ପରିବା ବ୍ୟବସାୟୀଙ୍କୁ ମାକ୍ସ ବଣ୍ଟନ

ଲଙ୍ଗଳେଶ୍ୱର, ୫।୫(ଡି.ଏନ.ଏ.)-ବାଲିଆପାଳ ବ୍ଲକ ଅନ୍ତର୍ଗତ କୁଣ୍ଡୁଳି ହାଟରେ ମହିଳାମାନଙ୍କ ପକ୍ଷରୁ କରୋନା ସଚେତନତା ଏବଂ ମାକ୍ସ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଠାକୁ ବ୍ୟବସାୟ କରିବା ପାଇଁ ବିଭିନ୍ନ ଅଞ୍ଚଳରୁ ପରିବା ବେପାରୀମାନେ ଆସିଥାନ୍ତି। ହାଟରେ ଗହଳି ହେବା ସହିତ ବ୍ୟବସାୟୀ ଏବଂ ଲୋକମାନେ ମୁହଁରେ ମାକ୍ସ ବ୍ୟବହାର କରୁ ନ ଥିବା ବେଳେ ନିୟମ ମଧ୍ୟ ପାଳନ କରୁ ନ ଥିଲେ। ଏହାକୁ ଦେଖି କୁଣ୍ଡୁଳି ଗ୍ରାମର ଯମୁନାମଣି ମଲ୍ଲିକ ଏବଂ ଲିଲିରାଣୀ ମଲ୍ଲିକ ନିଜସ୍ବ ଉଦ୍ୟମରେ ମାକ୍ସ ତିଆରି କରି ପରିବା ହାଟକୁ ଆସୁଥିବା ବ୍ୟବସାୟୀ ଏବଂ ସାଧାରଣ ଲୋକଙ୍କ ମାକ୍ସ ବଣ୍ଟନ କରିଛନ୍ତି। ଏହାସହ ହାଟରେ ସାମାଜିକ ଦୂରତା ରକ୍ଷା କରିବା ପାଇଁ ସଚେତନ କରାଇଥିଲେ। ଏହି କାର୍ଯ୍ୟରେ ସେମାନଙ୍କୁ ଭୀଷ୍ମଚରଣ ମଲ୍ଲିକ, ଅଶୋକ କୁମାର ପୱଧ୍ୟାୟ, ଭୋଳାନାଥ ସାସମଲ, ଭଗୀରଥ ମଣ୍ଡଳ ଓ ଗୌରାଙ୍ଗ ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri