ପଶ୍ଚିମ ଓଡ଼ିଶାରେ ନୂଆଁଖାଇ: ମା’ ସମଲେଇ, ଶିଖରବାସିନୀଙ୍କ ପାଖେ ନବାନ୍ନ ଲାଗି

ସୁନ୍ଦରଗଡ଼,୩।୯(ଡି.ଏନ୍‌.ଏ): ସୁନ୍ଦରଗଡ଼ର ପୁରପଲ୍ଲୀରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ଆନନ୍ଦ ଉଲ୍ଲାସ ମଧ୍ୟରେ ପାଳିତ ହୋଇଛି । ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଇ ଓ ରାଜପରିବାରର ଆରାଧ୍ୟା ଦେବୀ ମା’ ଶିଖରବାସିନୀଙ୍କଠାରେ ମଙ୍ଗଳବାର ଧାର୍ଯ୍ୟ ଲଗ୍ନ ଅନୁଯାୟୀ ନବାନ୍ନ ଲାଗି କରାଯାଇଛି। ମଙ୍ଗଳବାର ସକାଳ ୯ ଟାରେ ସମଲେଶ୍ୱରୀ ମନ୍ଦିରରେ ଓ ରାଜପରିବାର ପକ୍ଷରୁ ମା’ ଶିଖରବାସିନୀଙ୍କଠାରେ ନୂଆ ଚାଉଳରୁ ପ୍ରସ୍ତୁତ ନବାନ୍ନ ଲାଗି ହୋଇଥିଲା। ଏହାପରେ ସମଲେଇ ମନ୍ଦିରରେ ସ୍ଥାନୀୟ ଲୋକେ ମା’ଙ୍କ ଦର୍ଶନ କରି ପୂଜାର୍ଚ୍ଚନା ପରେ ଘରେ ନିଜ ଇଷ୍ଟଦେବଦେବୀ ଓ ପିତୃପୁରୁଷଙ୍କଠାରେ ନବାନ୍ନ ଅର୍ପଣ କରିବା ପରେ ଏକାଠି ବସି ନୂଆଁ ଖାଇଥିଲେ । ଏହା ସହ ଜୁହାରଭେଟ୍‌ ମାଧ୍ୟମରେ ବଡମାନଙ୍କୁ ମୁଣ୍ଡିଆମାରି ଆଶୀର୍ବାଦ ନେବା ସହ ଛୋଟ ମାନଙ୍କୁ ଆଶୀର୍ବାଦ କରିଥିଲେ । ନୂଆ ଚାଉଳରୁ ପ୍ରସ୍ତୁତ ଖିରି, ପୁରି, ପିଠାପଣା ଓ ନାନାଦି ବ୍ୟଞ୍ଜନରେ ମହମହ ବାସି ଉଠିଥିଲା ପ୍ରତ୍ୟେକଟି ଘର । ଏ ନେଇ ଘରଠୁ ଗାଁ ଦାଣ୍ଡ, ସହର ବଜାର ସବୁଠି ଉତ୍ସବ ମୁଖର ହୋଇପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟର ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ରଙ୍କ ଉତ୍ସାହିତ କଲେ ବିଧାୟକ, ଉପଜିଲାପାଳ; ଭବିଷ୍ୟତ ଗଠନ ପାଇଁ…

ଭଞ୍ଜନଗର/ବେଲଗୁଣ୍ଠା,୨୬/୭(ବାବୁଲା ପ୍ରଧାନ ): ଗଞ୍ଜାମ ଜିଲା, ବେଲଗୁଣ୍ଠା ବ୍ଲକ ଅନ୍ତର୍ଗତ କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠାନର ୪୩ତମ ପ୍ରତିଷ୍ଠା ଦିବସ ରବିବାର…

ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ଉଦ୍‌ଯାପିତ, ବାଜି ମାରିଲା ଆସାମ ଆର୍ମୀ ପବ୍ଲିକ ସ୍କୁଲ

ଭବାନୀପାଟଣା,୨୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ବିକାଶ ଆବାସିକ ବିଦ୍ୟାଳୟ ପରିସରରେ ଗତ ୨୪ ତାରିଖରୁ ଚାଲିଥିବା ସିବିଏସ୍‌ଇ ପୂର୍ବାଞ୍ଚଳ ତୀରନ୍ଦାଜ ପ୍ରତିଯୋଗିତା ରବିବାର ଉଦଯାପିତ…

ଶେଷ ପର୍ଯ୍ୟନ୍ତ ମିଳିଲାନି ସରକାରୀ ବ୍ୟବସ୍ଥା: ଶେଷରେ ୭ ବର୍ଷର ଆଦିବାସୀ ଶିଶୁର ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୬ା୭ (ଦୁର୍ଗା କୀର୍ତ୍ତି): ସରକାରୀ ବ୍ୟବସ୍ଥାର ଫମ୍ପା ପ୍ରତିଶ୍ରୁତି, ପ୍ରଶାସନିକ ଅବହେଳା ଓ ସ୍ଥାନୀୟ ଜନପ୍ରତିନିଧିଙ୍କ ଆନ୍ତରିକତାର ଅଭାବ ଯୋଗୁ ସହାୟତା ପାଇବା ପୂର୍ବରୁ…

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri