ପରିବା ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୫ ଦୋକାନ, ନଗଦ ଏକ ଲକ୍ଷ ଟଙ୍କା

ପୋଲସରା, ୪।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଏନ୍‌ଏସିଠାରେ ଥିବା ପରିବା ମାର୍କେଟରେ ବୁଧବାର ଭୋରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସୁଶାନ୍ତ କୁମାର ସାହୁ, ସୁଦର୍ଶନ ପ୍ରଧାନ, ଶ୍ରୀମତୀ କୁମାରୀ ସାହୁ, ନାରାୟଣ ପ୍ରଧାନ ଓ ପ୍ରମୋଦ ପ୍ରଧାନଙ୍କ ୫ଟି ଦୋକାନ ଘର ଜଳିଯାଇଥିବା ବେଳେ ନଗଦ ଏକ ଲକ୍ଷ ଟଙ୍କା ପୋଡ଼ି ନଷ୍ଟ ହୋଇଥିବା ଜଣାପଡ଼ିଛି। ଏହା ସହ ଫଳ, ବିଭିନ୍ନ ପନିପରିବା ଏବଂ ଓଜନ କଣ୍ଟା ପୋଡ଼ିଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଭୋରୁ ଗୋଟିଏ ଦୋକାନରୁ ନିଆଁ ଅନ୍ୟତ୍ର ବ୍ୟାପୁଥିବା ଦେଖି ସ୍ଥାନୀୟ ଲୋକେ ପୋଲସରା ଅଗ୍ନିଶମ ବିଭାଗକୁ ଜଣାଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏ ନେଇ ସମସ୍ତ ଦୋକାନୀ ଏନ୍‌ଏସି କର୍ତ୍ତୃପକ୍ଷଙ୍କୁ ଭେଟି ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

ପ୍ରେମିକାଙ୍କୁ ଭେଟିବା ପାଇଁ କରିଥିଲେ ସୀମା ପାର୍, ଯୁବକଙ୍କୁ LOCରେ….

ଶ୍ରୀନଗର,୩୧ା୫: ଜମ୍ମୁ କଶ୍ମୀରର ବାରାମୁଲ୍ଲା ଜିଲ୍ଲାର ଉରି ସେକ୍ଟରରେ ନିୟନ୍ତ୍ରଣ ରେଖା ପାର କରି ଭାରତରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri