Posted inଜାତୀୟ

ପଶ୍ଚିମବଙ୍ଗ: ସ୍କୁଲରେ ମୁସଲମାନ ଛାତ୍ରଙ୍କ ପାଇଁ ଅଲଗା ଡାଇନିଂ ହଲ୍‌

କୋଲକତା,୨୮।୬: ପୁଣି ଥରେ ଭାଜପା ଟାର୍ଗେଟରେ ଟିଏମ୍‌ସି। କାରଣ ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏମିତି ଏକ ନିର୍ଦ୍ଦେଶ ଦେଇଛନ୍ତି ଯାହା ପୁଣି ରାଜନୈତିକ ଅସ୍ଥିରତା ସୃଷ୍ଟି କରିବାକୁ ଯାଉଛି। ତ୍ରୁଣ ମୂଳ କଂଗ୍ରେସ(ଟିଏମ୍‌ସି) ସରକାର ସ୍ଥିର କରିଛନ୍ତି ପଶ୍ଚିମବଙ୍ଗରେ ଯେତେ ସ୍କୁଲ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ସେଥିମଧ୍ୟରୁ ଯେଉଁ ସ୍କୁଲରେ ୭୦ ପ୍ରତିଶତରୁ ଅଧିକ ମୁସଲମାନ ଛାତ୍ରୀଛାତ୍ର ରହିଛନ୍ତି ସେମାନଙ୍କ ପାଇଁ ଅଲଗା ଡାଇନିଂ ହଲ୍‌ର ବ୍ୟବସ୍ଥା କରାଯିବ। ଏଥିପାଇଁ ସବୁ ବିଦ୍ୟାଳୟରୁ ଡାଟା ମଗାଯାଇଛି। ଏହାପରେ ଭାଜପା ଅଭିଯୋଗ କରିଛି କି ଟିଏମ୍‌ସିର ଏପରି କାମ ଆଦୌ ଠିକ୍‌ ନୁହେଁ। କାରଣ ବିଦ୍ୟାଳୟରେ ଭେଦଭାବ କରିବା ଗ୍ରହଣୀୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

ରନ୍‌ଓ୍ବେ ବାହାରକୁ ପଳାଇଲା ବିମାନ, ସମସ୍ତ ଯାତ୍ରୀ ସୁରକ୍ଷିତ…

ଜବଲପୁର, ୧୨।୩ : ମଧ୍ୟପ୍ରଦେଶର ଜବଲପୁର ବିମାନବନ୍ଦରରେ ଏୟାର ଇଣ୍ଡିଆର ବିମାନ ଅବତରଣ କରିବା ସମୟରେ ନିୟନ୍ତ୍ରଣ ହରାଇ ବସିଥିଲା। ଫଳରେ ବିମାନଟି ରନ୍‌ଓ୍ବେ ବାହାରକୁ...

ଏଣିକି ପୋଲିସକର୍ମୀ ନିଜସ୍ବ ଗାଡ଼ିରେ ପୋଲିସ ଷ୍ଟିକର ଲଗାଇଲେ ଯିବାକୁ ପଡ଼ିପାରେ ଜେଲ୍‌

ମୁମ୍ବାଇ,୧।୭: ମହାରାଷ୍ଟ୍ରରେ ଏଣିକି ପୋଲିସ କର୍ମଚାରୀ ନିଜସ୍ବ ଗାଡିରେ ପୋଲିସ ଷ୍ଟିକର ଲଗାଇପାରିବେନି। ଯଦି କୌଣସି ବ୍ୟକ୍ତି ଲଗାନ୍ତି ତାହେଲେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ...

ଅବସର ନେଲେ ଜଷ୍ଟିସ୍‌ ଇନ୍ଦିରା ବାନାର୍ଜୀ

ନୂଆଦିଲ୍ଲୀ,୨୪ା୯: ସୁପ୍ରିମକୋର୍ଟର ବରିଷ୍ଠ ମହିଳା ବିଚାରପତି ଜଷ୍ଟିସ୍‌ ଇନ୍ଦିରା ବାନାର୍ଜୀ ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି। ଆଗାମୀ ଦିନରେ ସର୍ବୋଚ୍ଚ ଅଦାଲତରେ ଅଧିକ ମହିଳା ବିଚାରପତି...

ଚନ୍ଦ୍ରୟାନ-୩: ଭାରତ-ଜାପାନ ମିଳିତ ଭାବେ କାର୍ଯ୍ୟ କରିବା ସମ୍ଭାବନା

ନୂଆଦିଲ୍ଲୀ,୮।୯: ଭାରତର ଚନ୍ଦ୍ରୟାନ-୨ ମିଶନ ବିଫଳ ହୋଇଛି। ତେବେ ଇସ୍ରୋ ପକ୍ଷରୁ ଚନ୍ଦ୍ରୟାନ-୩ ମିଶନ ପାଇଁ ଯୋଜନା ଆରମ୍ଭ ହୋଇଛି। ଏଥିରେ ଭାରତ-ଜାପାନ ମିଳିତ ଭାବେ...

ପଞ୍ଜାବରେ ମେ’ ୧ ପର୍ଯ୍ୟନ୍ତ ବଢିଲା ଲକ୍‌ଡାଉନ ଅବଧି

ଚଣ୍ଡିଗଡ଼,୧୦।୪: ଦେଶରେ ତଥା ପଞ୍ଜାବରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ଶୁକ୍ରବାର ରାଜ୍ୟରେ ଲକ୍‌ଡାଉନର ଅବଧି ଓ କର୍ଫ୍ୟୁକୁ ମେ’...

‘ବସୁଧୈବ କୁଟୁମ୍ବକମ୍‌’ ନୀତି ଆପଣାଇଛି ଭାରତ: ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ, ୮।୨:ଭୂକମ୍ପରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ତୁର୍କୀ ଓ ସିରିଆକୁ ଭାରତ ସହଯୋଗ କରିବା ନେଇ ପ୍ରତିଶ୍ରୁତି ଦେଇଛି। ଏ ନେଇ କେନ୍ଦ୍ର ସରକାର ‘ଅପରେଶନ୍‌...

ମାସୁଦ ଆଝାରଙ୍କୁ ଗିରଫ କର, ତାଲିବାନକୁ ଚିଠି ଲେଖିଲା ପାକିସ୍ତାନ…

ଇସଲାମାବାଦ, ୧୪।୯ : ଆତଙ୍କବାଦୀ ନେତା ମୌଲାନା ମାସୁଦ ଆଝାରଙ୍କୁ ଗିରଫ କରିବାକୁ ଦାବି କରି ପଡୋଶୀ ଆଫଗାନିସ୍ତାନରେ ଶାସକ ତାଲିବାନ ସରକାରଙ୍କୁ ପାକିସ୍ତାନ ସରକାର...

ଲକ୍‌ଡାଉନ ମଧ୍ୟରେ ମା’ ହେଲେ ଟିଏମ୍‌ସି ଏମ୍‌ପି: ଝିଅର ନାଁ ରଖିଲେ ‘କରୋନା’

ହୁଗଳି,୮।୫: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଚିନ୍ତାରେ ପକାଇଥିବା ବେଳେ ଇତିମଧ୍ୟରେ କେତେଜଣ ଦମ୍ପତି ତାଙ୍କ ନବଜାତକଙ୍କ ନାଁ ଭାଇରସର ନାଁ ଅନୁସାରେ ରଖୁଥିବା...

Advertisement
Archives

Model This Week