ପରିସ୍ରା ଯିବା ବାହାନା ଦେଖାଇ କଏଦୀ ଫେରାର

ନବରଙ୍ଗପୁର/ପାପଡାହାଣ୍ଡି, ୧୨।୧୧(ବି.ପ୍ର/ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ହାଜତରୁ ଜଣେ ବିଚାରଧୀନ କଏଦୀ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ତାଙ୍କ ନାମ ଅରୁଣ ହରିଜନ। ତାଙ୍କ ଘର ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ପଠାନଗୁଡା ବୋଲି ଜଣାପଡିଛି। ତାଙ୍କ ନାଁ ୩ଟି ମାମଲା ରହିଛି। ରବିବାର ନବରଙ୍ଗପୁର ପୋଲିସ ତାଙ୍କୁ ଗିରଫ କରି ପାପଡାହାଣ୍ଡି ପୋଲିସକୁ ହସ୍ତାନ୍ତର କରିଥିଲା। ମଙ୍ଗଳବାର ରାତିରେ ପରିସ୍ରା ଯିବା କହି ଅରୁଣ ଫେରାର ହୋଇଯାଇଥିଲେ ଥାନା ଆଇଆଇସି ଲିମରାଜ ପ୍ରଧାନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କିଷାନ ହିତାଧିକାରୀଙ୍କୁ ୨୩ ସୁଦ୍ଧା କ୍ରେଡିଟ୍‌ କାର୍ଡ

ଜଗତ୍‌ସିଂହପୁର ଅଫିସ,୧୦ା୨: ଜଗତ୍‌ସିଂହପୁର ଜିଲାରେ ପାଖାପାଖି ୧,୧୦,୦୦୦ ଲୋକଙ୍କୁ ପ୍ରଧାନମନ୍ତ୍ରୀ (ପିଏମ୍‌) କିଷାନ ଯୋଜନାରେ ସହାୟତା ରାଶି ପ୍ରଦାନ କରାଯାଇଛି। ଏଥିମଧ୍ୟରେ ହିତାଧିକାରୀଙ୍କୁ ୨,୦୦୦ ଟଙ୍କା...

ପୋଲିସ ହାତରୁ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣା: ଦୁଇ ପୋଲିସ କର୍ମଚାରୀ ନିଲମ୍ବିତ

ବାଲେଶର ଅଫିସ,୧୮।୧୨: ଜଳେଶ୍ବର କମର୍ଦା ଥାନା ଅଞ୍ଚଳରେ ନାବାଳିକା ଅପହରଣ ଘଟଣାରେ ଗିରଫ ଅଭିଯୁକ୍ତ ପୋଲିସ ହାତରୁ ଚମ୍ପଟ ମାରିଛନ୍ତି। ଏହି ଘଟଣାରେ ବାଲେଶ୍ବର ଏସପି...

ବକେୟା ଦରମା ପ୍ରଦାନ ଦାବିରେ ଓଏଭି କର୍ମଚାରୀଙ୍କ ଧାରଣା

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ୯ଟି ବ୍ଲକରେ ଥିବା ୯ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀମାନେ ଦୀର୍ଘ ୭ ମାସରୁ ଊର୍ଦ୍ଧ୍ୱ...

ଶ୍ରୀମନ୍ଦିର ଫଟୋ ଭାଇରାଲ ନେଇ ଥାନାରେ ଏତଲା

ପୁରୀ ଅଫିସ, ୨୧ା୧୧: ସୋସିଆଲ ମିଡିଆରେ ଶ୍ରୀମନ୍ଦିର ଗର୍ଭଗୃହ ଫଟୋ ଭାଇରାଲ ଘଟଣାକୁ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତପତ୍ରତା ପ୍ରକାଶ ପାଇଛି। ଏହି ଘଟଣାରେ...

ରେଲଓ୍ବେକୁ ଜାଗା ଦେଇ ହଇରାଣ ହେଉଛନ୍ତି ଲୋକେ

ସୁନାବେଡା, ୪ା୪ (ସ୍ବ.ପ୍ର.): କୋରାପୁଟ ଜିଲା ଦାମନଯୋଡିସ୍ଥିତ ନାଲ୍‌କୋ ଭିଆଇପି ଅତିଥି ଭବନରେ ଅବିଭକ୍ତ କୋରାପୁଟ ଜିଲାର ରେଲୱେ ଜମିହରା ସଂଘ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ଜୋର ଧରିଲା ବିବାଦ: ଚଳଚ୍ଚିତ୍ର ପ୍ରଯୋଜକ, ନିର୍ଦ୍ଦେଶକଙ୍କ ନାଁରେ ଥାନାରେ ଏତଲା

ଛତ୍ରପୁର,୬ା୭(ସନ୍ତୋଷ ପାଢ଼ୀ ): ଓଡ଼ିଆ ଚଳଚ୍ଚିତ୍ର ‘ପ୍ରିୟେ ତୁ ମୋ ସିଏ’ରେ ହରିଜନ ଶବ୍ଦ ପ୍ରୟୋଗ କରି ଜାତିଆଣ ଆକ୍ଷେପକୁ ଭାରତ ମୁକ୍ତି ମୋର୍ଚ୍ଚା ବିରୋଧ...

ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକଲା ବିଜେଡି

ଦେବଗଡ଼/ଭୁବନେଶ୍ୱର (ବ୍ୟୁରୋ), ୧୧ା୧(ଡି.ଏନ.ଏ.): ମୁକ୍ତା ଯୋଜନାରେ ଏସ୍‌ଏଚ୍‌ଜି ମହିଳା ମାନେ ନିର୍ମାଣ କରିଥିବା ଟାଉନ ହଲ୍‌ ପାଚେରି ଭଙ୍ଗାରୁଜା ଘଟଣାକୁ ନେଇ ଦେବଗଡ଼ ବିଧାୟକ ସୁବାଷ...

୧୩ରେ କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର, ୧୧। ୨(ସ୍ବ.ପ୍ର.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୧୩ ତାରିଖରେ କେନ୍ଦୁଝର ଜିଲା ଗ୍ରସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ...

Advertisement
Archives

Model This Week