ପରୀକ୍ଷା ଖାତା ମୂଲ୍ୟାୟନକାରୀଙ୍କ ପାଉଣା ବଢ଼ିବ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଏଣିକି ପରୀକ୍ଷା ଖାତା ମୂଲ୍ୟାୟନ କେନ୍ଦ୍ର ଓ ପ୍ରଶ୍ନପତ୍ର ସେଟ୍‌ ବଢ଼ିବ। ସେହିଭଳି ମୂଲ୍ୟାୟନକାରୀଙ୍କ ପାଉଣା ମଧ୍ୟ ବଢ଼ାଯିବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି। ବୁଧବାର ପରୀକ୍ଷା ସଂସ୍କାର ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ବୈଠକ ପରେ ମନ୍ତ୍ରୀ ସାହୁ ଏହି ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ପୂର୍ବରୁ ଖାତା ଦେଖା ପାଇଁ ୧୫ରୁ ୨୦ଟଙ୍କା ମିଳୁଥିବା ବେଳେ ଏବେ ଖାତା ଦେଖା ପାଇଁ ୩୦ଟଙ୍କା ମିଳିବ। ଏଥିସହ ପ୍ରଶ୍ନ ପ୍ରସ୍ତୁତକାରୀଙ୍କ ପାଉଣା ମଧ୍ୟ ବୃଦ୍ଧି କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ପ୍ରଶ୍ନ ପ୍ରସ୍ତୁତକାରୀଙ୍କୁ ପୂର୍ବରୁ ୫ଶହ ଟଙ୍କା ମିଳୁଥିଲା। ବର୍ତ୍ତମାନ ସେମାନଙ୍କୁ ୧ହଜାର ଟଙ୍କା ମିଳିବ। ସେହିଭଳି ୧୫ଟି କଲେଜକୁ ନେଇ ଗୋଟିଏ ମୂଲ୍ୟାୟନ କେନ୍ଦ୍ର ହେବ ବୋଲି ସେ କହିଛନ୍ତି।

ଏହି ବୈଠକରେ ସମସ୍ତ ବିଦ୍ୟାଳୟ କୂଳପତି ଓ ପରୀକ୍ଷା ନିୟନ୍ତ୍ରକଙ୍କ ସହ ମନ୍ତ୍ରି ଆଲୋଚନା କରିଥିଲେ। ଠିକ୍‌ ସମୟରେ ପରୀକ୍ଷା ଯେପରି ଶେଷ ହେବ ସେ ନେଇ ଆଲୋଚନା କରାଯାଇଥିଲା। ଏଥିସହ ଠିକ୍‌ ସମୟରେ ପରୀକ୍ଷା ଓ ଫଳ ପ୍ରକାଶ ପାଇଁ ଆଗୁଆ ପାଠ୍ୟକ୍ରମ ସାରିବା ପାଇଁ ଗୁରୁତ୍ୱାରୋପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ସବୁ ଖୋଲା ରହିବ ଲକ୍‌ଡାଉନରେ

ଭୁବନେଶ୍ବର,୨।୫: ରାଜ୍ୟରେ ବଢୁଥିବା କରୋନା ସଂକ୍ରମଣକୁ ଦେଖି ରାଜ୍ୟ ସରକାର ମେ’୫ରୁ ୧୯ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକଡାଉନ ଅବଧି ମଧ୍ୟରେ ଏହି...

ମହାମାରୀ ପରିଚାଳନା ସମ୍ବନ୍ଧିତ ଦସ୍ତାବିଜ ପ୍ରସ୍ତୁତ କରିବେ ସରକାର

ଭୁବନେଶ୍ୱର,୧୦।୬(ବ୍ୟୁରୋ): କରୋନା ପରିଚାଳନା ସମ୍ବନ୍ଧିତ ଦସ୍ତାବିଜ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଅସୀତ କୁମାର ତ୍ରିପାଠୀ ସମ୍ପୃକ୍ତ ବିଭାଗଗୁଡିକୁ ନିର୍ଦ୍ଦେଶ ଦେଇଛନ୍ତି। ମଙ୍ଗଳବାର...

୪୦ ଦିନ ପରେ ମା’ ଓ ଝିଅ ଉଦ୍ଧାର:  ସେବା ବାହାନାରେ ବନ୍ଧକ ରଖିଥିଲେ ଅଭିଯୁକ୍ତ

ରାଉରକେଲା ଅଫିସ, ୨୦।୧୧ ଉଦିତ ନଗର ଥାନା ଅର୍ନ୍ତଗତ ବାସନ୍ତୀ କଲୋନୀରେ ଜନୈକ ବ୍ୟକ୍ତି ସେବା କରିବାର ବାହାନା ଦେଖାଇ ୨ଜଣ ମହିଳାଙ୍କୁ ଦୀର୍ଘ ୪୦ଦିନ...

ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ଆକ୍ରାନ୍ତ

  ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ବୁଧବାର ୨୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮...

ଜିରୋ ନାଇଟରେ ହୋଟେଲରେ ଅଶ୍ଳୀଳ ନୃତ୍ୟ: ବିରୋଧ କରିବେ କଳିଙ୍ଗସେନା, ବଜରଙ୍ଗ ଦଳ

ଭୁବନେଶ୍ୱର, ୨୮ା୧୨(ବ୍ୟୁରୋ): ନୂଆବର୍ଷକୁ ଆଇ ଅଳ୍ପ ଦିନ ବାକି ଥିବାବେଳେ ସେଲିବ୍ରେଶନ ପାଇଁ ରାଜଧାନୀବାସୀ ଏବେଠୁ ପ୍ରସ୍ତୁତ ହେଲେଣି। ୨୦୧୯କୁ ବିଦାୟ ଦେଇ ଜିରୋ ନାଇଟ୍‌ରେ...

ବଢୁଛି ବଜ୍ରପାତ ବିପତ୍ତ

ଢେଙ୍କାନାଳ ଅଫିସ, ୧୨।୬ ଶିଳ୍ପସମୃଦ୍ଧ ଢେଙ୍କାନାଳ ଜିଲାରେ ବଜ୍ରପାତ ବିପତ୍ତି ବଢ଼ିବାରେ ଲାଗିଛି। ଜିଲାରେ ଗତ ୩ ବର୍ଷ ମଧ୍ୟରେ ଚଡ଼କ ୪୮ ଜଣଙ୍କ ଜୀବନ...

ଚିପଟ ଅସ୍ତିଆବାସୀ ଅବହେଳାର ଶିକାର, ସମସ୍ୟାର ସମାଧାନ ନ ହେଲେ ଆନ୍ଦୋଳନ

ବାରିପଦା ଅଫିସ,୨୭ା୮- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସୀମାଠାରୁ ୫୦୦ ମିଟର ଦୂରରେ ଅବସ୍ଥିତ ଶାମାଖୁଣ୍ଟା ବ୍ଲକର ଚିପଟ ଅସ୍ତିଆ ଗ୍ରାମ ଜନସାଧାରଣ ଦୀର୍ଘ...

ରାଜ୍ୟରେ ଆଜି ୭,୭୨୯ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୭,୭୨୯କରୋନା ଆକ୍ରାନ୍ତ ଚିହ୍ନଟ...

Advertisement
Archives

Model This Week