Posted inଫୁରସତ

ପରୀକ୍ଷାଗାରରେ ତିଆରି ହେବ ସାପ ବିଷ

ଭବିଷ୍ୟତରେ ସାପ ବିଷରୁ ତିଆରି ହେବାକୁ ଥିବା ଆଣ୍ଟି ଭେନମର ପ୍ରସ୍ତୁତିରେ ବଡ ସଫଳତା ମିଳିପାରେ ବୋଲି ଆଶା କରାଯାଉଛି। ବୈଜ୍ଞାନିକମାନେ ପରୀକ୍ଷାଗାରରେ ପ୍ରକୃତ ସାପର ବିଷ ଗ୍ରନ୍ଥି ବିକଶିତ କରିଛନ୍ତି ବୋଲି ଜଣାପଡିଛି। ଏହା ମାଧ୍ୟମରେ ବହୁ ପରିମାଣରେ ଅସଲ ସାପର ବିଷ ପ୍ରସ୍ତୁତ କରାଯାଇ ପାରିବ। ‘ସେଲ’ ଜର୍ଣ୍ଣାଲରେ ପ୍ରକାଶିତ ଏକ ଅଧ୍ୟୟନରେ ବୈଜ୍ଞାନିକମାନେ ଏହା ପ୍ରକାଶ କରିଛନ୍ତି। ଏମାନେ କେପ କୋରଲ ସାପର ବିଷ ଗନ୍ଥି ପ୍ରସ୍ତୁତ କରିଥିବା କହିଛନ୍ତି। ଏହି ସାପ ଦକ୍ଷିଣ ଆଫ୍ରିକାର କିଛି ସ୍ଥାନରେ ଦେଖାଯାଇଥାଏ। ଏହି ପ୍ରଣାଳୀରେ ବିଷ ଉତ୍ପାଦନରେ ସଫଳତା ମିଳିପାରିବ। ଯାହା କମ୍‌ ଖର୍ଚ୍ଚରେ ମଧ୍ୟ କରାଯାଇ ପାରିବ। ହେଲେ ପ୍ରକୃତ ସାପଙ୍କଠାରୁ ବିଷ ବାହାର କରିବାରେ ଅଧିକ ଖର୍ଚ୍ଚ ହେଉଥିଲା। ପ୍ରଥମଥର ପାଇଁ ବୈଜ୍ଞାନିକମାନେ ଏଭଳି ବିଷ ଗ୍ରନ୍ଥି ପ୍ରସ୍ତୁତ କରିଥିବା କୁହାଯାଉଛି। ବିଶେଷଜ୍ଞଙ୍କ କହିବା କଥା ହେଲା ପ୍ରତିବର୍ଷ ସାପ କାମୁଡାରେ ପ୍ରାୟ ୧ଲକ୍ଷ ଲୋକଙ୍କ ମୃତ୍ୟୁ ହେଉଛି। ବିକଶିତ ଦେଶରେ ଏହା ଅଧିକ ବୋଲି କୁହାଯାଉଛି। ଏବେ ଯଦି ପରୀକ୍ଷାଗାରରେ କରାଯାଇଥିବା ଗବେଷଣା ଫଳପ୍ରଦ ହେଲା ତେବେ ଏହି ମୃତ୍ୟୁ ସଂଖ୍ୟାକୁ କମ୍‌ କରାଯାଇପାରିବ ବୋଲି ବୈଜ୍ଞାନିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମସିରେ ବିଦ୍ରୋହ ଭିତରେ ମମତାଙ୍କ ବଡ଼ ଚାଲ! ଭାଙ୍ଗିଦେଲେ ଦଳର…

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ତୃଣମୂଳ କଂଗ୍ରେସ (TMC) ଭିତରେ ସୃଷ୍ଟି ହୋଇଥିବା ତୀବ୍ର ବିଦ୍ରୋହକୁ ଦବାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…

କ୍ୟାବିନେଟ ବୈଠକ ପରେ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ୧୦ହଜାର କୋଟି….

