ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧।୮(ଡି.ଏନ୍‌.ଏ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପରିଭ୍ରମଣ ପାଇଁ ଗୁରୁବାର ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ବହୁ ପତୀକ୍ଷା ପରେ ଦୂରଦୂରାନ୍ତରୁ ଆସିଥିବା ହଜାର ହଜାର ପର୍ଯ୍ୟଟକ ଭିତରକନିକା ବୁଲି ଦେଖିଛନ୍ତି। ଏଥିସହ ପର୍ଯ୍ୟଟକଙ୍କ ପାଇଁ ନୌକା ବିହାରର ବ୍ୟବସ୍ଥା କରାଯିବା ସହ ଖାଦ୍ୟପେୟ ଓ ଶୌଚାଳୟର ମଧ୍ୟ ସୁବିଧା କରାଯାଇଛି। ପର୍ଯ୍ୟଟକମାନେ ନୌବିହାରର ପରିଭ୍ରମଣ କରି ବେଶ୍‌ ଆନନ୍ଦିତ ହୋଇଛନ୍ତି। ସୂଚନାଯୋଗ୍ୟ, କୁମ୍ଭୀରଙ୍କ ପ୍ରଜନନ ପ୍ରକ୍ରିୟା ଯୋଗୁ ମେ ୧ରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାମଗ୍ରିକ ବିକାଶ ଅପେକ୍ଷାରେ ବତିଘର ପଞ୍ଚାୟତ

କେନ୍ଦ୍ରାପଡ଼ା,୧୨ା୧୦ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲା ସଦର ମହକୁମାଠାରୁ ୪୮ କିମି ଦୂରରେ ମହାକାଳପଡ଼ା ବ୍ଲକ ବତିଘର ପଞ୍ଚାୟତ ଅବସ୍ଥିତ। ଏହି ପଞ୍ଚାୟତର ମାତ୍ର ୧୦ କିମି...

କଜଳପାତିଆରୁ ଚାଲାଣ ହେଉଛି ସବୁଜ ଗେଣ୍ଡା

ମହାକାଳପଡ଼ା, ୧୦ା୧୦ (ପ୍ରତାପ ଚନ୍ଦ୍ର ସ୍ବାଇଁ):ଉପରମୁଣ୍ଡରୁ ବନ୍ୟାଜଳ ସମୁଦ୍ରରେ ମିଶିଲେ ବିରଳ ପ୍ରଜାତିର ସବୁଜ ଗେଣ୍ଡା ମାଟି ଗୋଳି ପାଣି ଖାଇଥାନ୍ତି। ବିଶେଷକରି ବର୍ଷାଦିନରେ ଏହି...

ଗାଁ ପିଣ୍ଡିରେ ବସି ଲୋକଙ୍କ ଦୁଃଖ ଶୁଣିଲେ ଜିଲାପାଳ

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ରାଜ୍ୟ ସରକାର ଗ୍ରାମାଞ୍ଚଳ, ଉପାନ୍ତ ଅଞ୍ଚଳରେ ବୁଲି ଲୋକଙ୍କ ଦୁଃଖ ବୁଝିବା ପାଇଁ ଜିଲାପାଳଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି। ସେହିପରି ଉପାନ୍ତ...

ପର ହେଲା ପରିବାର, ବରିଷ୍ଠ ନାଗରିକ ନିବାସ ନୂଆ ଜୀବନ

ମହାକାଳପଡ଼ା, ୨/୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ):ସମୟ ବଦଳିବା ସାଙ୍ଗକୁ ପରିବାର ପରିବର୍ତ୍ତନ ଦେଖାଦେଉଛି। ଯେଉଁ ମା’ବାପା ଦିନେ ପିଲାଟିକୁ ଜନ୍ମ ଦେଇ ତା’ର ଭବିଷ୍ୟତର ଶୁଭ ଚିନ୍ତନ...

ଭିଜିଲାନ୍ସ ଜାଲରେ ଫୁଡ୍ ସେଫ୍ଟି ଅଫିସର: ଲାଞ୍ଚନେଇ ….

କେନ୍ଦ୍ରାପଡା,୧ା୧୦: କେନ୍ଦ୍ରାପଡାର ଫୁଡ୍ ସେଫ୍ଟି ଅଫିସର ବିଭାଷ ମଜୁମଦାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ଲାଇସେନ୍ସ କରାଇ ଦେବା ପାଇଁ ଲାଞ୍ଚ ନେବାବେଳେ ଫୁଡ୍‌ ସେଫ୍ଟି...

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୧ା୧୦(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର...

କେନ୍ଦ୍ରାପଡ଼ା ରାଜନଗର ଥାନା ASI ନରେନ୍ଦ୍ର ସିଂ ସସ୍‌ପେଣ୍ଡ

ରାଜନଗର,୩୦।୯(ତ୍ରିଲୋଚନ ଦାସ ): କେନ୍ଦ୍ରାପଡା ରାଜନଗର ଥାନା ASI ନରେନ୍ଦ୍ର ସିଂଙ୍କୁ ସସ୍‌ପେଣ୍ଡ କରାଯାଇଛି। ମହିଂଷାସୁର ଛକରେ ଦୋକାନୀକୁ ପିଟିବା ଅଭିଯୋଗରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୩୦।୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri