Posted inଜାତୀୟ

ପଶ୍ଚିମବଙ୍ଗ ହିଂସା: ସୁରକ୍ଷା ନେଇ ଏନ୍‌ଏସ୍‌ଏ, ଆଇବି ଏବଂ ର ମୁଖ୍ୟଙ୍କ ସହିତ ଶାହ କଲେ ଆଲୋଚନା

ନୂଆଦିଲ୍ଲୀ, ୧୦।୬: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ଉଗ୍ର ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସୋମବାର ଏନ୍‌ଏସ୍‌ଏ ଅଜିତ୍‌ ଡୋଭାଲ, ଆଇବି ଏବଂ ର ମୁଖ୍ୟଙ୍କ ସହିତ ଆଲୋଚନା କରିଛନ୍ତି। ଏହି ବୈଠକରେ ସ୍ବରାଷ୍ଟ୍ର ସଚିବ ରାଜୀବ ଗୌଓ୍ବାଙ୍କ ସମେତ ଅନ୍ୟ ଅଧିକାରୀ ଯୋଗଦେଇଥିଲେ। ବୈଠକରେ ଅଲିଗଡ଼ ଘଟଣା ଉପରେ ମଧ୍ୟ ଆଲୋଚନା ହୋଇଥିବା କୁହାଯାଉଛି। ଇତିମଧ୍ୟରେ ପଶ୍ଚିମବଙ୍ଗ ରାଜ୍ୟପାଳ କେଶରୀନାଥ ତ୍ରିପାଠୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ସହିତ ଅମିତ ଶାହଙ୍କୁ ମଧ୍ୟ ସାକ୍ଷାତ୍‌ କରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ବାଜି ମାରିଲା ପାକିସ୍ତାନ, ଭାରତକୁ ପକାଇଲା ପଛରେ…

ନୂଆଦିଲ୍ଲୀ,୧୧।୨: ଫେବୃଆରୀ ୧୦ ତାରିଖରେ ଖେଳାଯାଇଥିବା ରୋମାଞ୍ଚକର ମ୍ୟାଚ ପରେ, ଟୁର୍ନାମେଣ୍ଟର ପଏଣ୍ଟ ଟେବୁଲ ସମ୍ପୂର୍ଣ୍ଣ ବଦଳି ଯାଇଛି। ଗ୍ରୁପ A ରେ, ପାକିସ୍ତାନ କେବଳ ଯୁକ୍ତରାଷ୍ଟ୍ରକୁ…

ବାଚସ୍ପତିଙ୍କ ବିରୋଧରେ ଅନାସ୍ଥା ନୋଟିସ

ନୂଆଦିଲ୍ଲୀ,୧୧ା୨: ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ପଦବୀରୁ ହଟାଇବା ପାଇଁ ବିରୋଧୀ ଦଳଗୁଡ଼ିକ ମଙ୍ଗଳବାର ଅନାସ୍ଥା ପ୍ରସ୍ତାବ ନୋଟିସ ଦାଖଲ କରିଛନ୍ତି। ବିର୍ଲା ଗୃହକାର୍ଯ୍ୟ ପରିଚାଳନାରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ: ପ୍ରଭାବିତ ହୋଇପାରେ ସେବା, ସତର୍କ କଲା SBI

ମୁମ୍ବାଇ,୧୧।୨: ଗୁରୁବାର ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ ପାଇଁ ବିଭିନ୍ନ ବ୍ୟାଙ୍କ କର୍ମଚାରୀ ସଙ୍ଘ ଆହ୍ୱାନ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri