ପରୀକ୍ଷା ଘୁଞ୍ଚାଇବା ଦାବିରେ ବିକ୍ଷୋଭ

ସୋର, ୧୯ା୧(ଡି.ଏନ୍‌.ଏ.)-ସୋର ଉପେନ୍ଦ୍ରନାଥ ମହାବିଦ୍ୟାଳୟର ଯୁକ୍ତ ଦୁଇ ୧ମ ବର୍ଷ ପରୀକ୍ଷା ତାରିଖ ଘୁଞ୍ଚାଇବା ସହ ପାସ୍‌ ଫେଲ୍‌ ନିୟମ ବାତିଲ କରିବା ଦାବିରେ ଶନିବାର ବିରୋଧ ପ୍ରଦର୍ଶନ କରାଯାଇଥିଲା। ଛାତ୍ରୀଛାତ୍ରମାନେ କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଟାୟାର ଜାଳି ଧାରଣାରେ ବସିଥିଲେ। ଏନେଇ ଏକ ଦାବିପତ୍ର ଉଚ୍ଚ ମାଧ୍ୟମିକ କର୍ତ୍ତୃପକ୍ଷଙ୍କୁ କଲେଜ ଅଧ୍ୟକ୍ଷଙ୍କ ଜରିଆରେ ଦିଆଯାଇଥିଲା। ସେ ଏହି ଦାବିପତ୍ର ଗ୍ରହଣ କରି ପରିଷଦକୁ ପଠାଇବାକୁ ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରାତ୍ୟାହୃତ ହୋଇଥିଲା। ସୋର ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୧୯ରେ ମୟୂରଭଞ୍ଜର ୫ ବୁଥ୍‌ରେ ହେବ ସାନି ମତଦାନ

ବାରିପଦା ଅଫିସ,୧୫।୫: ମୟୂରଭଞ୍ଜ ଜିଲାରେ ଆସନ୍ତା ୧୯ ତାରିଖରେ ହେବ ସାନି ମତଦାନ। ବାରିପଦା ବିଧାନସଭା ନିର୍ବାଚନମଣ୍ଡଳୀର ୪ ବୁଥ ଓ ବଙ୍ଗରିପୋଷି ବିଧାନସଭା ନିର୍ବାଚନମଣ୍ଡଳୀର...

ସ୍ନେହ ଡୋରିରେ ବନ୍ଧା ବାଦୁଡ଼ି

ଖଇରା, ୧୪।୧୦(ଡି.ଏନ.ଏ.)-ଦିନେ ନୁହେଁ, ମାସେ ନୁହେଁ କି ବର୍ଷେ ନୁହେଁ, ଦୀର୍ଘ ୧୦ ବର୍ଷ ଧରି ଏକ ବାଦୁଡି ସ୍ନେହ ଡୋରିରେ ବାନ୍ଧି ହୋଇରହିଛି। ବାଲେଶ୍ୱର...

ପୋଲିସ ଗାଡ଼ି ବସ୍‌ ମୁହାଁମୁହିଁ ଧକ୍କା: ୪ ଗୁରୁତର

ସିମୁଳିଆ,୨।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସିମୁଳିଆ ଥାନା ଠାରୁ ୫କି.ମି. ଦୂର ୧୬ନଂ ଜାତୀୟ ରାଜପଥର ଜାମୁଝାଡି ନିକଟରେ ରବିବାର ଦୁର୍ଘଟଣା ଘଟିଛି। ପୋଲିସ ଗାଡି ଓ...

ସଡ଼କ ଦୁର୍ଘଟଣାରେ ଛାତ୍ର ମୃତ୍ୟୁକୁ ନେଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଜଳେଶ୍ୱର, ୨୨।୧(ଡି.ଏନ.ଏ./ସ୍ବ.ପ୍ର.): ଜଳେଶ୍ୱର ନୋଡ଼ାଲ ଟାଉନ ହାଇସ୍କୁଲର ବାର୍ଷିକ ଉତ୍ସବ ପାଇଁ ନିମନ୍ତ୍ରଣପତ୍ର ବାଣ୍ଟିବାକୁ ଯାଇଥିବା ଜଣେ ଛାତ୍ରଙ୍କ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି...

‘ନେତାଜୀଙ୍କ ଭଳି ସ୍ବାଭିମାନୀ ହୁଅ’

ଖଇରା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରୁଗାଁ ପଞ୍ଚାୟତ ଅଧୀନ ତିଳଦା ଗ୍ରାମର ନେତାଜୀ ଯୁବକ ସଂଘ ଆନୁକୂଲ୍ୟରେ ରୌପ୍ୟ ଜୟନ୍ତୀ ଉତ୍ସବ ଗୁରୁବାର ପାଳିତ...

ମାଟ୍ରିକ୍‌ ନୋଡାଲ ସେଣ୍ଟରରେ ଅଗ୍ନିକାଣ୍ଡ: ପ୍ରଶ୍ନପତ୍ର ଥିବା ଷ୍ଟ୍ରଙ୍ଗ୍‌ରୁମ ପାର୍ଶ୍ୱ କିରାଣି କକ୍ଷରେ ଲାଗିଲା ନିଆଁ

ସଜନାଗଡ଼,୨୮।୨(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବଜାରସ୍ଥିତ କୈଳାସ ଚନ୍ଦ୍ର ଉଚ୍ଚ ବିଦ୍ୟାଳୟରେ ଗୁରୁବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମାଟ୍ରିକ ପରୀକ୍ଷା ଲାଗି ଉକ୍ତ ବିଦ୍ୟାଳୟକୁ...

ବିସ୍ଥାପିତଙ୍କ ପାଇଁ ନିର୍ମିତ ବାସଗୃହର ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ହାଟଡିହୀ,୧୫ା୫(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ହଦଗଡ଼ ବନାଞ୍ଚଳଟି ହସ୍ତୀ ଅଭୟାରଣ୍ୟ ଘୋଷିତ ହେବା ପରେ ୧୯୬୦ ମସିହାରେ ହଦଗଡ଼ ଡ୍ୟାମ ନିିର୍ମାଣ ପାଇଁ...

ମହାପ୍ରଭୁଙ୍କୁ ଅବମାନନା: ପିକ୍‌ଅପ୍‌ରେ ବାନ୍ଧିନେଲେ ଜଗନ୍ନାଥଙ୍କୁ

ରୂପସା,୯।୯(ଡି.ଏନ୍‌.ଏ.): କୋଟିକୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା, ଜଗତରନାଥ ଶ୍ରୀ ଜଗନ୍ନାଥଙ୍କ ପ୍ରତି ଅସମ୍ମାନ। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ...

Advertisement
Archives

Model This Week