Posted inଜାତୀୟ

ପଳାତକ ଧର୍ମଗୁରୁ ନିତ୍ୟାନନ୍ଦଙ୍କ ନାଁରେ ‘ବ୍ଲୁ କର୍ନର ନୋଟିସ’ ଜାରିକଲା ଇଣ୍ଟରପୋଲ୍‌

ଗାନ୍ଧୀନଗର,୨୨ା୧: ଭାରତ ଛାଡ଼ି ପଳାୟନ କରିଥିବା ଆତ୍ମଘୋଷିତ ଧର୍ମଗୁରୁ ନିତ୍ୟାନନ୍ଦଙ୍କ ଉପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପ୍ରକ୍ରିୟା ଆରମ୍ଭ ହୋଇଛି। ତାଙ୍କୁ ଗିରଫ କରିବା ପାଇଁ ଗୁଜରାଟ ପୋଲିସ ଅନୁରୋଧକ୍ରମେ ଇଣ୍ଟରପୋଲ୍‌ ନିତ୍ୟାନନ୍ଦଙ୍କ ବିରୋଧରେ ବୁଧବାର ବ୍ଲୁ କର୍ନର ନୋଟିସ ଜାରି କରିଛି। ଅପରାଧରେ ସଂଶ୍ଳିଷ୍ଟ ଥିବା କୌଣସି ବ୍ୟକ୍ତିଙ୍କ ଠିକଣା ସମ୍ବନ୍ଧରେ ସୂଚନା ପାଇବାକୁ ଏହି ନୋଟିସ କରାଯାଇଥାଏ। ନିକଟରେ ଦକ୍ଷିଣ ଆମେରିକାର ଇକ୍ୱେଡରରେ ନିତ୍ୟାାନନ୍ଦ ଆତ୍ମଗୋପନ କରିଥିବା ନେଇ ଗୁଜରାଟ ପୋଲିସ ସନ୍ଦେହ କରିଥିଲା। ସୂଚନାଯୋଗ୍ୟ, ପୂର୍ବରୁ ବଳାତ୍କାର, ଯୌନ ନିର୍ଯାତନା, ଅପହରଣ ଆଦି ଏକାଧିକ ମାମଲାରେ ସେ ସମ୍ପୃକ୍ତ ଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗରେ ଗୁଜରାଟ ପୋଲିସ ନିତ୍ୟାନନ୍ଦଙ୍କର ଦୁଇଜଣ ଶିଷ୍ୟାଙ୍କୁ ଗିରଫ କରିଥିଲା। ଏହାପରେ ନିଜ ଗିରଫଦାରିକୁ ଏଡ଼ାଇବା ପାଇଁ ନିତ୍ୟାନନ୍ଦ ଦେଶଛାଡ଼ି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସକାଳ ସାଢେ ସାତଟାରୁ ପୂଜାରୁ ଆରମ୍ଭ ହେବ ସଂସଦ ଭବନ ଉଦଘାଟନ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୫।୫: ନୂଆ ସଂସଦ ଭବନର ଉଦଘାଟନ ୨୮ ମେ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ପ୍ରଧାନମନ୍ତ୍ରୀ ଏହାର ଉଦଘାଟନ ଦିନ ୧୨ଟାରେ କରିବାର କାର୍ଯ୍ୟକ୍ରମ...

ହାରିବା ଭୟରେ ହିମାଚଳ ପ୍ରଦେଶରେ ମୁଖ୍ୟମନ୍ତ୍ରୀ ବଦଳାଉଛି ଭାଜପା: ସିସୋଡିଆ

ନୂଆଦିଲ୍ଲୀ,୭ ।୪: ରାଜଧାନୀ ଦିଲ୍ଲୀରେ ଗୁରୁବାର ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧନ କରିବା ଅବସରରେ ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଟାର୍ଗେଟ...

ଭିଡ଼ରେ କରୋନା ରୋଗୀଙ୍କୁ ଚିହ୍ନଟ କରିବ ସ୍ନିପର ଡଗ୍‌ !

ଦୁବଇ,୯।୭: କରୋନା ଭାଇରସ ସଂକ୍ରମଣ ଏବେ ସାରା ବିଶ୍ୱବାସୀଙ୍କ ନିଦ ହଜାଇ ଦେଇଛି। କାରଣ ଏହି ରୋଗର ସଠିକ୍‌ ଚିକିତ୍ସା ନ ଥିବାରୁ ଏବେ ଏହାକୁ...

ଭୁଲ ମାଗିଲା ଗୁଗଲ

ବେଙ୍ଗାଲୁରୁ,୩।୬: ଭାରତର ସବୁଠୁ ଖରାପ ଭାଷା ଲେଖି ଗୁଗଲରେ ସର୍ଚ୍ଚ କଲେ ଉତ୍ତର ଆସୁଥିଲା କନ୍ନଡ଼। ଏ ନେଇ ମୁଣ୍ଡ ଟେକିଛି ବିବାଦ। ବିଶ୍ୱର ଲୋକପ୍ରିୟ...

ଅମ୍ବାଲା ଏୟାରବେସ୍‌ରେ ରାଫାଲକୁ ଦିଆଗଲା ଓ୍ବାଟର ସାଲ୍ୟୁଟ

ଅମ୍ବାଲା,୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ଶେଷରେ ବୁଧବାର ଭାରତରେ ପହଞ୍ଚିଛି। ରାଫାଲ ଆସିବା ପରେ ଭାରତୀୟ ବାୟୁସେନାର ଶକ୍ତି ଆହୁରି ଦ୍ୱିଗୁଣିତ ହୋଇଯାଇଛି।...

ସିଡବ୍ଲ୍ୟୁସି ବୈଠକରେ ମୋଦି, ଶାହାଙ୍କୁ ସୋନିଆଙ୍କ ଟାର୍ଗେଟ: ଏନ୍‌ପିଆର୍‌ ଏକ ଛଦ୍ମବେଶୀ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୨ା୧(ପି.ଟି.): ଲୋକଙ୍କୁ ଧର୍ମ ଆଧାରରେ ବିଭାଜନ ପାଇଁ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ପ୍ରତ୍ୟାହାର କରି ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ କେନ୍ଦ୍ର ସରକାର...

ଇଭିଏମ୍‌କୁ ଷ୍ଟାଲିନ୍‌ଙ୍କ ସନ୍ଦେହ

ଡିଏମ୍‌କେ ମୁଖ୍ୟ ଏମ୍‌.କେ. ଷ୍ଟାଲିନ୍‌ ଶୁକ୍ରବାର ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ର ସୁରକ୍ଷା ନେଇ ସନ୍ଦେହ ବ୍ୟକ୍ତ କରିଛନ୍ତି। ଏପ୍ରିଲ ୬ ବିଧାନସଭା ନିର୍ବାଚନ ପରେ...

ଦିଲ୍ଲୀ ଏନ୍‌କାଉଣ୍ଟର: ୨ ଓ୍ବାଣ୍ଟେଡ ଅପରାଧୀ ମୃତ

ନୂଆଦିଲ୍ଲୀ,୧୭।୨: ରାଜଧାନୀ ଦିଲ୍ଲୀର ପୁଲ ପ୍ରହଲ୍ଲାଦପୁର ଅଞ୍ଚଳରେ ସୋମବାର ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ୨ ଓ୍ବାଣ୍ଟେଡ ଅପରାଧୀଙ୍କ ମୃତ୍ୟୁ ଘଟିଥିବା ସୂଚନା...

Advertisement
Archives

Model This Week