Posted inଜାତୀୟ

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’: ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କ ମତାମତ ଲୋଡ଼ିଲେ ସରକାର

ନୂଆଦିଲ୍ଲୀ,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମ ଜାନୁୟାରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି। ଏହି କାର୍ଯ୍ୟକ୍ରମରେ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ମନୋବଳ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ ଆବଶ୍ୟକ ପରାମର୍ଶ ଦେବେ ବୋଲି କୁହାଯାଉଛି। ଏହି କାର୍ଯ୍ୟକ୍ରମ ତାଲକୋଟରା ଷ୍ଟାଡ଼ିୟମ୍‌ରେ ଅନୁଷ୍ଠିତ ହେବ। ପୂର୍ବରୁ ଏହା ଜାନୁୟାରୀ ୧୬ରେ ଅନୁଷ୍ଠିତ ହେଉଥିଲା। ତେବେ ଚଳିତ ବର୍ଷ ଏହାକୁ ଜାନୁୟାରୀ ୨୦କୁ ପରିବର୍ତ୍ତନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେଓଘର ବିମାବନ୍ଦରର ଉଦଘାଟନ କରିବେ ମୋଦି

ନୂଆଦିଲ୍ଲୀ,୧୨ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଝାଡଖଣ୍ଡର ଦେଓଘରକୁ ହଜାର କୋଟି ବିକାଶ ପରିଯୋଜନାର ଉପହାର ଦେବାକୁ ଯାଉଛନ୍ତି । ପ୍ରଧାନମନ୍ତ୍ରୀ ଦେଓଘରରେ ୧୬,୮୦୦...

ମୁମ୍ବାଇ ଯାଇପାରେ କେନ୍ଦ୍ରୀୟ ବାହିନୀ

ମୁମ୍ବାଇ,୯ା୫(ପି.ଟି.): ମୁମ୍ବାଇରେ କରୋନା ସଂକ୍ରମଣ ସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଯାଇଥିବାବେଳେ ସୈନ୍ୟବାହିନୀକୁ ଡକାଯାଇଥିବା ନେଇ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା। ତେବେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ଏହାକୁ...

ପାଇଲଟଙ୍କୁ ଓହ୍ଲାଇଦେଲା କଂଗ୍ରେସ

ଜୟପୁର/ନୂଆଦିଲ୍ଲୀ,୧୫ା୭: ଯାହା ଆଶଙ୍କା କରାଯାଉଥିଲା ଶେଷରେ ତାହା ହିଁ ହେଲା। ରାଜସ୍ଥାନରେ ଗେହଲଟ ସରକାର ରୂପକ ବିମାନରୁ ସହଚାଳକ (କୋପାଇଲଟ) ସଚିନ ପାଇଲଟଙ୍କୁ ଓହ୍ଲାଇଦେଇଛି କଂଗ୍ରେସ।...

୭୦ ନବ ନିର୍ବାଚିତ ବିଧାୟକଙ୍କ ମଧ୍ୟରୁ ୫୨ କୋଟିପତି: ୪୩ଙ୍କ ବିରୋଧରେ ଆପରାଧୀକ ମାମଲା

ନୂଆଦିଲ୍ଲୀ,୧୨।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ସଂଖ୍ୟା ଗରିଷ୍ଠତା ହାସଲ କରିଛି। ୭୦ ବିଧାନସଭା ଆସନ ମଧ୍ୟରୁ ଏଏପି ଖାତାକୁ ୬୨ ଯାଇଥିବାବେଳେ...

ମୋଦି ସରକାରଙ୍କ ଦ୍ୱିତୀୟ ପାଳି: ୫୦ ଦିନର ରିପୋର୍ଟ କାର୍ଡ

ନୂଆଦିଲ୍ଲୀ,୨୩ା୭(ପି.ଟି.): କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାରର ଦ୍ୱିତୀୟ ପାଳିରେ ୫୦ ଦିନ ପୂରଣ ହୋଇଛି। ଏହି ସମୟ ମଧ୍ୟରେ ବିକାଶ ଧାରାକୁ ଆଗେଇ ନେବା ଲାଗି...

ପୋଲିସ ବାବୁ କରୋନା ଆକ୍ରାନ୍ତଙ୍କୁ ଗୋଇଠା ମାରି ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ପିଟିଲେ…

ଖଣ୍ଡଓ୍ବା,୧୨।୪: ଦେଶରେ କରୋନା ସଂକ୍ରମଣ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏହାର ଭିଡ଼ିଓ...

ମୋଦି ପୁଣିଥରେ ହୁଅନ୍ତୁ ପ୍ରଧାନମନ୍ତ୍ରୀ: ୬୬ ପ୍ରତିଶତ ଲୋକଙ୍କ ମତ

ନୂଆଦିଲ୍ଲୀ, ୮।୮: କରୋନା ସଙ୍କଟରେ ବି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ଲୋକପ୍ରିୟତା ବଢ଼ିଚାଲିଛି। ସମ୍ପ୍ରତି ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି ଯେ, ମୋଦି ପୁଣିଥରେ ଦେଶର...

ଭାକ୍ସିନ ନ ଆସୁଣୁ ଭିଡ଼

ନୂଆଦିଲ୍ଲୀ,୧୬ା୧୧: ମହାମାରୀ କରୋନାରୁ ମୁକ୍ତି ପାଇଁ ଟିକାକୁ ସାରା ବିଶ୍ୱ ଅପେକ୍ଷା କରିଥିବାବେଳେ ଏହା ଉପରେ ଏବେଠାରୁ ଅଧିକାର ଜମାଇ ବସିଲେଣି ଧନୀ ରାଷ୍ଟ୍ର। ଫଳରେ...

Advertisement
Archives

Model This Week