‘ପଲ୍‌ ପଲ୍‌ ଦିଲ୍‌ କେ ପାସ୍‌’: କରନ୍‌ଙ୍କ ପ୍ରଶଂସାରେ ଶତମୁଖ ବଲିଉଡ କଳାକାର

ମୁମ୍ବାଇ: ‘ପଲ ପଲ୍‌ ଦିଲ୍‌ କେ ପାସ’ ଫିଲ୍ମ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି ସନି ଦେଓଲଙ୍କ ପୁଅ କରନ୍‌। ଏଥିରେ ତାଙ୍କ ବିପକ୍ଷରେ ରହିଛନ୍ତି ସହର ବାମ୍ବା। ଗୁରୁବାର ଏହାର ଟ୍ରେଲର ରିଲିଜ ହୋଇଛି। ବିଶେଷକରି ହିମାଚଳ ପ୍ରଦେଶ ଏବଂ ଲଦାଖର ମନୋରମ ପରିବେଶ ମଧ୍ୟରେ ଏହାର ଶୁଟିଂ ହୋଇଥିବା ଜଣାପଡ଼ୁଛି। ତେବେ ଟ୍ରେଲର୍‌ଟି ସମସ୍ତଙ୍କୁ ବେଶ ପସନ୍ଦ ଆସୁଛି। ବଲିଉଡ୍‌ ଅଭିନେତାମାନେ ମଧ୍ୟ କରନ୍‌ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସଲମାନ ଖାନ୍‌, ଅଜୟ ଦେବଗନ, ରାହୁଲ ଦେବ, କରନ୍‌ ଜୋହର ପ୍ରମୁଖ ଚଳଚ୍ଚିତ୍ର ସବୁଠୁ ବଡ଼ ପ୍ରେମକାହାଣୀ ସାବ୍ୟସ୍ତ ହେବ ବୋଲି ମତବ୍ୟକ୍ତ କରିିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

CBSE ଦ୍ୱାଦଶ ଶ୍ରେଣୀ ପୁନଃମୂଲ୍ୟାୟନ: ଜୁନ୍‌ ୧ରୁ ଖୋଲିବ ରି-ଭାଲ୍ୟୁଏଶନ୍‌ ପୋର୍ଟାଲ, ଜାଣନ୍ତୁ କିଭଳି କରିବେ…

ନୂଆଦିଲ୍ଲୀ,୨୯।୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦ୍ୱାରା ଦ୍ୱାଦଶ ଶ୍ରେଣୀ (Class ୧୨) ଖାତା ପୁନଃମୂଲ୍ୟାୟନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ…

ଅଘୋଷିତ ବିଦ୍ୟୁତ କାଟରେ ଅସହ୍ୟ ଲାଞ୍ଜିଗଡ ଗ୍ରାମବାସୀ: ଗ୍ରିଡ୍‌ରେ ତାଲା ପକାଇ ଧାରଣା, ଟାଟା ପାୱାର ଯନ୍ତ୍ରୀଙ୍କ ସହ ଆଲୋଚନା

ଲାଞ୍ଜିଗଡ, ୨୯।୫ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲାର ଲାଞ୍ଜିଗଡ ବ୍ଲକ ଅଞ୍ଚଳବାସୀ ଶୁକ୍ରବାର ଲାଞ୍ଜିଗଡ ଟାଟା ପାୱାର ବିଦ୍ୟୁତ ଗ୍ରିଡ୍‌ରେ ତାଲା ପକାଇ ଧାରଣାରେ ବସିଥିଲେ।…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଲଟେରି ମାଧ୍ୟମରେ ବଣ୍ଟନ ହେଲା ମଦ ଦୋକାନ

ନୂଆପଡ଼ା,୨୯ା୫(ମକାରୁ ବେମାଲ): ନୂଆପଡ଼ା ଅବକାରୀ ଜିଲାର ୨୦୨୬-୨୭ବର୍ଷ ପାଇଁ ଆଇଏମ୍‌ଏଫ୍‌ଏଲ୍‌ (ବିଦେଶୀ ମଦ) ଦୋକାନ ବଣ୍ଟନ ନିମନ୍ତେ ଶୁକ୍ରବାର ସଦ୍‌ଭାବନା ସଭାଗୃହରେ ଜିଲାପାଳ ମଧୁସୂଦନ ଦାଶଙ୍କ ଅଧ୍ୟକ୍ଷତାରେ…

ଗୋରୁ ଚାଲାଣ ବେଳେ ମାଡିବସିଲା ପୋଲିସ : ୪ ଗିରଫ

ବଞ୍ଚୋ,୨୯।୫ (ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା  ଘଷିପୁରା ଥାନା  ଅଞ୍ଚଳରେ ଗୁରୁବାର ରାତିରେ ଏକ ପିକ୍-ଅପ୍ ଭ୍ୟାନରେ ଗୋରୁ ଚାଲାଣ କରାଯାଉଥିବା ବେଳେ ପୋଲିସ ଗାଡ଼ିଟିକୁ…

ସ୍ବାମୀ, ଦିଅର, ଯାଆ ମିଶି ଦେଉଥିଲେ ନିର୍ଯାତନା, କୋର୍ଟ ଶୁଣାଇଲେ ଏଭଳି ଦଣ୍ଡ…

ସମ୍ବଲପୁର,୨୯।୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଧମା ଥାନା ଅନ୍ତର୍ଗତ ତେନ୍ତୁଳିକୁର୍ଲା ଗ୍ରାମର ଏକ ବହୁ ଚର୍ଚ୍ଚିତ ବଧୂ ନିର୍ଯାତନା ମାମଲାରେ ସମ୍ବଲପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ…

ନାବାଳିକାଙ୍କୁ ବଳାତ୍କାର କରି ୨୦ ବର୍ଷ ଜେଲ୍‌ ଗଲେ ଅଭିଯୁକ୍ତ

କେନ୍ଦୁଝର,୨୯ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଶୁକ୍ରବାର ସ୍ଥାନୀୟ ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ମୋନାଲିସା ମହାନ୍ତି ଜଣେ ଜଣେ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଜୟ କୁମାର ନାଏକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri