ପରିବା ବୋଝେଇ ପିକ୍‌ଅପ୍‌କୁ ପିଟିଲା ଟ୍ରକ: ଦୁଇ ମୃତ, ଜଣେ ଗୁରୁତର

କେନ୍ଦୁଝର,୩୦।୧(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନେକଡାଘର ନିକଟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ପରିବା ବୋଝେଇ ପିକ୍‌ଅପ୍‌ ଗାଡି ଖରାପ ଥିବାରୁ ଛିଡ଼ା ହୋଇ ସଜାଡୁ ଥିବା ସମୟରେ ପଛରୁ ଏକ ଆଇରନ ବୋଝେଇ ଟ୍ରକ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ପିକ୍‌ଅପ୍‌ ଗାଡିର ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଜଣଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଦୁଇଟି ପିକ୍‌ଅପ୍‌ ଗାଡି ଯାଜପୁର କୁଆଖିଆରୁ ପରିବା ନେଇ ରାଞ୍ଚି ଯାଉଥିବାବେଳେ ଏଭଳି ଦୁର୍ଘଟଣା ଘଟିଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରିନାହିଁ। ଘଟଣାସ୍ଥଳରେ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ହୁତୁହତୁ ହୋଇ ଜଳିଗଲା ବାଇକ୍‌

ଠାକୁରମୁଣ୍ଡା,୫।୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା-ଆନନ୍ଦପୁର ରାସ୍ତାର ସାତକୋଶିଆଠାରେ ରାସ୍ତାରେ ଯାଉଥିବା ଏକ ବାଇକ ଉପରେ ବିଦ୍ୟୁତ ତାର ଛିଣ୍ଡି ପଡିଛି। ହେଲେ ବାଇକ୍‌ ଚାଳକ ଅଳ୍ପକେ...

ବର୍ଷା: ଦୁଇଦିନରେ କଟକ ଅବସ୍ଥା ସଙ୍ଗିନ

କଟକ ଅଫିସ,୩।୧୦:  ଗତ ଦୁଇଦିନ ଧରି ଲଘୁଚାପ ବର୍ଷାରେ କଟକ ସହରର ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଡ୍ରେନଗୁଡିକ ଜାମ୍‌ ହୋଇପଡିଥିବାରୁ ବର୍ଷାଜଳ ଠିକ ଭାବେ ନିଷ୍କାସନ...

ଶ୍ରୀକ୍ଷେତ୍ରରେ ନାଗା ଉପାସନା ଅନନ୍ୟ

ପୁରୀ ଅଫିସ,୩୦ା୯: ଶାରଦୀୟ ଦୁର୍ଗା ପୂଜା ଅବସରରେ ଶ୍ରୀକ୍ଷେତ୍ରରେ ଗୋଷାଣୀ ପୂଜାର ଏକ ନିଆରା ପରମ୍ପରା ଦେଖିବାକୁ ମିଳିଥାଏ। ଏହି ଗୋଷାଣୀ ପୂଜନ ମଧ୍ୟରେ ନାଗା...

ଟେନିସ ଟୁର୍ନାମେଣ୍ଟ: ଗଞ୍ଜାମ ତହସିଲଦାରଙ୍କ ସଫଳତା

ଗଞ୍ଜାମ,୨୪।୯(ବିଦ୍ୟାଧର ସାହୁ): ଗଞ୍ଜାମ ତହସିଲଦାର ଅରୁଣ କୁମାର ନାୟକ ସର୍ବଭାରତ ସ୍ତରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଟେନିସ ଟୁର୍ନାମେଣ୍ଟରେ ଭାଗନେଇ ଜିଲା ଓ ରାଜ୍ୟ ପାଇଁ ଗୌରବ...

ପରଲୋକରେ ବିଶିଷ୍ଟ କଳାକାର

ଖଇରା, ୧୫ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ବ୍ଲକ ଅଧୀନ ନନ୍ଦୁର ଗ୍ରାମର ଭଗବାନ ନାୟକ(୮୭)ଙ୍କର ଶନିବାର ରାତିରେ ପରଲୋକ ହୋଇଯାଇଛି। ଗାଁରେ ବିଭିନ୍ନ ଯୁବକ ସଂଘ ତରଫରୁ...

କୋଳ ପାଉଛନ୍ତି କୋମଳମତି

ଢେଙ୍କାନାଳ ଅଫିସ, ୧୬।୧୨ – ଶୈଶବରେ ଯନ୍ତ୍ରଣା। କିଏ ହରାଇଛି ମା’ବାପାଙ୍କୁ ତ ପିତୃତ୍ୱ ପରିଚୟ ଭୟରେ ଆଉ କାହାକୁ ନାହି ନାଡ଼ କଟା ହେବା...

ଡାକ୍ତରଖାନା ପରିସରରେ ମୃତ ଶିଶୁ

ଅନୁଗୋଳ ଅଫିସ, ୧୯ା୧୦ ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ଶୁକ୍ରବାର ଭୋର ସମୟରେ ଜଣେ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର କରାଯାଇଛି। ଶିଶୁର ଦେହରେ...

୨ ଲିଜ୍‌ଧାରୀଙ୍କୁ ୩୬ କୋଟିରୁ ଊର୍ଦ୍ଧ୍ୱ କ୍ଷତିଭରଣା ନିର୍ଦ୍ଦେଶ

ବାରିପଦା ଅଫିସ,୨ା୯:ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀର ଆରପଟା, ଡିଙ୍ଗିରା ଓ ମହୁପୁରା ସଇରାତରୁ ବେଆଇନ ବାଲି ଉତ୍ତୋଳନ ଏବଂ ପରିବହନକୁ ନେଇ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)...

Advertisement
Archives

Model This Week