ପଶ୍ଚିମ ଓଡ଼ିଶା ବନ୍ଦ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବଲାଙ୍ଗୀର ଅଫିସ,୫।୨: ଆଇନଜୀବୀଙ୍କ ପକ୍ଷରୁ ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବଲାଙ୍ଗୀରରେ ମଧ୍ୟ ଦେଖିବାକୁ ମିଳିଛି। ବୁଧବାର ସକାଳୁ ଆନ୍ଦୋଳନକାରୀମାନେ ବିଭିନ୍ନ ସରକାରୀ ଅଫିସ, ଡାକଘର ସମ୍ମୁଖରେ ପିକେଟିଂ କରିଛନ୍ତି । ଏହା ସହ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆକ୍ସନ କମିଟି ଓ ଜିଲା ଓକିଲ ସଂଘ ପକ୍ଷରୁ ଧାରଣା ଦିଆଯାଇଛି । ବନ୍ଦ ପାଳନ ଯୋଗୁ ସରକାରୀ, ବେସରକାରୀ ଅଫିସ, ବ୍ୟାଙ୍କ, ବୀମା ପ୍ରତିଷ୍ଠାନ, ସ୍କୁଲ, କଲେଜ ବନ୍ଦ ସହ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ଠପ୍‌ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ନିଶାମୁକ୍ତ ସମାଜ ଗଠନ ପାଇଁ ଆହ୍ୱାନ: ରମ୍ଭା ଥାନା ପକ୍ଷରୁ…

ରମ୍ଭା, ୨୫।୮ (ବିଦ୍ୟାଧର ସାହୁ): ସୁବଳୟା ସ୍ଥିତ ଗୋପାଳ କୃଷ୍ଣ ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟରେ ରମ୍ଭା ପୋଲିସ ପକ୍ଷରୁ ସାଇବର୍ ଅପରାଧ ଓ ନିଶା ନିବାରଣ ସଚେତନତା…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ,ଉଦ୍ଦେଶ୍ୟ ସମ୍ପର୍କରେ…

ଭଞ୍ଜନଗର,୨୫।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ସାବିତ୍ରୀ ମହିଳା ମହାବିଦ୍ୟାଳୟରେ ‘ଶକ୍ତିଶ୍ରୀ’ ଆନୁକୂଲ୍ୟରେ ଚାଲିଥିବା ବାଳିକା ଆତ୍ମରକ୍ଷା ପ୍ରଶିକ୍ଷଣ ଶିବିର ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ…

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri