Posted inଜାତୀୟ

ପଶ୍ଚିମବଙ୍ଗରେ ଆଉ ଜଣେ ଭାଜପା କର୍ମୀଙ୍କୁ ହତ୍ୟା

କୋଲକାତା, ୧୯।୬: ନିର୍ବାଚନ ଶେଷ ହେବା ପରେ ବି ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ରାଜ୍ୟର କୁଚ ବିହାରରେ ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ ହତ୍ୟା କରାଯାଇଛି। ମୃତକଙ୍କ ନାମ ଆନନ୍ଦ ପାଲ(୨୮)। ସେ ଭାଜପା ଯୁବ ଶାଖା ପକ୍ଷରୁ କାର୍ଯ୍ୟ କରୁଥିଲେ। ଆନନ୍ଦଙ୍କ ଶରୀରରେ କ୍ଷିତବିକ୍ଷତ ଚିହ୍ନ ରହିଛି। ତୃଣମୂଳ କଂଗ୍ରେସ(ଟିଏମସି)ର ନେତାମାନେ ଆନନ୍ଦଙ୍କ ହତ୍ୟା କରିଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ବେଙ୍ଗଲ ଇତିହାସରେ ସବୁଠାରୁ କଳା ସମୟ ଏବେ ରାଜ୍ୟରେ ଚାଲିଛି ବୋଲି ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଯୋଗୁ ଚଣ୍ଡିଗଡ଼-ମନାଲି ଜାତୀୟ ରାଜପଥ ବନ୍ଦ

ଶିମଲା,୩୧।୭: ହିମାଚଳ ପ୍ରଦେଶରେ ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏଥିଯୋଗୁ ରାଜ୍ୟରେ ଅନେକ ରାସ୍ତା ବନ୍ଦ ହୋଇପଡ଼ିଥିବାରୁ ଯାତାୟତରେ ବାଧା...

ମୈନପୁରୀରେ ୪ ହଜାର ବର୍ଷ ପୁରାତନ ଦ୍ୱାପର ଯୁଗର ଅସ୍ତ୍ରଶସ୍ତ୍ରର ସନ୍ଧାନ…

ମୈନପୁରୀ, ୨୪।୬ : ତ୍ତରପ୍ରଦେଶର ମୈନପୁରୀର ଏକ ଚାଷ ଜମିରୁ ଚାରି ହଜାର ବର୍ଷ ପୁରାତନଦ୍ୱାପର ଯୁଗର ଅସ୍ତ୍ରଶସ୍ତ୍ରର ସନ୍ଧାନ ମିଳିଛି। ମିଳିଥିବା ତମ୍ବା ଅସ୍ତ୍ରଶସ୍ତ୍ରର...

ଗାଡିରେ ଜାତି ସୂଚକ ଶବ୍ଦ ଲେଖି ୫୦୦ ଟଙ୍କାର ତଣ୍ଡ ଗଣିଲେ ମାଲିକ

ଲକ୍ଷ୍ନୌ,୨୮।୧୨: ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗାଡ଼ିରେ ଜାତି ସୂଚକ ଶବ୍ଦ ଲେଖିବା ନେଇ କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜଣେ...

ପଠାନକୋଟରେ ଗ୍ରେନେଡ ମାଡ, ସମଗ୍ର ଜିଲାରେ ହାଇ ଆଲର୍ଟ

ପଠାନକୋଟ,୨୨ ।୧୧: ପଞ୍ଜାବର ପଠାନକୋଟରେ ଥିବା ସେନା ଗେଟ ନିକଟରେ ରବିବାର ବିଳମ୍ବିତ ରାତ୍ରିରେ ଗ୍ରେନେଡ ମାଡ ହୋଇଛି । ସେନା କ୍ୟାମ୍ପର ତ୍ରିବେଣୀ ଦ୍ୱାର...

ଆତଙ୍କବାଦ ବିରୋଧରେ ଭାରତର ୮ ସୂତ୍ରୀ ଯୋଜନା

ଜାତିସଂଘ,୧୩।୧: ଆତଙ୍କବାଦ ବିରୋଧୀ ଲଢ଼େଇରେ ଭାରତ ଜାତିସଂଘ ସୁରକ୍ଷା ପରିଷଦରେ ୮ ସୂତ୍ରୀ ଯୋଜନା ଉପସ୍ଥାପନ କରିଛି। ଆତଙ୍କବାଦକୁ କେବେ ସହ୍ୟ କରାଯିବ ନାହିଁ। ଏଥିପାଇଁ...

ଛାତ୍ରୀଙ୍କୁ କଲେଜ ଗେଟ୍‌ରେ ଅଟକାଇଲେ

ବେଙ୍ଗାଲୁରୁ,୩।୨: କର୍ନାଟକ ଏକ କଲେଜରେ ହିଜାବ ପିନ୍ଧି ଆସୁଥିବା ଛାତ୍ରୀଙ୍କୁ କ୍ଲାସରୁମ୍‌ରେ ପ୍ରବେଶ କରିବାକୁ ଦିଆଯାଉ ନାହିଁ। ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଏହି...

ପାଠ ପଢ଼ିଥିବା ମହିଳାଙ୍କୁ ଚାକିରି ପାଇଁ ବାଧ୍ୟ କରାଯାଇ ପାରିବ ନାହିଁ, ହାଇକୋର୍ଟଙ୍କ ରାୟ…

ନୂଆଦିଲ୍ଲୀ, ୧୧।୬ : ଏକ ଛାଡପତ୍ର ମାମଲାରେ ବମ୍ବେ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ହାଇକୋର୍ଟ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଯଦି ଜଣେ...

କୃଷି ଆଇନ୍‌ ପ୍ରତ୍ୟାହାର ଏକ ନିର୍ବାଚନୀ ଚାଲ୍‌: ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ତିନୋଟି କୃଷି ଆଇନକୁ ରଦ୍ଦ କରିବାର ନିଷ୍ପତ୍ତି ପରେ ବିରୋଧୀମାନେ ଏହାର ପ୍ରତିକ୍ରିୟା ଜାରି ରଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ କରି କଂଗ୍ରେସର ବହୁ ବରିଷ୍ଠ...

Advertisement
Archives

Model This Week