହେବ କଣ୍ଟେନ୍‌ମେଣ୍ଟ

ଭୁବନେଶ୍ୱର, ୧।୪(ବ୍ୟୁରୋ):କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୁଧବାର ଏପ୍ରିଲ୍‌ ମାସ ପାଇଁ ଗାଇଡଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡଲାଇନ୍‌ ଏପ୍ରିଲ୍‌ ୧ରୁ ୩୦ତାରିଖ...

ଦିନକରେ ଭୁବନେଶ୍ୱରରୁ ୩୦୭ କରୋନା ପଜିଟିଭ

ଭୁବନେଶ୍ବର,୧୪।୪: ରାଜଧାନୀ ଭୁବନେଶ୍ବରରୁ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୩୦୭ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୩୮...

ଓଡ଼ିଶା ଗୃହ ନିର୍ମାଣ ସଂସ୍ଥାର ଅନୁଗୋଳ ପ୍ରକଳ୍ପ କାର୍ଯ୍ୟାଳୟ ଉଦ୍‌ଘାଟିତ

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥା ଦ୍ୱାରା ନିର୍ମାଣ ହେବାକୁ ଥିବା ଅନୁଗୋଳ ଏନ୍‌କ୍ଲେଭ ପ୍ରକଳ୍ପ ପାଇଁ ଓଡିଶା ରାଜ୍ୟ ଗୃହ ନିର୍ମାଣ ସଂସ୍ଥାର ଏକ...

ମଙ୍ଗଳବାରଠାରୁ ଖୋଲିବ ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର, ୯।୧୧(ବ୍ୟୁରୋ)-ଭୁବେନଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ମଙ୍ଗଳବାରଠାରୁ ଦର୍ଶକଙ୍କ ପାଇଁ ଖୋଲିବ। ଏ ନେଇ ସୋମବାର ବିଜ୍ଞାନ କେନ୍ଦ୍ରର ପ୍ରକଳ୍ପ ସଂଯୋଜକ ସୂଚନା ଦେଇଛନ୍ତି। ଭାରତ...

ଅକ୍ଟୋବର ପହିଲାରୁ ଖୋଲିବ ଇକୋ-ଟୁର୍‌ ସେଣ୍ଟର

ଭୁବନେଶ୍ୱର,୧୧। ୯(ବ୍ୟୁରୋ): କରୋନା କଟକଣା ପାଇଁ ୬ମାସ ଧରି ବନ୍ଦ ରହିଥିବା ରାଜ୍ୟର ପରିବେଶ ପର୍ଯ୍ୟଟନସ୍ଥଳୀ ବା ଇକୋ-ଟୁରିଜମ୍‌ ସେଣ୍ଟର ଅକ୍ଟୋବର ୧ରୁ ଖୋଲିବ। ପ୍ରଥମ...

ନୟାପଲ୍ଲୀ ଥାନା ଅଞ୍ଚଳରେ ଯୁବକଙ୍କ ମୃତଦେହ ମିଳିବା ଘଟଣା: ପାହାଳରୁ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୬(ବ୍ୟୁରୋ): ନୟାପଲ୍ଲୀ ଥାନା ରେଣ୍ଟାଲ କଲୋନୀ ନିକଟସ୍ଥ ହର୍ଟିକଲ୍‌ଚର କ୍ୟାମ୍ପସ ଭିତରେ ଜଣେ ଯୁବକଙ୍କ ହତ୍ୟା କରି ଫିଙ୍ଗିଦେବା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ପାହାଳରୁ ରବିବାର...

Advertisement
Archives

Model This Week