ପଶ୍ଚିମବଙ୍ଗ: ୨ ଦିନରେ ୮୦ ମୃତ

କୋଲକାତା,୭ା୫: ପଶ୍ଚିମବଙ୍ଗରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୪୪କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁହାର ଏଠାରେ ସର୍ବାଧିକ ରହିଛି। ଗତ ଦୁଇଦିନରେ ଏହି ରାଜ୍ୟରେ ୮୦ରୁ ଅଧିକ ଲୋକ କୋଭିଡ୍‌-୧୯ରେ ପ୍ରାଣ ହରାଇଲେଣି। ମଙ୍ଗଳବାର ୭୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ସେମାନଙ୍କଠାରେ ଅନ୍ୟାନ୍ୟ ରୋଗ ଥିବା ପଶ୍ଚିମବଙ୍ଗ ସରକାର କହିଥିଲେ। ରାଜ୍ୟରେ କରୋନା ଜନିତ ମୋଟ ମୃତ୍ୟୁସଂଖ୍ୟା ୧୪୦ରେ ପହଞ୍ଚତ୍ଛି। ପୂର୍ବରୁ ହୋଇଥିବା ୧୦୫ ମୃତ୍ୟୁ ଘଟଣାରେ ୩୩ଟି ସିଧାସଳଖ କରୋନା ମୃତ୍ୟୁ ଓ ୭୨ଟି କରୋନା ସହିତ ଅନ୍ୟାନ୍ୟ ରୋଗ କାରଣରୁ ହୋଇଥିଲା ବୋଲି ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ଅଡିଟ୍‌ କମିଟି ରିପୋର୍ଟ ଦେଇଥିଲା। ପଶ୍ଚିମବଙ୍ଗରେ କରୋନା ମୃତ୍ୟୁହାର ସର୍ବାଧିକ ହେବାର କାରଣ କମ୍‌ ପରୀକ୍ଷା, ଦୁର୍ବଳ ତଦାରଖ ଓ ଟ୍ରାକିଂ ବୋଲି କୁହାଯାଉଛି। ସେଠାକୁ ପରିଦର୍ଶନରେ ଯାଇଥିବା କେନ୍ଦ୍ରୀୟ ଟିମ୍‌ କୋଭିଡ୍‌-୧୯ ସ୍ଥିତି ସମ୍ପର୍କରେ ଦେଇଥିବା ରିପୋର୍ଟରୁ ଏହା ଜଣାପଡିଛି। ଗତ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗରେ ୮୫ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୋମବାର ସନ୍ଧ୍ୟାରୁ ବିଭିନ୍ନ ହସ୍ପିଟାଲରୁ ୪୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟରେ ମୋଟ ୩୬୪ ସଂକ୍ରମିତ ଆରୋଗ୍ୟ ହୋଇଛନ୍ତି। ପଶ୍ଚିମବଙ୍ଗରେ ମୋଟ ୨୭,୫୭୧ ନମୁନା ପରୀକ୍ଷା କରାଯାଇଛି। ଭାରତରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୯,୩୯୧ରେ ପହଞ୍ଚତ୍ଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତକୁ ମିଳିଲା ପ୍ରଥମ ସ୍ବର୍ଣ୍ଣ

ଗ୍ଲାସ୍‌ଗୋ,୨୬ା୭: ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ରବିବାର ଭାରତକୁ ପ୍ରଥମ ସ୍ବର୍ଣ୍ଣ ପଦକ ମିଳିଛି। ତାରକା ଭାରୋତ୍ତୋଳିକା ମୀରାବାଈ ଚାନୁ ମହିଳା ୪୮ କେଜି କାଟେଗୋରୀରେ ଏହି ସଫଳତା ପାଇଛନ୍ତି।…

ବୈଭବଙ୍କ ବିସ୍ଫୋରକ ବ୍ୟାଟିଂ: ଭାରତର କ୍ଲିନ ସୁଇପ୍‌

ହରାରେ,୨୬ା୭: ଭାରତର ବ୍ୟାଟିଂ ସେନସେଶନ ବୈଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଭାରତ ୩୫ ରନରେ…

ରିଶିକାନ୍ତଙ୍କୁ ମିଳିଲା ରୌପ୍ୟ ପଦକ

ଗ୍ଲାସ୍‌ଗୋ,୨୬ା୭: ଭାରତର ରିଶିକାନ୍ତ ସିଂ ଚନାମ୍ବାମ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ରବିବାର ପୁରୁଷ ୬୦ କେଜି ଭାରୋତ୍ତୋଳନ ଇଭେଣ୍ଟରେ ରୌପ୍ୟ ପଦକ ହାସଲ କରିଛନ୍ତି। ମଣିପୁରର ଏହି…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri