ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସମସ୍ତେ ବାହାର ରାଜ୍ୟର ବୋଲି ସୂଚନା ମିଳିଛି।ବୁଧବାର ସେମାନଙ୍କ ମଧ୍ୟରୁ ଜ୍ୱରରେ ପୀଡ଼ିତ ଥିବା ୯ ଜଣଙ୍କ ମଧ୍ୟରୁ ଗୁରୁବାର ୨ଜଣଙ୍କ ସ୍ବାବ ବ୍ରହ୍ମପୁର ଠାରେ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ଭୁବନେଶ୍ୱର ପଠାଯାଇଛି। ସେହିପରି ଅନ୍ୟ ୨ ଜଣଙ୍କ ସ୍ବାବ ସଂଗ୍ରହ କରାଯିବ ବୋଲି ଜଣାପଡ଼ିଛି। ଜନସ୍ବାସ୍ଥ୍ୟ ସଂପ୍ରସାରଣ ଅଧିକାରୀ ବରୁଣ ପାଣିଗ୍ରାହୀ ଓ ତାଙ୍କ ଟିମ୍‌ ସ୍ବାସ୍ଥ୍ୟ ସମ୍ପର୍କୀୟ ବିଷୟ ମନିଟରିଂ କରୁଛନ୍ତି। ବାହାରେ ମଧ୍ୟ ପୋଲିସ ଜଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ତରପ୍ରଦେଶ ଫେରନ୍ତା ଦୁଇ ଯୁବକଙ୍କୁ କ୍ୱାରାଣ୍ଟାଇନ୍‌ରେ ରଖିଲା ପ୍ରଶାସନ

ବିଜେପୁର,୨୬ା୪(ଡି.ଏନ୍‌.ଏ.) : କରୋନା ମହାମାରୀରୁ ରକ୍ଷା ପାଇବା ପାଇଁ ସାରା ଦେଶରେ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଅବ୍ୟାହତ ରହିଛି। ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି।...

ବ୍ୟବସାୟୀଙ୍କଠାରୁ ରୁପା ଅଳଙ୍କାର ଲୁଟ୍‌

ଗୋପାଳପୁର,୩ା୧୦-ଗୋପାଳପୁର ଥାନା କଦରପୁଲି ଗ୍ରାମରେ ମଙ୍ଗଳବାର ଜଣେ ରୂପା ବ୍ୟବସାୟୀଙ୍କଠାରୁ ୫ କେଜିରୁ ଊର୍ଦ୍ଧ୍ୱ ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଏ ନେଇ...

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ: ଫଶିଲେ ୪୦ ତୀର୍ଥଯାତ୍ରୀ

ବାଲିଗୁଡ଼ା,୧୫।୩:(ଡି.ଏନ.ଏ): ସାରା ରାଜ୍ୟରେ ଡ୍ରାଇଭର ସଂଘ ପକ୍ଷରୁ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡାକରା ଦେଇଛନ୍ତି। ଏହାର ପ୍ରଭାବ କନ୍ଧମାଳ ଜିଲାରେ ମଧ୍ୟ ଦେଖିବାକୁ ମିଳିଛି। ବାଲିଗୁଡ଼ାଠାରେ...

ହାତୀ ପାଇଁ ହାତ ଟେକିଦେଲେ

ଢେଙ୍କାନାଳ ଜିଲାରେ ହାତୀ-ମଣିଷ ସଂଘର୍ଷ ଚରମ ସୀମାରେ ପହଞ୍ଚତ୍ଛି। ସଂରକ୍ଷିତ ଜଙ୍ଗଲରେ ଖାଦ୍ୟାଭାବ, ଶିକାରୀ ଭୟ ଏବେ ହାତୀ ଭଳି ବିଶାଳକାୟ ଜନ୍ତୁକୁ ଜନବସତିମୁହଁା କରାଉଛି।...

ପିଲା ଆସିଲେନି, ବସି ବସି ଫେରିଲେ ଶିକ୍ଷୟିତ୍ରୀ

ପବିତ୍ରନଗର,୨୨ା୧(ଡି.ଏନ.ଏ.) – ଅନୁଗୋଳ ଜିଲା କଣିହାଁ ବ୍ଲକ ପରାବିଲ ଗ୍ରାମର ନିମ୍ନ ପ୍ରାଥମିକ ବିଦ୍ୟାଳୟକୁ ପବିତ୍ରନଗର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମିଶ୍ରଣକୁ ନେଇ ବିବାଦ ଲାଗିରହିଛି।...

ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବେଶ ଦର୍ଶନ କଲେ ଲକ୍ଷାଧିକ ଭକ୍ତ

ପୁରୀ ଅଫିସ,୯।୩: ଶ୍ରୀମନ୍ଦିରରେ ପବିତ୍ର ଦୋଳପୂର୍ଣ୍ଣମା ନୀତି ପାଳିତ ହୋଇଛି। ଦୋଳପୂର୍ଣ୍ଣିମା ଅବସରରେ ମହାପ୍ରଭୁଙ୍କ ରାଜ ରାଜେଶ୍ୱର ବା ସୁନାବେଶ ଅନୁଷ୍ଠିତ ହୋଇଛି। ଫାଲଗୁନ ଶୁକ୍ଳ...

ବଡ଼ଦିନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଦାରିଙ୍ଗବାଡ଼ି,୨୪ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ବଡ଼ଦିନ ପାଳନ ପାଇଁ ସମସ୍ତ ପ୍ରାର୍ଥନା ଗୃହ ସମେତ ଚର୍ଚ୍ଚରେ ସାଜସଜ୍ଜା କରାଯାଇଛି।  ରାତିରେ ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ସ୍ବାଗତ କରାଯିବା...

ସୁସ୍ଥ ରଖିଛି ଶୂନଗାଡ଼ି

ଭୁବନ, ୩।୬ ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସି ଅଧୀନ ୧୫ନଂ. ଓ୍ବାର୍ଡରେ ରୁହନ୍ତି ରଥ ସେଠୀ। ଜଣେ ନିଷ୍ଠାପର ସ୍ବାସ୍ଥ୍ୟକର୍ମୀ ଭାବେ ସେ ଯେତିକି ପରିଚିତ,...

Advertisement
Archives

Model This Week