ପରିବା ମାର୍କେଟ୍‌କୁ ତିନିପଟରୁ ସିଲ୍‌ କଲା ପ୍ରଶାସନ

ଗୁଡଭେଲା,୨୪ା୪(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ତୁଷୁରା ସହରରେ ପ୍ରତ୍ୟେକ ଦିନ ସକାଳ ୬ଟାରୁ ୧୧ଟା ପର୍ଯ୍ୟନ୍ତ ହାଟ ବସୁଥିବା ବେଳେ ଲୋକେ ଦୁଇ ଚକିଆରେ ପନିପରିବା କିଣିବା ପାଇଁ ଆସୁଥିଲେ। ଫଳରେ ଲୋକଙ୍କୁ ଅଟକାଇବା ପାଇଁ ପୋଲିସ ନାକେଦମ ହୋଇପଡୁଥିଲା। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ତୁଷୁରା ତହସିଲଦାର ଚନ୍ଦ୍ରମଣୀ ନାଗଙ୍କ ଉପସ୍ଥିତିରେ ସ୍ଥାନୀୟ ଏନ୍‌ଏସି କର୍ମଚାରୀମାନେ ପନିପରିବା ମାର୍କେଟର ତିନି ପାଶ୍ୱର୍କୁ ବାଉଁଶ ବାଡ଼ ଦେଇ ସିଲ୍‌ କରିଦେଇଛନ୍ତି। ଏବେ ବଜାର ଭିତରକୁ ଦୁଇ ଚକିଆ ପଶିବା ସମ୍ଭବ ହେବ ନାହିଁ। ଯଦି କେହି ଦୁଇ ଚକିଆ ଯାନରେ ଆସେ ତେବେ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ଏହି କଂଗ୍ରେସ ବିଧାୟକଙ୍କ ପରଲୋକ

ବେଙ୍ଗାଲୁରୁ, ୨୪।୯: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା କର୍ନାଟକର କଂଗ୍ରେସ ବିଧାୟକ ବି. ନାରାୟଣ ରାଓଙ୍କର ଗୁରୁବାର ଅପରାହ୍ନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ...

ଆରମ୍ଭ ହେଲା ଧରପଗଡ଼: ରାୟଗଡ଼ାରେ କାଠ ବୋଝେଇ ଟ୍ରକ୍‌କୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା

ରାୟଗଡ଼ା ଅଫିସ,୩।୧: ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ। ଏ ନେଇ ଗାଡ଼ିର ଆବଶ୍ୟକ...

ମହୋତ୍ସବ ଦ୍ୱିତୀୟ ଦିବସ ଚିଲିକାରେ ଭାସିଲା ସାଧବ ପୁଅଙ୍କ ବୋଇତ

ବାଲୁଗାଁ,୧୩ା୧୧(ଡି.ଏନ.ଏ.): ଚିଲିକାର ଐତିହ୍ୟ ଓ ନୌବାଣିଜ୍ୟ ପରମ୍ପରା ଉଜ୍ଜୀବିତ ଉଦ୍ଦେଶ୍ୟରେ ମଙ୍ଗଳବାର ବାଲୁଗାଁ ଚିଲିକା ତଟଦେଶରେ ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ା...

ପାଇଖାନା ଟାଙ୍କିରୁ ମିଳିଲା କାଗଜ ଟୁକୁଡ଼ା: ହ୍ୟାଣ୍ଡରାଇଟିଂ ଏକ୍ସପର୍ଟର ସାହାଯ୍ୟ ନେବ କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା ଅଫିସ,୨।୨: ମନ୍ତ୍ରୀ ନବ କିଶୋର ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ତଦନ୍ତ ପ୍ରକ୍ରିୟାକୁ ଜୋର୍‌ଦାର କରିଛି। କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ୪ ଦିନିଆ...

ଜିଲାପାଳଙ୍କ ଅଫିସ ସମ୍ମୁଖରେ ବିକ୍ଷୋଭ

ପୁରୀ ଅଫିସ,୧୨ା୬: ଫାଇଲିନ୍‌କୁ ୮ବର୍ଷ ଓ ଫନୀ ବାତ୍ୟାକୁ ବର୍ଷେ ବିତିଯାଇଛି। ହେଲେ ଅନେକ କ୍ଷତିଗ୍ରସ୍ତଙ୍କୁ ଏ ପର୍ଯ୍ୟନ୍ତ ସରକାରୀ ସହାୟତା ମିଳିନାହିଁ। ଫନୀରେ ଘର...

ନିଜଆଡୁ ବଜାର ବନ୍ଦ କଲା ବ୍ୟବସାୟୀ ସଂଘ

ଟିଟିଲାଗଡ଼,୨୩।୪: ବଲାଙ୍ଗୀର ଜିଲା ଟିଟିଲାଗଡ଼ ପୌରାଞ୍ଚଳରେ କରୋନାର ଦ୍ୱିତୀୟ ଲହର ଭୟ ସୃଷ୍ଟି କରିଛି। କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ବ୍ୟବସାୟୀ ସଂଘର ଆହ୍ବାନ...

ନିଖୋଜ ସମିତିସଭ୍ୟ ପ୍ରାର୍ଥୀ ଉଦ୍ଧାର

ଢେଙ୍କାନାଳ ଅଫିସ, ୪।୨-ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ନୂଆଗଁା ପଞ୍ଚାୟତର ବିଜେଡି ସମର୍ଥତ୍ତ ସମିତି ସଭ୍ୟ ପ୍ରାର୍ଥୀ ସୁବ୍ରତ ବେହେରା (୨୩)ଙ୍କ ସନ୍ଧାନ ମିଳିଛି। ନିଖୋଜର...

୨୬ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ ଅଫିସ, ୧୫ା୧୧: ପୁରୀ ସହରରେ ନିଶା କାରବାର ବୃଦ୍ଧି ପାଇବାରେ ଲାଗିଥିବାବେଳେ ଏବେ ଏଥିରେ ମହିଳା ମାନଙ୍କୁ ବ୍ୟବହାର କରାଯାଉଛି। ଫଳରେ କଲେଜ ବିଦ୍ୟାର୍ଥୀ,...

Advertisement
Archives

Model This Week