Posted inଜାତୀୟ

ପଶ୍ଚିମବଙ୍ଗରେ ଦିଦିଙ୍କୁ ଝଟକା

କୋଲକାତା,୨୩।୫: ପଶ୍ଚିମ ବଙ୍ଗରେ ଭାଜପା ପାଖାପାଖି ୧୭ ଆସନରେ ଆଗୁଆ ଥିବା ବେଳେ ତ୍ରୁଣମୂଳ କଂଗ୍ରେସକୁ ଲାଗିଛି ଝଟ୍‌କା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ସେଠାରେ ହିଂସା ପରିସ୍ଥିତି ସୃଷ୍ଟିକରି ଭୋଟ ହାତେଇବା ଲକ୍ଷ୍ୟରେ ଥିବା ଭାଜପା ଅଭିଯୋଗ ଆଣିଥିଲା। ଏବେ କିଛି ଆସନରେ ଭାଜପା ଆଗୁଆ ଥିବାରୁ କର୍ମୀମାନେ ଭାଜପା ଅଫିସ ସମ୍ଭୁଖରେ ଉତ୍ସବ ପାଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓମିକ୍ରନ୍‌ କିଟ୍‌ ଓମିସ୍ୟୁରକୁ ଆଇସିଏମ୍‌ଆର ମଞ୍ଜୁରୀ…

ନୂଆଦିଲ୍ଲୀ, ୪।୧ : ଦେଶରେ କରୋନା ମହାମାରୀ ସଙ୍କଟ ଯୋଗୁ ଆତଙ୍କ ଦେଖାଦେଇଛି। ଦୈନିକ ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଫଳରେ ସ୍ଥିତି ଅଣାୟତ୍ତ...

ତାଜିକିସ୍ତାନକୁ ୫୦ ଶଯ୍ୟା ବିଶିଷ୍ଟ ମୈତ୍ରୀ ହସ୍ପିଟାଲ ହସ୍ତାନ୍ତର କଲା ଭାରତ…

ଦୁଶନାବେ/ନୂଆଦିଲ୍ଲୀ, ୧୨।୬ : ତାଜିକିସ୍ତାନରେ ଭାରତୀୟ ରାଷ୍ଟ୍ରଦୂତ ବିରାଜ ସିଂ ଦିନ ତାଜିକିସ୍ତାନର ଡେପୁଟି ପ୍ରତିରକ୍ଷା ମନ୍ତ୍ରୀ ମେଜର ଜେନେରାଲ ଶୋହିନ ଅବଦୁସୋତ୍ସରଙ୍କୁ ୫୦ ଶଯ୍ୟା...

ଆସନ୍ତା ଦୁଇଦିନ ଚେନ୍ନାଇରେ ପ୍ରବଳ ବର୍ଷା ସମ୍ଭାବନା: ସ୍କୁଲ ବନ୍ଦ

ଚେନ୍ନାଇ,୮ ।୧୧: ପ୍ରବଳ ବର୍ଷା ଯୋଗୁ ତାମିଲନାଡୁର ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି । କିଛି ଜିଲାରେ ଏବେବି ପ୍ରବଳ ବର୍ଷା ଜାରି ରହିଛି...

ଜାଣିଶୁଣି ଶାହ। ନଡ୍ଡାଙ୍କ ମୁଣ୍ଡରେ ବୋଳିଲେ ଅଠା !

ନୂଆଦିଲ୍ଲୀ,୧୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନର କିଛି ଦିନ ପୂର୍ବରୁ ଭାଜପା ଜେ.ପି. ନଡ୍ଡାଙ୍କୁ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତ କରିଥିଲା। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ। କାର୍ଯ୍ୟକାରୀ...

ବିମୁଦ୍ରୀକରଣ ନେଇ ନାଗରତ୍ନାଙ୍କ ଅସହମତି: ଖଣ୍ଡପୀଠ ଦୁଇଭାଗ…

ନୂଆଦିଲ୍ଲୀ,୨।୧ : ବିମୁଦ୍ରୀକରଣ ନେଇ ସୁପ୍ରିମ୍‌ କୋର୍ଟର ଏହି ମାମଲାର ବିଚାର ପାଇଁ ଗଠିତ ସାମ୍ବିଧାନୀକ ପୀଠ ଦୁଇଭାଗ ହୋଇଛି। ଜଷ୍ଟିସ ବି.ଆର. ଗବାଇ. ଏ.ଏସ.ବୋପନ୍ନା,...

କର୍ନାଟକ ନାଟକ: ସୁପ୍ରିମକୋର୍ଟ ଗଲେ କୁମାରସ୍ବାମୀ

ବେଙ୍ଗାଲୁରୁ,୧୯।୭: କର୍ନାଟକ ସଙ୍କଟ ବେଳକୁ ବେଳ ନୂଆ ରୂପ ନେଉଛି। ରାଜ୍ୟପାଳ ଭଜୁଭାଇ ଭାଲା ଶୁକ୍ରବାର ସନ୍ଧ୍ୟା ୬ଟା ପୂର୍ବରୁ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ...

କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ କରୋନା

ନୂଆଦିଲ୍ଲୀ,୭।୧୦-କେନ୍ଦ୍ର ସଂସଦୀୟ ବ୍ୟାପାର ଓ କୋଇଲା ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ବୁଧବାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ...

୫୮ ପୁରୁଣା ଆଇନ ରଦ୍ଦ ହେବ

ନୂଆଦିଲ୍ଲୀ,୩୦ା୭(ପି.ଟି.)-ଦେଶରେ ପ୍ରଚଳିତ ୫୮ଟି ପୁରୁଣା ଆଇନକୁ ରଦ୍ଦ କରିବା ଲାଗି ସୋମବାର ଲୋକ ସଭାରେ ବିଲ୍‌ ଗୃହୀତ ହୋଇଛି। ଏହି ଆଇନ ଜନସାଧାରଣଙ୍କ ପାଇଁ ସୁବିଧାଜନକ...

Advertisement
Archives

Model This Week