ପଶ୍ଚିମବଙ୍ଗରୁ ଫେରିଥିବା ୧୮ ଯବାନ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୨୦।୬(ବ୍ୟୁରୋ):  ରାଜ୍ୟରେ ଶନିବାର ୧୭୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ପଶ୍ଚିମବଙ୍ଗରୁ ବାତ୍ୟା ‘ଅମ୍ଫନ’ ମୁକାବିଲା ସାରି ଫେରିଥିବା ୧୮ଜଣ ଯବାନ ରହିଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଲୋକାଲ କେସ୍‌ ରହିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୪,୮୫୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୪୩ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୩,୨୯୭ଜଣ ସୁସ୍ଥ ହୋଇଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋ ରାଲି ଶୁଭାରମ୍ଭରେ ତ୍ରିରଙ୍ଗା ଉଡାଇଲେ ବିଧାୟକ, ଭିଡିଓ ଭାଇରାଲ ପରେ…

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅଟୋରିକ୍ସା ମାଲିକ ସଂଘ ରବିବାର ସଂଘର ୨୭ତମ ବାର୍ଷିକ ଉତ୍ସବ ପାଳନ କରିଥିଲା। ଏହି ଅବସରରେ ସକାଳ ପ୍ରାୟ ୮ଟାରେ ବରଗଡ଼…

ବିକ୍ରି ନ ହୋଇ ଖୋଲା ଆକାଶ ତଳେ ପଡିରହିଛି ଧାନ: ମାଡ଼ି ଆସିଲା ବର୍ଷା

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ଖରିଫ୍‌ ଚାଷକାର୍ଯ୍ୟ ଆରମ୍ଭ କରିବା ସମୟ ଆସି ଯାଇଛି। ହେଲେ ଟୋକନ ସମସ୍ୟା ଯୋଗୁ ଏପର୍ଯ୍ୟନ୍ତ ରବିରେ ଅମଳ ଧାନକୁ ଅନେକ ଚାଷୀ ବିକ୍ରି…

କାତାରରେ ବିସ୍ଫୋରଣ: ୧୨ ଭାରତୀୟଙ୍କ ସମେତ ୧୩ ମୃତ

ଦୁବାଇ,୨୩ା୬(ପି.ଟି.): କାତାରର ରାସ୍‌ ଲାଫାନ୍‌ ଶିଳ୍ପାଞ୍ଚଳ ସହରରେ ଥିବା ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟି ୧୨ ଭାରତୀୟଙ୍କ ସମେତ ୧୩ ଜଣ ପ୍ରାଣ ହରାଇଛନ୍ତି। ରବିବାର ସନ୍ଧ୍ୟାରେ ଶିଳ୍ପାଞ୍ଚଳ…

ଦିଲ୍ଲୀ ବନ୍ୟା ମୁକାବିଲାରେ ସାହାଯ୍ୟ କରୁଛି ‘ଆରାବଳୀ’

ନୂଆଦିଲ୍ଲୀ,୨୩ା୬: ଦେଶର ରାଜଧାନୀ ଦିଲ୍ଲୀରେ ମୌସୁମୀ ବର୍ଷା ଆରମ୍ଭ ହେବାକୁ ଥିବାବେଳେ ସହରକୁ ବନ୍ୟା ଓ ଜଳବନ୍ଦୀ ସମସ୍ୟାରୁ ରକ୍ଷା କରିବା ପାଇଁ ଆରାବଳୀ ବାୟୋଡାଇଭର୍ସିଟି ପାର୍କ…

ବାପୁନର ବିଚାର

ପୁଅର ରେଜଲ୍ଟ ଭଲ ହୋଇଥିବା ଖୁସିରେ ଡାକ୍ତର ବନ୍ଧୁ ସୁରେଶବାବୁ ଆୟୋଜନ କରିଥିବା ଗୋଟେ ପାରିବାରିକ ଉତ୍ସବରେ ସାମିଲ ହେବାକୁ ପହଞ୍ଚିଲା ବେଳକୁ ଦେଖିଲି ଯେ ଖୁସି…

ତ୍ରୁଟିପୂର୍ଣ୍ଣ ଉପହାର ପ୍ରତ୍ୟାହାର ହେଉ

କୋମଳମତି ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ବଳିଷ୍ଠ, ପୁଷ୍ଟ ଓ ପ୍ରଭାବିତ କରିବାରେ ପାଠ୍ୟପୁସ୍ତକର ଅନିବାର୍ଯ୍ୟ ଭୂମିକା ସର୍ବଜନଗ୍ରାହ୍ୟ। ମାସକ ପୂର୍ବରୁ ୭ମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକରେ ଥିବା ତ୍ରୁଟି…

ଦାଦନ ଖଟିବାକୁ ଯାଇଥିଲେ ଗୋଆ, ୪ ମହଲା କୋଠାରୁ ଖସି ପଡ଼ି ଚାଲିଗଲା ଗଣେଶଙ୍କ ଜୀବନ

ମୋହନା, ୨୩।୬( ମନ୍ମଥ ମିଶ୍ର ): ଦାଦନ ଖଟିବାକୁ ଯାଇଥିଲେ ଗୋଆ । ହେଲେ ୪ ମହଲା ଅଟ୍ଟାଳିକାରୁ ତଳକୁ ଖସି ପଡ଼ିବାରୁ ଦାଦନ ଶ୍ରମିକଙ୍କ ମୃତ୍ୟୁ…

‘ଯଦି ଚୁକ୍ତି ବିଫଳ ହୁଏ ତେବେ ମୁଁ ଯାହା କରିବି…’, ଶାନ୍ତି ଆଲୋଚନା ମଧ୍ୟରେ ଏଥର ବଡ଼ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୨୩।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଲିଥିବା ଆଲୋଚନା ମଧ୍ୟରେ ପୁଣି ଥରେ ଇରାନକୁ ଧମକ ଦେଇଛନ୍ତି। ସେ କହିଛନ୍ତି ଯେ ଯଦି ଇରାନ ଆମେରିକା ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri