Posted inଜାତୀୟ

ପର୍ଯ୍ୟଟକଙ୍କ ଲାଗି ବନ୍ଦହେଲା ତାଜମହଲ

ନୂଆଦିଲ୍ଲୀ, ୧୭।୩: କରୋନା ମହାମାରୀ ରୂପ ଧାରଣ କରିଥିବା ବେଳେ ବିଶ୍ୱବ୍ୟାପୀ ଆତଙ୍କ ଖେଳିଯାଇଛି। ଏହି ଭୂତାଣୁ ସଂକ୍ରମଣକୁ ରୋକିବା ଓ ଲୋକଙ୍କୁ ସଚେତନ କରାଇବା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ବିଭିନ୍ନ ଶିକ୍ଷାନୁଷ୍ଠାନ, ମଲ୍‌, ହୋଟେଲ, ସିନେମା ହଲ ଆଦି ବନ୍ଦ କରାଯାଇଥିବା ବେଳେ ବିଶ୍ୱ ଐତିହ୍ୟ ତାଜମହଲକୁ ମଙ୍ଗଳବାରଠାରୁ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ବନ୍ଦ କରାଯିବା ଲାଗି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଟିକଟ କଟାଯାଉଥିବା ସମସ୍ତ ସ୍ମାରକ ଓ ମ୍ୟୁଜିୟମକୁ ମାର୍ଚ୍ଚ ୩୧ପର୍ଯ୍ୟନ୍ତ ବନ୍ଦ କରାଯିବାକୁ ନିର୍ଦ୍ଦେଶନାମା ଜାରି କରାଯାଇଛି ବୋଲି ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ପଟେଲ ସୋମବାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ରେ ଇଲେକ୍ଟୋରାଲ ବଣ୍ଡ୍‌ ଶୁଣାଣି

ନୂଆଦିଲ୍ଲୀ ,୨୩।୧୧(ପି.ଟି.): ସାଧାରଣ ନିର୍ବାଚନ ଏବଂ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭା ନିର୍ବାଚନ ବର୍ଷରେ ଇଲେକ୍ଟୋରାଲ ବଣ୍ଡ୍‌ ବିକ୍ରି ସମୟସୀମା ଆଉ ୧୫ ଦିନ...

ସେନାରେ ଶେଷ ହେବ ପରାଧୀନତାର ଚିହ୍ନ, ବଦଳିବ ପୋଷାକ…

ନୂଆଦିଲ୍ଲୀ, ୨୧।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ନୂତନ ନୌସେନା ପତାକା ଉନ୍ମୋଚନ କରିଛନ୍ତି। ପତାକାରେ ବ୍ରିଟିଶ ଶାସନର ପ୍ରତୀକ ରେଡ କ୍ରସ ହଟାଯାଇଛି।...

କଟକଣା କୋହଳ ପରେ ଟ୍ରାଫିକ ଜାମ୍‌

ବାଙ୍ଗାଲୋର,୨୫ା୪: କର୍ନାଟକ ସରକାର ରାଜ୍ୟରୁ କୋଭିଡ-୧୯ ମୁକାବିଲା ପାଇଁ ଜାରି କରିଥିବା କଟକଣାକୁ କେତେକ ସ୍ଥାନରେ ଗୁରୁବାରଠାରୁ ଆଂଶିକ ଭାବେ କୋହଳ କରିବା ପରେ ଶୁକ୍ରବାର...

ଉପରାଜ୍ୟପାଳଙ୍କ ସମସ୍ତ ନିର୍ଦ୍ଦେଶ ଅଣସାମ୍ବିଧାନିକ-ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ,ସିସୋଡିଆଙ୍କ ଅଭିଯୋଗ…

ନୂଆଦିଲ୍ଲୀ,୪।୧୦ : ଦିଲ୍ଲୀ ସରକାର ଏବଂ ଉପରାଜ୍ୟପାଳଙ୍କ ମଧ୍ୟରେ ବିବାଦ ବଢ଼ିିବାରେ ଲାଗିଛି। ବର୍ତ୍ତମାନ ଦିଲ୍ଲୀ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଉପରାଜ୍ୟପାଳ ବିନୟ କୁମାର...

ରାହୁଲ ଗାନ୍ଧୀଙ୍କୁ କରୋନା

ନୂଆଦିଲ୍ଲୀ,୨୦।୪: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ମଙ୍ଗଳବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ତାଙ୍କ ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରୁ ଏହି ବିଷୟରେ ସୂଚନା...

ଅଭିଯୋଗ ଆଣିଲେ ଗଙ୍ଗୁବାଈଙ୍କ ପୁଅ

ମୁମ୍ବାଇ୧୬।୨: ଫେବୃଆରୀ ୨୫ରେ ରିଲିଜ ହେବାକୁ ଥିବ ବଲିଉଡ୍‌ ଚଳଚ୍ଚିତ୍ର ଗଙ୍ଗୁବାଈ କାଥିଆଓ୍ବାଡି ବିରୋଧରେ ଅଭିଯୋଗ ଆଣିଛନ୍ତି ଗଙ୍ଗୁବାଈଙ୍କ ପୁଅ ବାବୁ ରାଓଜୀ ଶାହା। ଗଙ୍ଗବାଈଙ୍କ...

ସୁଶାନ୍ତଙ୍କ ଫ୍ଲାଟ୍‌ମେଟ ସିଦ୍ଧାର୍ଥ ଗିରଫ

ମୁମ୍ବାଇ, ୨୮।୫: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ନିଶା କାରବାର ମାମଲାରେ ତାଙ୍କ ଫ୍ଲାଟ୍‌ମେଟ ସିଦ୍ଧାର୍ଥ ପିଠାନିଙ୍କୁ ଶୁକ୍ରବାର ଗିରଫ କରିଛି ନାର୍କୋଟିକ...

ଭାଜପା ପକ୍ଷରୁ ୧୧ ଦିନରେ ୧୩ ଥର ତୈଳଦର ବୃଦ୍ଧି ୟୁପି ନିର୍ବାଚନର ରିଟର୍ନ ଗିଫ୍ଟ: ମମତା

କୋଲକାତା,୫ ।୪: ଦେଶରେ ମହଙ୍ଗା ମାଡରେ ବେହାଲ ହେଲେଣି ସାଧାରଣ ଜନତା । ପେଟ୍ରୋଲ – ଡିଜେଲର ଦାମ ଲଗାତାର ବଢି ଚାଲିଛି । ଗତମାସରେ...

Advertisement
Archives

Model This Week