ପଶ୍ଚିମବଙ୍ଗରୁ ଫେରୁଥିବା ବେଳେ ବାଟରୁ ନିଖୋଜ

ସିମୁଳିଆ, ୨୬ା୧୨(ଡି.ଏନ୍‌.ଏ.)-ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ବାଟି ଅଞ୍ଚଳର ସଞ୍ଜୟ ଖୁଣ୍ଟିଆ(୨୭) ନାମକ ଯୁବକ ଗତ ଶନିବାର ପଶ୍ଚିମବଙ୍ଗରୁ ଘରକୁ ଫେରୁଥିବାବେଳେ ବାଟରୁ ନିଖୋଜ ହୋଇଯାଇଛନ୍ତି। ଏ ନେଇ ତାଙ୍କ ସ୍ତ୍ରୀ ପଦ୍ମିନୀ ଥାନାରେ ଅଭିଯୋଗ କରିଛନ୍ତି। ସଞ୍ଜୟ ପଶ୍ଚିମବଙ୍ଗ ରାଜ୍ୟର ସାନ୍ତ୍ରାଗାଛି ନିକଟସ୍ଥ ଏକ ଘରୋଇ କାର୍ଡବୋର୍ଡ଼ କମ୍ପାନୀରେ ଅପରେଟର ଭାବେ କାର୍ଯ୍ୟ କରନ୍ତି। ସେ ପ୍ରତ୍ୟେକ ଶନିବାର ଗାଁକୁ ଆସି ସୋମବାର ଫେରିଥାନ୍ତି। ତେବେ ସେ ଗତ ଶନିବାର ନିଜ ଘର ଅଭିମୁଖେ ଆସୁଥିବା ମୋବାଇଲ ଯୋଗେ ସୂଚନା ଦେଇଥିଲେ। ରାତ୍ରୀ ୮ଟା ପରେ ତାଙ୍କ ମୋବାଇଲ ସୁଇଚ୍‌ ଅପ୍‌ ହୋଇଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

୩୦ୟୁନିଟ୍‌ ରକ୍ତ ସଂଗ୍ରହ

ବାଲେଶ୍ୱର ଅଫିସ, ୧୪।୪-ବାଲେଶ୍ୱର ସଦର ବ୍ଲକ ଅଧୀନ ନଗ୍ରମ ପଞ୍ଚାୟତ ହାଇସ୍କୁଲଠାରେ ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଚ୍ଛା ସଙ୍ଗଠନ ପକ୍ଷରୁ ସୋମବାର ଏକ ରକ୍ତଦାନ ଶିବିର ଅନୁଷ୍ଠିତ...

ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ରାସ୍ତାରୋକୋ

କପ୍ତିପଦା,୫ା୬(ଡି଼.ଏନ୍‌.ଏ): ମୟୂରଭଞ୍ଜ ଜିଲା କପ୍ତିପଦା ଅଞ୍ଚଳରେ ବାରମ୍ବାର ବିଦ୍ୟୁତ୍‌ ବିଭ୍ରାଟ ପ୍ରତିବାଦରେ ମଙ୍ଗଳବାର ରାତି ୮ଟାରେ କପ୍ତିପଦା-ବାଲେଶ୍ୱର ଗୋଲୋଇ ଛକ ଠାରେ କଷିଗଡିଆ ଗ୍ରାମବାସୀ ରାସ୍ତା...

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ

ରୂପ୍‌ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି...

ରାସ୍ତାକଡ଼ରେ ଡିମିରି ଫଳର ପସରା

କେନ୍ଦୁଝର,୨୮।୫(ସ୍ବ.ପ୍ର.)-ବନବାସୀ ବର୍ଷ ତମାମ ଜଙ୍ଗଲ ଉପରେ ନିର୍ଭର କରି ବିଭିନ୍ନ ପ୍ରକାରର ଫଳମୂଳ ଓ କୋଳି ଆଦି ସଂଗ୍ରହ କରିଥାନ୍ତି। ଖରାଦିନେ ଗଛରେ ଡିମିରି ଫଳ...

ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ତାଲିକାରେ ମହେଶ୍ୱରଙ୍କ ନାଁ ନାହିଁ

ସିମୁଳିଆ,୨୫ା୧(ଡି.ଏନ୍‌.ଏ.): ସମଗ୍ର ଦେଶ ୭୪ତମ ସାଧାରଣତନ୍ତ୍ର ଦିବସ ପାଳନ କରିବ। ସରକାରଙ୍କ ସ୍ବାଧୀନତା ସଂଗ୍ରାମୀ ତାଲିକାରେ ନାଁ ନ ଥାଇ ମଧ୍ୟ ୯୩ ବର୍ଷରେ ଚଳ...

ପ୍ରତିରକ୍ଷା ବିଭାଗର ୨ ଯବାନ କରୋନା ସଂକ୍ରମିତ : ଅନିର୍ଦ୍ଦିଷ୍ଟ କାଳ ପାଇଁ ପିଏକ୍ସଇ ବନ୍ଦ

ବାଲେଶ୍ୱର ଅଫିସ, ୮।୬-ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ବିଭାଗ ପିଏକ୍ସଇ(ପ୍ରୁଫ୍‌ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିଶମେଣ୍ଟ) ମିଲଟାରୀ ୱିଙ୍ଗ୍‌ସର ୨ ଯବାନ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହି...

ଯାଜପୁରକୁ ପଛରେ ପକାଇଲା ବାଲେଶ୍ୱର: ପାଲଟିଲା ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଜିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ସକାଳେ ୧୦୧ ନୂଆ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ...

ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରା

ସିମୁଳିଆ, ୧୪।୮(ଡି.ଏନ.ଏ.)-ଓଡ଼ିଶାକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବିରେ ପଦଯାତ୍ରାରେ ବାହାରିଥିବା ଜଗତ୍‌ସିଂହପୁର ଜିଲା ବାଲିକୁଦା ବ୍ଲକ ଭଗବାନସିନ୍ଦୋଳ ଅଞ୍ଚଳର ସତ୍ୟବ୍ରତ ଦାସ (୨୮) ମଙ୍ଗଳବାର ସିମୁଳିଆ...

Advertisement
Archives

Model This Week