Posted inଜାତୀୟ

ପରିବେଶ ସୁରକ୍ଷା ପାଇଁ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୩।୭: ପରିବେଶ ସୁରକ୍ଷା ପାଇଁ ସୁପ୍ରିମ୍‌କୋର୍ଟ ମଣିପୁର ସରକାରଙ୍କୁ ଶହେ କୋଟି ଜମା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ସଂରକ୍ଷଣ ଏବଂ ପୁନର୍ସ୍ଥାପନା କୋଷରେ ଏହା ଜମା କରିବାକୁ ରାଜ୍ୟ ସରକାରଙ୍କୁ ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅର୍ଥଙ୍କୁ ରାଜ୍ୟର ପରିବେଶ ସୁରକ୍ଷା କ୍ଷେତ୍ରରେ ବିନିଯୋଗ କରାଯିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ଚାଳକରୁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ସହଜ ନ ଥିଲା ଯାତ୍ରା

ମୁମ୍ବାଇ,୩୦।୬: ମହାରାଷ୍ଟ୍ର ରାଜନୈତିକ ସଙ୍କଟର ଅନ୍ତ ଘଟିଛି। ଭାଜପା ସମର୍ଥନରେ ଶିବସେନାର ବିଦ୍ରୋହୀ ନେତା ଏକନାଥ ସିନ୍ଧେ ଗୁରୁବାର ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ସନ୍ଧ୍ୟା ସାଢ଼େ...

ସଫେଇ ଦେଲେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ

ଲକ୍ଷ୍ନୌ,୪।୧୦ : ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରି ଜିଲାରେ ରବିବାର ସ୍ବରାଷ୍ଟ୍ର ରାଜ୍ୟମନ୍ତ୍ରୀ ଅଜୟ କୁମାର ମିଶ୍ରାଙ୍କ ସହ ଆସିଥିବା କାର୍‌ ଆନ୍ଦୋଳନରତ କୃଷକଙ୍କ ଉପରେ ମାଡ଼ି...

୧୦ ପ୍ରତିଶତରୁ ଅଧିକ ପ୍ରଜିଟିଭ୍‌ ଥିବା ଜିଲାରେ ଲାଗୁ ହେବ କଡ଼ା କଡ଼କଣା, ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୧।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସାର୍ବଜନୀକ ଟିକାକରଣ ଜାରି ରହିବା ସହିତ ସଂକ୍ରମଣ ନେଇ କେନ୍ଦ୍ର ସରକାର ସତର୍କ...

ବିକ୍ରମ ଲ୍ୟାଣ୍ଡିଂ ସାଇଟ୍‌ର ଫଟୋ ପଠାଇବ ନାସା

ନୂଆଦିଲ୍ଲୀ/ନ୍ୟୁୟର୍କ,୧୩-୯ :ଚନ୍ଦ୍ରୟାନ-୨କୁ ନେଇ ଇସ୍ରୋ ପକ୍ଷରୁ ଅହରହ ପ୍ରୟାସ ଜାରି ରହିଥିବାବେଳେ ଯୋଗଯୋଗ ଲାଗି ପ୍ରସ୍ତୁତି ଚାଲିଛି। ସମୟ ସରିଆସୁଥିବାବେଳେ ନାସା ଏଥିଲାଗି ସହଯୋଗର ହାତ...

ଛାତ୍ରଙ୍କ ଧମକ: ହାଇଦ୍ରାବାଦ୍‌ ଗଣବଳାତ୍କାର ମାମଲାରେ ଦୋଷୀଙ୍କୁ ଫାଶୀ ଦିଆ ନ ହେଲେ ଆତ୍ମହତ୍ୟା କରିବି

ହାଇଦ୍ରାବାଦ,୧।୧୨: ତେଲେଙ୍ଗାନାର ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶକୁ ଦୋହଲାଇ ଦେଇଛି। ଏହି ଘଟଣାରେ ଦୋଷୀଙ୍କୁ ଫାଶୀ ଦେବା ପାଇଁ ସାରା...

ବଢୁଛି ମୋଦି ମାସ୍କର ଚାହିଦା

ଭୋପାଳ,୧୬।୬: କରୋନା ମହାମାରୀକୁ ରୋକିବାକୁ ମାସ୍କ ପିନ୍ଧିବା ଜରୁରୀ ବୋଲି ବିଶେଷଜ୍ଞମାନେ କହୁଛନ୍ତି। ପୂର୍ବରୁ ମେଡିସିନ ଷ୍ଟୋରରେ ଏହି ମାସ୍କ ଉପଲବ୍ଧ ହେଉଥିବା ବେଳେ ଏବେ...

୧୪ ବର୍ଷ ପରେ ବାବୁଲାଲଙ୍କ ଘର ବାହୁଡ଼ା: ଭାଜପାରେ ଜେଭିଏମ୍‌ର ବିଲୟ

ରାଞ୍ଚି,୧୭।୨: ଝାଡ଼ଖଣ୍ଡର ପ୍ରଥମ ମୁଖ୍ୟମନ୍ତ୍ରୀ ବାବୁଲାଲ ମାରାଣ୍ଡି ଦୀର୍ଘ ୧୪ ବର୍ଷ ପରେ ପୁଣି ଘର ବାହୁଡ଼ିଛନ୍ତି। ୨୦୦୬ରେ ସେ ଭାଜପାଠାରୁ ଅଲଗା ହୋଇ ନୂଆ...

ଜନ୍ମଦିନରେ ଭାଜପାକୁ ଟାର୍ଗେଟ୍‌ କଲେ ମାୟାବତୀ: ମୋଦିଙ୍କ ଶାସନରେ ଅର୍ଥ ବ୍ୟବସ୍ଥା ଶଯ୍ୟାଶାୟୀ, ଗରିବ କିଂକର୍ତ୍ତବ୍ୟମୂଢ଼

ଲକ୍ଷ୍ନୌ, ୧୫।୧: ବିଏସ୍‌ପି ମୁଖ୍ୟ ମାୟାବତୀ ବୁଧବାର ନିଜର ୬୪ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିବସକୁ ଜନସାଧାରଣଙ୍କ କଲ୍ୟାଣ ଦିବସ ଭାବେ ପାଳନ କରାଯାଉଛି।...

Advertisement
Archives

Model This Week