Posted inଖେଳ

ପର୍ତ୍ତୁଗାଲ ନେଶନ୍ସ ଲିଗ୍‌ ଚାମ୍ପିୟନ

ପୋର୍ଟୋ,୧୦।୬- କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ପର୍ତ୍ତୁଗାଲ ଦଳ ନେଶନ୍ସ ଲିଗ୍‌ ଉଦ୍‌ଘାଟନୀ ସଂସ୍କରଣରେ ଚାମ୍ପିୟନ ହୋଇଛି। ଫାଇନାଲରେ ପର୍ତ୍ତୁଗାଲ ୧-୦ ଗୋଲରେ ନେଦରଲାଣ୍ଡକୁ ହରାଇ ଦେଇଛି। ମ୍ୟାଚ୍‌ରେ ବିଜୟୀ ଦଳ ପକ୍ଷରୁ ଗୋଙ୍କାଲୋ ଗେଦେସ (୬୦ତମ ମିନିଟ୍‌) ଗୋଲ ଦେଇଥିଲେ। ମ୍ୟାଚ୍‌ ପରେ ରୋନାଲ୍ଡୋ କହିଛନ୍ତି, ଭଗବାନଙ୍କ ଦୟାରୁ ପର୍ତ୍ତୁଗାଲ ପାଇଁ ସବୁକିଛି ଠିକ୍‌ ହୋଇଛି। ୨୦୧୬ ୟୁରୋକପ୍‌ ପରେ ଆମ ଜାତୀୟ ଦଳ ନେଶନ୍ସ ଲିଗ୍‌ ଭଳି ଗୁରୁତ୍ୱପୂର୍ଣ୍ଣ ଟାଇଟଲ ଜିତିବାରେ ସଫଳ ହୋଇଛି। ଏଥିନେଇ ଦଳର ପ୍ରତ୍ୟେକ ଖେଳାଳିଙ୍କୁ ଶୁଭେଚ୍ଛା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ଆଗରେ ୧୮୮ ରନ୍‌ର ଟାର୍ଗେଟ୍‌ ରଖିଲା ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ମ୍ୟାଚ୍‌ରେ  ଭାରତ ଆଗରେ ୧୮୮ ରନ୍‌ର ବିଜୟ…

୪ ରନ୍‌ କରି ଏଡେନ ମାରକ୍ରମ ଆଉଟ୍‌

ଅହମ୍ମଦାବାଦ,୨୨ା୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ପରସ୍ପର ବିପକ୍ଷରେ ଖେଳୁଛନ୍ତି। ଏହା ସୁପର-୮ ରେ ସେମାନଙ୍କର ପ୍ରଥମ ମ୍ୟାଚ୍‌। ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

ବଡ଼ ସ୍କୋର ଆଶାରେ ଦକ୍ଷିଣ ଆଫ୍ରିକା

ଅହମ୍ମଦାବାଦ,୨୨ା୨:  ଟି-୨୦ ବିଶ୍ବକପ୍‌ର ଟସ୍‌ ଜିତି ବ୍ୟାଟିଂ କରିବାକୁ ଦକ୍ଷିଣ ଆଫ୍ରିକା ନିଷ୍ପତ୍ତି ନେଇଛି।ଅପରିବର୍ତ୍ତିତ ଏକାଦଶ ସହ ପଡ଼ିଆକୁ ଓହ୍ଲାଇବ ଭାରତ। ଟସ୍‌ ଜିତିଥିଲେ ବ୍ୟାଟିଂ ନେଇଥାନ୍ତୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ୫୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର, ଜାଣନ୍ତୁ କିଏ ଦେଲା ମହଙ୍ଗା କାର୍‌…

ପାଟ୍‌ନା,୨୨ା୨: ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ୧୯ ବର୍ଷରୁ କମ୍‌ କ୍ରିକେଟ୍‌ ବିଶ୍ୱକପ -୨୦୨୬ ଜିତିଥିବା ଭାରତୀୟ ଦଳରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ବିହାରକୁ ଗର୍ବିତ କରିଥିବା ବୈଭବ…

T20 ବିଶ୍ୱକପରେ ଆଉ ଖେଳିବେନି ଏହି ୭ କିମ୍ବଦନ୍ତୀ, ନାମ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ଧୀରେ ଧୀରେ ଶେଷ ହେବାକୁ ଯାଉଛି। ଟୁର୍ଣ୍ଣାମେଣ୍ଟର ସୁପର ୮ ରାଉଣ୍ଡ ଆରମ୍ଭ ହୋଇସାରିଛି। ଏହି ସମୟରେ, ଆମେ ୭ ଷ୍ଟାର…

ବର୍ଷା ଯୋଗୁ ମ୍ୟାଚ ଧୋଇଗଲେ ଏହି ନିମୟମରେ ହେବ ସେମିଫାଇନାଲର ନିଷ୍ପତ୍ତି, ବୁଝନ୍ତୁ ଏହି ଗଣିତ

ନୂଆଦିଲ୍ଲୀ,୨୨।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ବର୍ଷା ବିପର୍ଯ୍ୟୟ ସୃଷ୍ଟି କରୁଛି। ଗତ ଶନିବାର (୨୧ ଫେବୃଆରୀ) ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ…

ସୁପର-୮ରେ ଟିମ୍‌ ଇଣ୍ଡିଆକୁ ରହିବାକୁ ପଡ଼ିବ ସାବଧାନ! ଦକ୍ଷିଣ ଆଫ୍ରିକାର ଏହି ୪ ଖେଳାଳି କରିପାରନ୍ତି…

ନୂଆଦିଲ୍ଲୀ,୨୨।୨: ରବିବାର ଭାରତ ଏବଂ ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ ୨୦୨୬ରେ ମୁହାଁମୁହିଁ ହେବେ। ସୁପର ୮ ରାଉଣ୍ଡରେ ଗ୍ରୁପ ୧ର ଏହା ପ୍ରଥମ ମ୍ୟାଚ, ଯାହା…

ପୁଅଙ୍କୁ ଉପହାରରେ ପାଣ୍ଡ୍ୟା ଦେଲେ ୪ କୋଟିର ଦାମୀ କାର୍‌, ପୂର୍ବ ପତ୍ନୀ ନତାଶା…

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ୨୦୨୪ ମସିହାରେ ପତ୍ନୀ ନତାଶା ଷ୍ଟାନକୋଭିକଙ୍କ ସହ ତାଙ୍କର ବିବାହ ବିଚ୍ଛେଦ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri