ପଶ୍ଚିମବଙ୍ଗରେ ବାହାରିଲା ଦୁଇମୁଣ୍ଡିଆ ସାପ, ଦେଖିବାକୁ ଲୋକଙ୍କ ଭିଡ

କୋଲକତା,୧୧।୧୨:ପୂର୍ବରୁ ଅନେକଥର ଦୋମୁହାଁ ସାପ କଥା ଶୁଣିଥିବେ କି ଦେଖିଥିବେ। କିନ୍ତୁ ପଶ୍ଚିମବଙ୍ଗରେ ଦୁଇମୁଣ୍ଡିଆ ସାପ ଦେଖିବାକୁ ମିଳିଛି। ଏହି ସାପକୁ ଦେଖିବାକୁ ସେଠାରେ ଭିଡ ଜମିଛି। କୋଲକତାର ବେଲଦା ଜଙ୍ଗଲ ନିକଟରେ ଥିବା ଏକାରୁଖି ଗ୍ରାମରେ ଦୁଇମୁଣ୍ଡିଆ ସାପ ଦେଖିବାକୁ ମିଳିଥିଲା। ସ୍ଥାନୀୟ ଲୋକ ସାପଟିକୁ ପ୍ରଥମେ ଦେଖିଥିଲେ। ଏଭଳି ସାପ ବିରଳ ହୋଇଥିବାରୁ ସେମାନେ ବନ ବିଭାଗ କର୍ମଚାରୀଙ୍କ ଅବଗତ କରାଇଥିଲେ। ଏହି ସମୟରେ ସାପକୁ ଦେଖିବାକୁ ସେଠାରେ ପ୍ରବଳ ଭିଡ ଲାଗିଛି। କିଛି ଲୋକ ସାପଟିକୁ କ୍ଷୀର ପିଇବାକୁ ଦେଇଛନ୍ତି। ଖବର ପାଇଁ ବନ ବିଭାଗର କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ସାପଟିକୁ ଉଦ୍ଧାର କରିବା ପାଇଁ ଚେଷ୍ଟା ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜନୀତିରେ ମୁଁ କାହିଁକି…

କଥାରେ ଅଛି ଚିହ୍ନା ବ୍ରାହ୍ମଣଙ୍କର ପଇତା ଲୋଡ଼ା ନାହିଁ। ଠିକ୍‌ ସେମିତି ପୁରୁଖା ରାଜନେତାଙ୍କ ପୁନର୍ବାର ପରିଚୟ ଦେବାର ଆବଶ୍ୟକତା ନାହିଁ। କାରଣ, ଆମେ ଭାବୁ...

ସନ୍ଧ୍ୟା ୫ଟା ସୁଦ୍ଧା ନାଗାଲାଣ୍ଡରେ ୮୧.୯୪, ମେଘାଳୟରେ ୭୪.୩୨ ପ୍ରତିଶତ ଭୋଟିଂ

କୋହିମା/ଶିଲଂ,୨୭।୨: ଦୁଇ ଉତ୍ତର-ପୂର୍ବ ରାଜ୍ୟ ନାଗାଲାଣ୍ଡ ଏବଂ ମେଘାଳୟରେ ବିଧାନସଭା ନିର୍ବାଚନ ପାଇଁ ସୋମବାର ମତଦାନ ଶେଷ ହୋଇଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା...

ସୁଷମାଙ୍କ ପଦାଙ୍କ ଅନୁସରଣ କରିବା ଗର୍ବର କଥା: ଜୟଶଙ୍କର

ନୂଆଦିଲ୍ଲୀ,୧।୬: ମୋଦି ସରକାରରେ ପୂର୍ବରୁ ବିଦେଶ ସଚିବ ଥିବା ସୁବ୍ରମଣ୍ୟମ୍‌ ଜୟଶଙ୍କରଙ୍କୁ ଏଥର ମିଳିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ଶନିବାର ସେ ଏହି ଦାୟିତ୍ୱ ନେବା...

ଫ୍ଲାଇଟ୍‌ରେ ଡ୍ୟାନ୍ସ କଲେ ଏୟାର ହୋଷ୍ଟେସ୍‌, ଭାଇରାଲ ହେଉଛି ଭିଡିଓ

ଜଣେ ଏୟାର ହୋଷ୍ଟେସଙ୍କ ଡ୍ୟାନ୍ସ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ‘ମାନିକେ ମାଗେ ହିତେ’ ଗୀତରେ ସେ ଡ୍ୟାନ୍ସ କରୁଥିବା ନଜର ଆସିଛନ୍ତି।...

ଦେଖି ପାରିବେନି କି ଶୁଣି ପାରିବେନି: କରୋନାର ନୂଆ ଲକ୍ଷଣ…

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣର ନୂଆ ଷ୍ଟ୍ରେନ୍‌ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ତେବେ ନୂଆ ଷ୍ଟ୍ରେନ୍‌ ଯୋଗୁ ଏବେ ଦୃଷ୍ଟି ଶକ୍ତି ଏବଂ...

ବୁଡିବେନି ଏଇ ହ୍ରଦରେ; ପହଁରା ନ ଶିଖିଥିବା ଲୋକ ବି…

ପାଣିକୁ ଅନେକେ ଡରନ୍ତି। ସମୁଦ୍ର, ହ୍ରଦ ଦେଖିଲେ ତ ବୁଡିଯିବା ଭୟରେ ସେମାନଙ୍କ ଦେହ ଥରିଯାଏ। କିନ୍ତୁ ଆମେ ଏମିତି ଏକ ହ୍ରଦ ବିଷୟରେ କହିବୁ...

ରାଷ୍ଟ୍ରପତିଙ୍କ ବିରୋଧରେ କଂଗ୍ରେସ ନେତାଙ୍କ ଟୁଇଟ, କ୍ଷମା ମାଗିବା ଦାବି କଲା ଭାଜପା…

ନୂଆଦିଲ୍ଲୀ,୬।୧୦ : ଅଧୀର ରଞ୍ଜନ ଚୌଧୁରୀଙ୍କ ପରେ ବର୍ତ୍ତମାନ କଂଗ୍ରେସ ନେତା ଉଦିତ ରାଜ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟ ଦେଇ ବିବାଦ...

୬ଷ୍ଠ ଥର ବିବାହ କରିବାକୁ ଯାଉଥିଲେ ପୂର୍ବତନ ମନ୍ତ୍ରୀ…

ଲକ୍ଷ୍ନୌ,୨।୮: ଉତ୍ତରପ୍ରଦେଶର ପୂର୍ବତନ ମନ୍ତ୍ରୀ ଚୌଧୁରୀ ବଶୀରଙ୍କ ବିରୋଧରେ ତାଙ୍କ ସ୍ତ୍ରୀ ନଗମା ଏକ ମାମଲା ଦାୟର କରିଛନ୍ତି। ବଶୀର ଷଷ୍ଠ ଥର ବିବାହ କରିବାକୁ...

Advertisement
Archives

Model This Week