ପଲିଥିନ୍‌ ଧରପଗଡ଼: ୧୦କେ.ଜି. ଜବତ, ୫ହଜାର ଜରିମାନା ଆଦାୟ

ଖଣ୍ଡପଡା,୧୬।୧୧(ସ୍ବ.ପ୍ର.): ଖଣ୍ଡପଡା ସହରାଞ୍ଚଳର ମୁଖ୍ୟ ବଜାର ଓ ଗଳିକନ୍ଦିରେ ଥିବା ବ୍ୟବସାୟ ପ୍ରତିଷ୍ଠାନଗୁଡିକରେ ପଲିଥିନ୍‌ ବହୁଳ ବ୍ୟବହାର ହେଉଥିବା ନେଇ ବାରମ୍ବାର ଅଭିଯୋଗ ହେଉଥିଲା। ଏ ନେଇ ଏନଏସି କର୍ତ୍ତୃପକ୍ଷ ଶୁକ୍ରବାର ଖଣ୍ଡପଡା ସହରାଞ୍ଚଳସ୍ଥିତ ବିଭିନ୍ନ ଦୋକାନରେ ଅଚାନକ ଚଢାଉ କରିଥିଲେ। ଖଣ୍ଡପଡା ଏନଏସି କାର୍ଯ୍ୟନିର୍ବାହୀ ଅଧିକାରିଣୀ ଇତିଶ୍ରୀ ଷଡଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏନଏସି କର୍ମଚାରୀଙ୍କ ସମେତ ଜିଲା ସାନିଟାରୀ ସୁପରଭାଇଜର ବିବେକାନନ୍ଦ ପରିଡା, କେ.ସି. ପରିଡା ପ୍ରମୁଖ ତେଜରାତି ଦୋକାନ, ଜଳଖିଆ ଦୋକାନରେ ଚଢାଉ କରି ୧୦ କେ.ଜି.ରୁ ଊର୍ଦ୍ଧ୍ୱ ପଲିଥିନ୍‌ ଜବତ କରିବା ସହ ଜରିମାନା ବାବଦରେ ୪ହଜାର ୯ଶହ ଟଙ୍କା ଆଦାୟ କରିଛନ୍ତି। ଚଢାଉ ଖବର ପାଇ ଅନେକ ଦୋକାନୀ ରଖିଥିବା ପଲିଥିନ୍‌ ଜରିଗୁଡିକୁ ଅନ୍ୟତ୍ର ଲୁଚାଇ ଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜାଘର ସୁନାମାଳ କହି ୪ ଲକ୍ଷ ଠକେଇ

ଅନୁଗୋଳ ଅଫିସ୍‌, ୪।୩- ରାଜାଘର ସୁନାମାଳ କହି ଏକ ପିତଳ ହାରକୁ ୪ ଲକ୍ଷ ଟଙ୍କାରେ ବିକ୍ରି କରିବା ପରେ ଖସି ପଳାଉଥିବା ନାଗପୁର ଶୀତଲୱାଡ଼ା...

୨୧ ନୁହେଁ ୨୫ରେ ନଗଡ଼ା ଆସିବେ ଲୋକାୟୁକ୍ତ ପ୍ରତିନିଧିଦଳ

ଯାଜପୁର ଅଫିସ, ୪।୩: ଯାଜପୁର ଜିଲା ନଗଡ଼ାର ବିକାଶରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଓଡ଼ିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଥିଲା। ଏନେଇ ଏଲ୍‌ଓ୍ବାଇ କେସ୍‌...

ନୟାଗଡ଼ ଗୋଛା ଗ୍ରାମରେ ନଗଡ଼ା ପ୍ରତିଛବି

ନୟାଗଡ଼ ଅଫିସ,୩୦।୫-ନୟାଗଡ଼ ଜିଲା ଓଡ଼ଗାଁ ବ୍ଲକ କଜଳାଇପଲ୍ଲୀ ପଞ୍ଚାୟତ ଗୋଛା ଗ୍ରାମରେ ଯାଜପୁର ଜିଲା ନଗଡା ଗ୍ରାମ ପ୍ରତିଛବି ଦେଖିବାକୁ ମିଳିଛି। ଏଠାକାର ଲୋକେ ପୁଷ୍ଟିହୀନତାର...

ଭୁବନେଶ୍ୱରରେ ଟ୍ରାଫିକ୍‌ ଜଗିବ ଡ୍ରୋନ୍‌

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏଣିକି ଟ୍ରାଫିକ୍‌ ଜଗିବ ଡ୍ରୋନ୍‌ । ରବୀନ୍ଦ୍ରମଣ୍ଡପରୁ ଏୟାରପୋର୍ଟ ଛକଯାଏ ‘ନୋ ଓଭରଟେକିଂ’ ଜୋନ୍‌ ହେବ। ଏହା ସହ ଲେନ୍‌ ଡ୍ରାଇଭିଂ...

ଚୁଆପାଣିରେ ଶୋଷ ମେଣ୍ଟୁଛି

କାଳିଆପାଣି,୩୦।୧୦(ଡି.ଏନ.ଏ.): ଲୋକଙ୍କୁ ଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ସରକାରଙ୍କ ପ୍ରାଥମିକତା ରହିଛି। ହେଲେ ତାହା ଲୋକଙ୍କ ନିକଟରେ ପହଞ୍ଚି ପାରୁନାହିଁ। ଫଳରେ ଲୋକେ ଚୁଆପାଣିରେ ଶୋଷ...

ରାଜଧାନୀରେ ‘ଅଗ୍ନିପଥ’ ବିରୋଧ ତେଜୁଛି

ଭୁବନେଶ୍ୱର, ୧୯।୬ (ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ନେଇ ସାରା ଦେଶରେ ବିରୋଧର ନିଅଁା ଜଳିବାରେ ଲାଗିଛି। କଟକ ପରେ ଏବେ ରାଜଧାନୀ ଭୁବନେଶ୍ୱରରେ...

ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ପୁରୁଣା ଭୁବନେଶ୍ୱର, ୧୩।୭(ଡି.ଏନ୍‌.ଏ.):  ଗ୍ରୀନ୍‌ ଓ୍ବାଲ୍‌ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି। ଏଥିରେ ଲେଖା ରହିଛି, ଟୁ ଦି ଅନରେବଲ୍‌ ଚିଫ୍‌ ମିନିଷ୍ଟର ଅଫ୍‌ ଓଡ଼ିଶା,...

ଅନୁଗୋଳରେ ଧର୍ମଘଟ ଡାକରାର ପ୍ରଭାବ

ଅନୁଗୋଳ ଅଫିସ,୮।୧:  କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ୧୨ ଦଫା ଦାବି ନେଇ ଦେଶବ୍ୟାପୀ ଧର୍ମଘଟ ଡାକରାର ପ୍ରଭାବ ଅନୁଗୋଳରେ ଦେଖାଦେଇଛି। ଶ୍ରମିକ ସଂଗଠନ ଓ...

Advertisement
Archives

Model This Week