Posted inଜାତୀୟ

ପଶ୍ଚିମବଙ୍ଗରେ ଥମୁନି ରାଜନୈତିକ ହିଂସା: ପୁଣି ଜଣେ ଟିଏମ୍‌ସି କର୍ମୀଙ୍କୁ ହତ୍ୟା

କୋଲକାତା,୫।୬: ଲୋକ ସଭା ନିର୍ବାଚନ ସମୟରେ ପଶ୍ଚିମବଙ୍ଗରେ ଆରମ୍ଭ ହୋଇଥିବା ନିର୍ବାଚନୀ ହିଂସା ଥମିବାର ନାଁ ନେଉନି। ମଙ୍ଗଳବାର ଉତ୍ତର କୋଲକାତାର ଦମ୍‌ଦମ୍‌ ଅଞ୍ଚଳରେ କେତେଜଣ ଅଜ୍ଞାତ ବନ୍ଧୁକଧାରୀ ଜଣେ ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) କର୍ମୀଙ୍କୁ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଛି। ନିର୍ମଳ କୁଣ୍ଡୁ ନାମକ ଉକ୍ତ କର୍ମୀଙ୍କ ମୁଣ୍ଡକୁ ବାଇକରେ ଆସି ୩ ଜଣ ଅଜ୍ଞାତ ବ୍ୟକ୍ତି ଗୁଳି କରିଥିଲେ। ତୁରନ୍ତ ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସୂଚନାଯୋଗ୍ୟ, କୁଣ୍ଡୁ ୬ ନମ୍ବର ଓ୍ବାର୍ଡର ଅଧ୍ୟକ୍ଷ ଥିଲେ। ତେବେ ଏହା ପଛରେ ଭାଜପାର ହାତଥିବା ଟିଏମ୍‌ସି ଅଭିଯୋଗ କରିଥିବା ବେଳେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ଜେଡିକୁ ଶକ୍ତ ଝଟକା

ପାଟନା, ୨୪ା୬ : ବିହାରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇ ନ ଥିବାବେଳେ ଦଳବଦଳ ଆରମ୍ଭ ହୋଇଗଲାଣି। ଏହିକ୍ରମରେ ମଙ୍ଗଳବାର ଲାଲୁପ୍ରସାଦ ଯାଦବଙ୍କ...

ମେ ୧୭ ପରେ ସରକାରଙ୍କ କରୋନା ରଣନୀତି ନେଇ ପ୍ରଶ୍ନ କଲେ ସୋନିଆ

ନୂଆଦିଲ୍ଲୀ,୬।୫: କରୋନା ସଂକ୍ରମଣକୁ ରୋକିବା ପାଇଁ ଭାରତରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏହାର ସମୟ ସୀମାକୁ ମେ ୧୭ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୃଦ୍ଧି...

ବିବାଦୀୟ ଟୁଇଟ୍‌ ଡିଲିଟ୍‌ କଲେ ବିବେକ

ମୁମ୍ବାଇ,୨୧।୫: ବିଲିଉଡ୍‌ ଅଭିନେତା ବିବେକ ଓବରଏ ଟୁଇଟର୍‌ରେ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କ ଏକ ବିବାଦୀୟ ଫଟୋ ପୋଷ୍ଟ କରି ଆସିଥିଲେ ବିବାଦକୁ। ହେଲେ ମଙ୍ଗଳବାର...

ଆରଜେଡି ଛାଡିବେ ଲାଲୁଙ୍କ ସମୁଦି

ପାଟନା,୧୪।୨: ରାଷ୍ଟ୍ରୀୟ ଜନତା ଦଳ(ଆରଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ଚନ୍ଦ୍ରିକା ରାୟ ଦଳ ଛାଡିବେ ବୋଲି ଜଣାପଡିଛି। ବିହାର ବିଧାନସଭା ନିର୍ବାଚନ ପୂର୍ବରୁ...

ଯେ କୌଣସି ସ୍ଥିିତିର ମୁକାବିଲା ପାଇଁ ପ୍ରସ୍ତୁତ ଭାରତୀୟ ସେନା

ନୂଆଦିଲ୍ଲୀ,୧୨।୧: ଭାରତ ଚାଇନା ମଧ୍ୟରେ ଏଲ୍‌ଏସିରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ସେନା ମୁଖ୍ୟ ମନୋଜ ମୁକୁନ୍ଦ ନରାଓ୍ବଣେ କହିଛନ୍ତି ଯେ, କେବଳ ପୂର୍ବ ଲଦାଖ...

ସୁପ୍ରିମକୋର୍ଟ ଗଲେ ରିପବ୍ଲିକ ଟିଭି ସିଏଫ୍‌ଓ

ନୂଆଦିଲ୍ଲୀ,୧୧।୧୦: ଟିଭି ରେଟିଂ ପଏଣ୍ଟ (ଟିଆର୍‌ପି) ଦୁର୍ନୀତିକୁ ନେଇ ମୁମ୍ବାଇ ପୋଲିସ ପକ୍ଷରୁ ଅକ୍ଟୋବର ୯ରେ ସମନ ଜାରି କରାଯିବା ପରେ ଏହାକୁ ବିରୋଧ କରି...

ସତ୍ତା ନୁହେଁ, ସତ୍ୟମେବ

ନୂଆଦିଲ୍ଲୀ,୨୭ା୮: କ୍ଷମତା ନୁହେଁ, ସତ୍ୟର ବିଜୟ ହେବ। ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ କେନ୍ଦ୍ରର ଭୁଲ୍‌ ନିଷ୍ପତ୍ତି ଓ ବିରୋଧୀ ଶାସିତ ରାଜ୍ୟଗୁଡ଼ିକୁ କ୍ରମାଗତ ଅବହେଳା ବିରୋଧରେ...

ନଦୀରେ ଓଲଟିଲା ଡଙ୍ଗା:୭ ମୃତ, ୨୦ ନିଖୋଜ

ପାଟନା,୪।୧୦:ବିହାରର କଟିହାରରେ ଏକ ଅଭାବନୀୟ ଘଟଣା ଘଟିଛି। ମହାନନ୍ଦା ନଦୀରେ ଏକ ଡଙ୍ଗା ବୁଡି ଯିବାରୁ ୭ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୨୦ ଜଣ ନିଖୋଜ...

Play 250+ Trending Games
Archives

Model This Week

Why Dharitri