Posted inଜାତୀୟ

ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ଖାରଜ କଲା ପ୍ରତିରକ୍ଷା ମନ୍ତ୍ରଣାଳୟ

କୋଲକାତା, ୨।୧: ଚଳିତବର୍ଷ ଗଣତନ୍ତ୍ର ଦିବସ ସମାରୋହରେ ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ସାମିଲ ହେବ ନାହିଁ। ପଶ୍ଚିମବଙ୍ଗର ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଖାରଜ କରିଦିଆଯାଇଛି। ଗଣତନ୍ତ୍ର ଦିବସ ପରେଡ଼ରେ ମମତା ସରକାରଙ୍କ ‘କନ୍ୟାଶ୍ରୀ’ ଯୋଜନାର ପ୍ରଜ୍ଞାପନ ମେଢ ପ୍ରସ୍ତାବ ଦିଆଯାଇଥିଲା। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ପଶ୍ଚିମବଙ୍ଗ ସରକାରଙ୍କ ପ୍ରସ୍ତାବକୁ ଏକ୍ସପୋର୍ଟ କମିଟି ବୈଠକ କରି ସମୀକ୍ଷା କରିଥିଲେ। ମୋଟ ଦୁଇଟି ରାଉଣ୍ଡରେ ଏହି ବୈଠକ ହୋଇଥିଲା। ଏହାପରେ କନ୍ୟାଶ୍ରୀ ଯୋଜନାକୁ ରଦ୍ଦ କରିଛି କେନ୍ଦ୍ର। ସୂଚନାଯୋଗ୍ୟ, ଚଳିତବର୍ଷ ଗଣତନ୍ତ୍ର ଦିବସ ସମାରୋହରେ ହେବାକୁ ଥିବା ପରେଡରେ ୫୬ଟି ପ୍ରଜ୍ଞାପନ ମେଢ଼ ସାମିଲ ହେବା ଲାଗି ପ୍ରସ୍ତାବ ଆସିଥିଲା। ସେଗୁଡ଼ିକ ମଧ୍ୟରୁ ୨୨ଟି ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…

ବୈଭବ ସୂର୍ଯ୍ୟବଂଶୀ ନଂ-୧, ଟପ୍‌-୫ ଦୌଡ଼ରୁ ବାହାରିଲେ କୋହଲି, ଓରେଞ୍ଜ କ୍ୟାପ କବ୍‌ଜା କରିନେଲେ…

ନୂଆଦିଲ୍ଲୀ, ୨୮।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ଶେଷ ହେବାକୁ ଯାଉଛି। ଡିଫେଣ୍ଡିଂ ଚାମ୍ପିଅନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫାଇନାଲରେ ପହଞ୍ଚିଛି, ଏବଂ ଦ୍ୱିତୀୟ ଫାଇନାଲିଷ୍ଟ…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ ହେଲା ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri