ପରିବା ବିକିଲେ ଏନ୍‌ଏସି କର୍ମଚାରୀ

ବୁଗୁଡା,୨୭ା୩(ଡି.ଏନ.ଏ.)-ବୁଗୁଡ଼ା ସହରରେ ଲୋକେ ପରିବା କିଣିବା ବେଳେ ସାମାଜିକ ଦୂରତା ବଜାୟ ରଖୁନାହାନ୍ତି। ତେଣୁ ଶୁକ୍ରବାର ଏନ୍‌ଏସି ପ୍ରଶାସନ ପକ୍ଷରୁ କର୍ମଚାରୀମାନେ ଗାଡିିରେ ପରିବା ନେଇ ବିକ୍ରୟ କରୁଥିବା ଦେଖାଯାଇଥିଲା। ସ୍ଥାନୀୟ ରଘୁନାଥ ସାହିରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଲୋକେ ଠିଆ ହୋଇ ଏନ୍‌ଏସି କର୍ମଚାରୀଙ୍କଠାରୁ ପରିବା କିଣିଥିଲେ। ଉକ୍ତ ସାହିର ମହାବୀର ସ୍ବୟଂ ସହାୟିକା ଗୋଷ୍ଠୀ ସଭ୍ୟାମାନେ ଏଥିତ୍ରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ଫଣ୍ଡକୁ ୪୯ ହଜାର ଦେଲେ ଶେରଗଡ ବିଡିଓ

ଶେରଗଡ,୧ା୪(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ଶେରଗଡ଼ ବିଡିଓ ସୁରଞ୍ଜନ କୁମାର ସାହୁ ୪୯ ହଜାର ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ (କୋଭିଡ୍‌ ଫଣ୍ଡ)କୁ ପ୍ରଦାନ କରିଛନ୍ତି।...

ଭାରତ ମହାସାଗରରୁ ମିଳିଲା ବିରଳ ପ୍ରଜାତିର ମାଛ

ବ୍ରହ୍ମପୁର ଅଫିସ,୧୭ା୧: ଗଞ୍ଜାମ ଜିଲା ଗୋପାଳପୁରରେ ଥିବା ଭାରତୀୟ ପ୍ରାଣୀ ବିଜ୍ଞାନ ସର୍ବେକ୍ଷଣ (ଜେଡ୍‌ଏସ୍‌ଆଇ)କୁ ପୁଣି ଏକ ସଫଳତା ମିଳିଛି। ଜେଡ୍‌ଏସ୍‌ଆଇର ବୈଜ୍ଞାନିକ ଡ. ଅନିଲ...

ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ସପ୍ତମ ଦିବସ:ଷ୍ଟାର ଇଲେଭେନ୍‌-ଇଭିନିଂ କ୍ଲବ ମ୍ୟାଚ୍‌ ଡ୍ର

ଭବାନୀପାଟଣା,୨୨।୯(ଡି.ଏନ.ଏ.) ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମ୍‌ଠାରେ କଳାହାଣ୍ଡି କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ଭବାନୀପାଟଣା ଦ୍ୱିତୀୟ ଟାଉନ ଫୁଟବଲ ଲିଗ୍‌ ଶନିବାର ସପ୍ତମ ମ୍ୟାଚ୍‌ ଷ୍ଟାର ଇଲେଭେନ୍‌...

ରାଜଭବନର ୮ ବରିଷ୍ଠ ଅଧିକାରୀ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସ୍ଥିତି ବିଗିଡ଼ି ଚାଲିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି ଘଡ଼ିସନ୍ଧି...

ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ: ଚାରିମାସ ତଳେ ହୋଇଥିଲା ବିବାହ, ହତ୍ୟା ଅଭିଯୋଗ ଆଣିଲେ ବାପଘର ଲୋକେ

ଭଦ୍ରକ ଅଫିସ,୧୯।୪ – ରବିବାର ଅପରାହ୍ନରେ ଧାମନଗର ଥାନା ଚୂଡ଼ାକୁଟି ନାରାୟଣ ପୁର ଗାଁରେ ଜଣେ ନବବିବାହିତା ମହିଳା ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି।...

ସାନଭାଇ ଟାଙ୍ଗିଆ ଚୋଟରେ ବଡ଼ଭାଇଙ୍କ ଜୀବନଗଲା

କଣିହାଁ,୨୩ା୮(ଡି.ଏନ୍‌.ଏ.): ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ଜୀବନ ଯାଇଛି। ଏମିତି ଏକ ଅଭାବନୀୟ ଘଟଣା ଘଟିଛି ଅନୁଗୋଳ ଜିଲା ସମଲ ଥାନା ଶିପୁର...

ଜଳଖିଆ ଦୋକାନରେ ଚଢ଼ାଉ, ଜରିମାନା ଆଦାୟ

ନିଶ୍ଚିନ୍ତକୋଇଲି,୨୨ା୯(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଫୁଡ୍‌, ଡ୍ରଗ୍ସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଭାବେ ବିଭିନ୍ନ ଜଳଖିଆ,ପାନ ଦୋକାନ ଉପରେ ଚଢ଼ାଉ ସହ ଜରିମାନା...

ମୁଜାଗଡ଼ ରେଞ୍ଜ ହାତୀ କରିଡରରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ

ଭଞ୍ଜନଗର,୨୨।୯(ଡି.ଏନ.ଏ): ଗଞ୍ଜାମ ଜିଲାରେ ଗତ ୧୦ ବର୍ଷ ମଧ୍ୟରେ ବିଭିନ୍ନ କାରଣରୁ ୪୨ଟି ହାତୀଙ୍କ ମୃତ୍ୟୁ ଘଟିଲାଣି। ସେଥିମଧ୍ୟରୁ କେବଳ ବିଦ୍ୟୁତ୍‌ ଆଘାତରେ ୧୪ଟି ହାତୀ...

Advertisement
Archives

Model This Week