ନୂଆଦିଲ୍ଲୀ, ୩।୬: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦ ମଧ୍ୟରେ, କେନ୍ଦ୍ର ସରକାର ବିମାନ ଚଳାଚଳ କ୍ଷେତ୍ରକୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ସରକାର ୧୦,୦୦୦ କୋଟିର…

ପୋଖରୀରେ ଭାସୁଥିଲା ମହିଳାଙ୍କ ମୃତଦେହ, ଲୋକେ ଗାଧୋଇବାକୁ ଯିବାବେଳେ…

ବୈଶିଙ୍ଗା,୩ା୬(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ନିକଟସ୍ଥ ନୂଆସାହି ଗ୍ରାମ ପୋଖରୀରୁ ବୁଧବାର ଜଣେ ଅଜଣା ମହିଳାଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ପେଟ୍ରୋଲ ପମ୍ପରେ କେତେ ଭିଡ଼ ଅଛି ଘରେ ବସି ଜାଣନ୍ତୁ, ମୋବାଇଲରେ ସର୍ଚ୍ଚ କରନ୍ତୁ ଏମିତି…

ନୂଆଦିଲ୍‌ଲୀ,୩।୬: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନରେ ସମୟ ବଞ୍ଚାଇବା ସମସ୍ତଙ୍କ ପାଇଁ ସବୁଠାରୁ ବଡ଼ ଚ୍ୟାଲେଞ୍ଜ। ଅନେକ ସମୟରେ ଗାଡ଼ିରେ ତେଲ ପକାଇବା ପାଇଁ ପେଟ୍ରୋଲ ପମ୍ପକୁ ଗଲା…

ବଡ଼ଭାଇଙ୍କ ଶେଷକୃତ୍ୟ ପାଇଁ ନିଜ ଗାଁରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ, ଅଶ୍ରୁଳ ଆଖିରେ ଭାଇଙ୍କୁ ବିଦାୟ ଦେଇ…

କେନ୍ଦୁଝର,୩ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ବାପାଙ୍କ ପୁଅ ଭାଇ ଦୀନବନ୍ଧୁ ମାଝୀଙ୍କ ଆକସ୍ମିକ ମୃତ୍ୟୁ ଘଟିବା ପରେ ତାଙ୍କ ନିଜ ଗାଁ କେନ୍ଦୁଝର ଜିଲାର ରାଇକଳାକୁ…

ମଞ୍ଚ ଉପରେ ଖାଲି ପାଦ…ହାତରେ ସମ୍ବିଧାନର କପି, ଏପରି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର

ବେଙ୍ଗାଲୁରୁ,୩ା୬: କର୍ନାଟକର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡି.କେ. ଶିବକୁମାର ଏବେ ରାଜ୍ୟର ମୁଖ୍ୟମନ୍ତ୍ରୀ ପଦ ଗ୍ରହଣ କରିଛନ୍ତି । ବୁଧବାର ଦିନ ସେ କର୍ଣ୍ଣାଟକର ୨୫ତମ ମୁଖ୍ୟମନ୍ତ୍ରୀ ଭାବରେ…

ଅଢ଼େଇ ମାସ ପୂର୍ବରୁ ହୋଇଥିଲା ୧୨ ବର୍ଷ ପୁଅର ମୃତ୍ୟୁ; ମାଟିତଳୁ ଶବ ବାହାରକଲା ପୋଲିସ, କାରଣ ଜାଣିଲେ..

ମୁମ୍ବାଇ,୩ା୬: ମହାରାଷ୍ଟ୍ରର ଜଳଗାଁର ଧାରାଙ୍ଗାଓଁ ତହସିଲ ଅନ୍ତର୍ଗତ ରେଲ୍ ଗ୍ରାମରେ କ୍ରିକେଟ୍ ଖେଳୁଥିବା ସମୟରେ ୧୨ ବର୍ଷୀୟ ଗଣେଶ ନାଭାଲ୍ ପାଟିଲଙ୍କ ମୃତ୍ୟୁ ହୋଇଥିଲା । ଏହି…

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri