Posted inଜାତୀୟ

ପରୀକ୍ଷା ମୂଳକ ଉଡ଼ାଣ ବେଳେ ଡିଆର୍‌ଡିଓର ରୁସ୍ତମ୍‌-୨ୟୁଏବି ଦୁର୍ଘଟଣାଗ୍ରସ୍ତ

ବେଙ୍ଗାଲୁରୁ,୧୭।୯: କର୍ନାଟକରେ ମଙ୍ଗଳବାର ସକାଳ ୬ଟା ସମୟରେ ଡିଆର୍‌ଡିଓର ରୁସ୍ତମ୍‌-୨ ୟୁଏବି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ମାନବ ବିହୀନ ବିମାନର ପରୀକ୍ଷାମୂଳକ ଉଡ଼ାଣ କରାଯାଉଥିବା ବେଳେ ଏଭଳି ହୋଇଥିବା କୁହାଯାଉଛି। ଏହା ଚୈଲକେର ଏରୋନୋଟିକାଲ ଟେଷ୍ଟ ରେଞ୍ଜ୍‌ରୁ ଉଡ଼ାଣ ଆରମ୍ଭ କରିଥିଲା। ଖବର ପାଇ ଡିଆର୍‌ଡିଓ ଉଚ୍ଚ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ୍‌ ଆରମ୍ଭ କରିଛନ୍ତି। ସ୍ଥାନୀୟ ଅଞ୍ଚଳରେ ଚିତ୍ରଦୁର୍ଗ ଥାନା ପୋଲିସ କର୍ମଚାରୀଙ୍କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଲେଜ ପରିସରରେ ଛାତ୍ରୀଙ୍କୁ ଛୁରିଭୁସି ହତ୍ୟା

ବେଙ୍ଗାଲୁରୁ, ୪।୧: ବେଙ୍ଗାଲୁରୁ ପ୍ରେସିଡେନ୍ସି କଲେଜ ପରିସରରେ ଜଣେ ଛାତ୍ରୀଙ୍କୁ ଅନ୍ୟ କଲେଜର ଛାତ୍ର ଛୁରିଭୁସି ହତ୍ୟା କରିଛନ୍ତି । ଲାୟାସ୍ମତାଙ୍କୁ ତାଙ୍କ ଦୂର ସମ୍ପର୍କୀୟ...

ଆଇଆରସିଟିସି ଦୁର୍ନୀତି, ୧୮ ଅକ୍ଟୋବରରେ ହାଜର ହେବାକୁ ତେଜସ୍ବୀଙ୍କୁ ନୋଟିସ…

ପାଟନା, ୨୮।୯ : ଆଇଆରସିଟିସି ଦୁର୍ନୀତିରେ ବିହାର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତେଜସ୍ବୀଙ୍କୁ ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ଅକ୍ଟୋବର ୧୮...

ଆତଙ୍କବାଦ ସବୁଠୁ ବଡ଼ ସମସ୍ୟା

ନୂଆଦିଲ୍ଲୀ, ୧୮ା୧୧: ଆତଙ୍କବାଦ ବିଶ୍ୱ ଲାଗି ଏବେ ବଡ଼ ବିପଦ ପାଲଟିଛି। ଆତଙ୍କବାଦୀଙ୍କୁ ସମର୍ଥନ ଓ ସହାୟତା ଦେଉଥିବା ଦେଶକୁ ଦୋଷ ଦେବା ସହ ଏହା...

ଜି ୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ ମୋଦି

ନୂଆଦିଲ୍ଲୀ,୨୧।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନର ଓସାକାରେ ଅନୁଷ୍ଠିତ ହେବାକୁ ଥିବା ଜି ୨୦ ଶିଖର ସମ୍ମିଳନୀରେ ଯୋଗ ଦେବେ। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ...

ପିକ୍‌ନିକ୍‌ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ଚାଲିଗଲା ଗୋଟିଏ ପରିବାରର ୪ ଜୀବନ

ରାୟପୁର,୨ା୧: ଛତିଶଗଡ଼ର ଯଶପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ଶିଶୁ ରହିଥିବା ବେଳେ...

କଶ୍ମୀରୀ ପଣ୍ଡିତଙ୍କୁ ଲଶ୍କରର ହତ୍ୟା ଧମକ

ଶ୍ରୀନଗର,୧୬।୫: ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ଇସ୍‌ଲାମ୍‌ ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମା ଜିଲାରେ ରହୁଥିବା କଶ୍ମୀରୀ ପଣ୍ଡିତଙ୍କୁ ହତ୍ୟା ଧମକ ଦେଇଛି। ଏନେଇ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ଇସ୍‌ଲାମ ପକ୍ଷରୁ ଏକ...

କରୋନା ଲଢେଇରେ ଜିତିଲେ ୮ ଦିନର ଶିଶୁ

ଗାଜିଆବାଦ,୨୯।୪:କଥାରେ ଅଛି ଯିଏ ଜିତେ, ସେ ସିକନ୍ଦର। ଏହି ଉକ୍ତିର ପ୍ରମାଣ କରି ଦେଖାଇଛନ୍ତି ଜଣେ ଆଠ ଦିନର ନିରୀହ ଶିଶୁ। କରୋନା ମହାମାରୀ ସହ...

ମାଡ଼ି ଆସୁଛି ବାୟୁ : ଲୋକେ ଆତଙ୍କିତ; ଗୁଜରାଟରେ ହାଇ ଆଲର୍ଟ

ଅହମ୍ମଦାବାଦ୍‌ ୧୨।୬: ଆରବ ସାଗରରେ ଲଘୁଚାପ ଯୋଗୁ ସୃଷ୍ଟି ହୋଇଥିବା ବାତ୍ୟା ବାୟୁ ଗୁଜରାଟ ମୁହାଁ ହୋଇଛି। ଗୁରୁବାର ସକାଳେ ଏହା ଗୁଜରାଟ ଉପକୂଳ ଅଞ୍ଚଳରେ...

Advertisement
Archives

Model This Week