Advertisement

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି: ପାଟଣାଗଡ଼ରେ ବନ୍ଦର ପ୍ରଭାବ

ପାଟଣାଗଡ଼,୫।୨(ଡି.ଏନ୍‌.ଏ.): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ପାଟଣାଗଡ଼ ଉପଖଣ୍ଡରେ ମଧ୍ୟ ଦେଖିବାକୁ ମିଳିଛି। ବନ୍ଦରେ କୋଶଳ ସମନ୍ବୟ ସମିତି, ଜିଲା ଆଦିବାସୀ କଲ୍ୟାଣ ସଂଘ ସହିତ ବିଭିନ୍ନ ସଂଗଠନ ସାମିଲ ହୋଇଛନ୍ତି। କୋଶଳ ସମନ୍ବୟ ସମିତିର କର୍ମକର୍ତ୍ତା ପାଟଣାଗଡ, ବେଲପଡା, ଖପ୍ରାଖୋଲଠାରେ ପିକେଟିଂ କରି ସ୍କୁଲ, କଲେକ, ସରକାରୀ କାର୍ଯ୍ୟାଳୟ ସହିତ ଦୋକାନ ବଜାର ବନ୍ଦ କରିଥିବା ବେଳେ ଯାନବାହନ ଚଳାଚଳକୁ ମଧ୍ୟ ବନ୍ଦ ରଖିଛନ୍ତି।
ଅନ୍ୟପକ୍ଷରେ ଏହି ବନ୍ଦକୁ ସ୍ଥାନୀୟ ବାସିନ୍ଦା ପୂର୍ଣ୍ଣ ସମର୍ଥନ ଜଣାଇଥିବା ବେଳେ ସ୍ବତଃପ୍ରବୃତ ଭାବେ ଦୋକାନ ବଜାର ବନ୍ଦ ରହିଛି। ଏହି ଦାବି ଶୀଘ୍ର ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ଭୟାବହ ରୂପ ନେବ ବୋଲି କୋଶଳ ସମନ୍ବୟ ସମିତି ତରଫରୁ ଚେତାବନୀ ଦିଆଯାଇଛି। ଏଥିରେ ସମିତିର ଗିରିଧାରୀ ଭୋଇ, ମନବୋଧ ବରିହା, ଅଚ୍ୟୁତ ଖମାରୀ, ବନମାଳୀ ନାଏକଙ୍କ ସମେତ ଶତାଧିକ କର୍ମକର୍ତ୍ତା ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ବ୍ରହ୍ମପୁର ଉପଜିଲାପାଳ

ଦିଗପହଣ୍ଡି,୮।୬(ଡି.ଏନ.ଏ.): ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବ ଦିଗପହଣ୍ଡି ବ୍ଲକ ଗସ୍ତରେ ଆସି ସିଦ୍ଧେଶର, ଗୋକର୍ଣ୍ଣପୁର ଏବଂ ବି.ତୁରୁବୁଡି ପଞ୍ଚାୟତେ ଥିବା ବିଭିନ୍ନ ସଙ୍ଗରୋଧ କେନ୍ଦ୍ର...

୨ୟ ରାଉଣ୍ଡରେ ତାଳଚେରରେ ବ୍ରଜକିଶୋର ଆଗୁଆ

ତାଳଚେର, ୨୩ା୫(ନି.ପ୍ର.)- ତାଳଚେର ବିଧାନସଭା ନିର୍ବାଚନମଣ୍ଡଳୀରେ ୨ୟ ରାଉଣ୍ଡରେ ବିଜେଡିର ବ୍ରଜକିଶୋର ପ୍ରଧାନ ଆଗୁଆ ଅଛନ୍ତି। ଦ୍ୱିତୀୟ ରାଉଣ୍ଡରେ ବ୍ରଜ ୨୦୪୪ ଖଣ୍ଡ ଭୋଟ ପାଇଛନ୍ତି।...

ପୋଲିସ ଉପସ୍ଥିତିରେ ଅସ୍ଥି ଚିକିତ୍ସାକେନ୍ଦ୍ରକୁ ପଥର ମାଡ଼

ଖୁଣ୍ଟୁଣୀ,୨୫।୮(ଡି.ଏନ୍‌.ଏ.): ପୋଲିସ ଉପସ୍ଥିତିରେ ରବିବାର ସନ୍ଧ୍ୟାରେ ଆଠଗଡ଼ ଥାନା ଅଧୀନ କୁଲାଇଲୋର ଅସ୍ଥି ଚିକିତ୍ସାକେନ୍ଦ୍ର ପରିସରକୁ ତିନିଜଣ ଯୁବକ ଏକଘଣ୍ଟା ଧରି ପଥର ମାଡ଼ କରିଥିବା...

ଛୁରି ଭୁସିି ଯୁବକଙ୍କୁ ହତ୍ୟା

କଟକ ଅଫିସ,୧୯ା୯: ଲାଲବାଗ ଥାନା ଅନ୍ତର୍ଗତ ଚୁନଭାଟି ଗଳି ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି। ସେ ହେଲେ କାର୍ତ୍ତିକ...

ସଂଶୋଧିତ ଭୋଟର ତାଲିକା ପାଇଁ ପ୍ରକ୍ରିୟା ଆରମ୍ଭ

ପୁରୀ ଅଫିସ,୧୯।୧୨ : ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧିତ ଭୋଟର ତାଲିକା ପ୍ରକାଶନ ନିମନ୍ତେ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରକ୍ରିୟା...

୬୨ ଟିକିଆ ହାତୀପଲରେ ଶାବକ ଜନ୍ମଦେଲା ମାଈହାତୀ

ବେତନଟୀ,୨୮ା୧୦(ସ୍ବ.ପ୍ର.):  ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଅଧୀନ କ୍ଷୀରପଦା ଜଙ୍ଗଲରେ ଗୁରୁବାର ରାତିରେ ଗୋଟେ ମାଈ ହାତୀ ଶାବକ ଜନ୍ମ ଦେଇଛି। ମା ଓ ଛୁଆକୁ...

ଜିଲାପାଳଙ୍କ ନାଁରେ ଜାଲ୍‌ ଆକାଉଣ୍ଟ

କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ...

କଙ୍କଡା, ଗେଣ୍ଢା ଭର୍ତ୍ତି ବସ୍‌କୁ ଜବତ ପରେ ଛାଡି ଦେଲେ

ବାହାନଗା,୧୬ା୧୧(ଡି.ଏନ.ଏ.)-ଖନ୍ତାପଡା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥ ଟୋଲଗେଟ ନିକଟରେ ସାମୁଦ୍ରିକ କଙ୍କଡା ଓ ଗେଣ୍ଢା ଭର୍ତ୍ତି ହୋଇ ରପ୍ତାନୀ ହେଉଥିବା ଦୁଇଟି ଯାତ୍ରୀବାହୀ...

Advertisement
Archives

Model This Week