ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରସଙ୍ଗ: ଓକିଲଙ୍କ ତିନି ଦିନିଆ ଆନ୍ଦୋଳନ ଆରମ୍ଭ

ସମ୍ବଲପୁର,୨୧।୧୨(ବ୍ୟୁରୋ): ପଶ୍ଚିମ ଓଡ଼ିଶା ହାଇକୋର୍ଟ ସ୍ଥାୟୀବେଞ୍ଚ ପ୍ରତିଷ୍ଠା ଦାବି ନେଇ ଶନିବାର ଓକିଲଙ୍କ ତିନି ଦିନିଆ କାର୍ଯ୍ୟବନ୍ଦ ଆନ୍ଦୋଳନ ଆରମ୍ଭ ହୋଇଛି । ବରିଷ୍ଠ ନାଗରିକ ଓ ଜିଲା ଓକିଲ ସଂଘ ପକ୍ଷରୁ କଚେରି ଛକରେ ଧାରଣା ଦିଆଯାଇଛି । ବିଚାରପତିମାନଙ୍କୁ କୋର୍ଟ ଭିତରକୁ ନ ଯିବାକୁ ଅନୁରୋଧ କରି ଫେରାଇ ଦିଆଯାଇଥିବା ବେଳେ ଜିଲାର ସମସ୍ତ କେନ୍ଦ୍ର ଓ ରାଜ୍ୟ ସରକାରୀ ଅଫିସଗୁଡିକ ବନ୍ଦ ରହିଛି । ଏହାସହ ଘରୋଇ ଅନୁଷ୍ଠାନଗୁଡିକ ବନ୍ଦ ରହିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ରାସ୍ତା ମରାମତି କାମକୁ ନେଇ ରକ୍ତାକ୍ତ କାଣ୍ଡ: ଯୁବକଙ୍କୁ ଛୁରାମାଡ଼ କରି ଅଭିଯୁକ୍ତ ଫେରାର୍‌

ତିହିଡ଼ି,୧୩।୬ (କାଳନ୍ଦୀ ବେହେରା): ଧୂଷୁରୀ ଥାନା ଅଧୀନ ବମକୁରା ପଞ୍ଚାୟତରେ ସରକାରୀ ରାସ୍ତା ମରାମତି କାମକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁସାରେ,…

କନଷ୍ଟେବଳଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା: ୧୨ ଘଣ୍ଟା ହେଲା ରାସ୍ତାରେ ଶବ ରଖି ରାସ୍ତାରୋକୋ, ଯାତାୟତ ଠପ୍‌

ବ୍ରହ୍ମପୁର, ୧୩/୬(ସୁବାସ ଚନ୍ଦ୍ର ପାଢ଼ୀ) : ପୋଲିସ କନଷ୍ଟେବଳ ଆଶୁତୋଷ ମୁର୍ଦଙ୍ଗୟା (୩୧)ଙ୍କୁ ଗତ ୫ ତାରିଖରେ ବିଜିପୁର ପୋଲିସ କ୍ୱାଟରରେ ତାଙ୍କ ସ୍ତ୍ରୀ ସା ନାୟକ…

ଶାସ୍ତ୍ରୀ ଭବନ ସ୍ଥିତି ଦୃଢ଼

ବର୍ଷ ବର୍ଷ ଧରି ଶାସ୍ତ୍ରୀ ଭବନ ସରକାରୀ ଅବହେଳାର ଏକ ଜ୍ୱଳନ୍ତ ଉଦାହରଣ ହୋଇ ରହିଥିଲା। ଦିଲ୍ଲୀର ବାବୁ ଭିତ୍ତିଭୂମି ତାହାର ଉପାଦେୟତା ହରାଇ ସାରିଥିବାର ପ୍ରମାଣ…

ବାଏପାସ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା: ହାଇୱାକୁ ପିଟିଲା BMW କାର୍‌, ଘଟଣାସ୍ଥଳରେ ଚାଲିଗଲା ୨ ଜୀବନ

ଭବାନୀପାଟଣା,୧୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବାଏପାସ୍‌ ରାସ୍ତାରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ହାଇୱାକୁ ପଛ ପଟରେ…

ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାକୁ ବର୍ଷେ

ନୂଆଦିଲ୍ଲୀ ,୧୩ା୬: ଗତବର୍ଷ ଜୁନ୍‌ ୧୨ରେ ଅହମଦାବାଦରେ ଏୟାର ଇଣ୍ଡିଆର ବୋଇଂ ୭୮୭ ଡ୍ରିମ୍‌ଲାଇନର ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୨୬୦ ଜଣଙ୍କ ମୃତ୍ୟୁ ଘଟିଥିଲା। ଏହା ଚଳିତ…

ଆକ୍ରମଣ ସ୍ଥଗିତ, ଟ୍ରମ୍ପ୍‌ ଅସ୍ପଷ୍ଟ

ଦୁବାଇ/ଓ୍ବାଶିଂଟନ/ପ୍ୟାରିସ୍‌ ,୧୩ା୬: ଉପସାଗରୀୟ ଅଞ୍ଚଳରେ ଯୁଦ୍ଧ ବନ୍ଦ ପାଇଁ ରବିବାର ସୁଦ୍ଧା ଆମେରିକା ଏବଂ ଇରାନ ମଧ୍ୟରେ ବହୁପ୍ରତୀକ୍ଷିତ ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହୋଇପାରେ। ଏକ ପାଶ୍ଚାତ୍ୟ…

କିଛିଦିନ ପୂର୍ବରୁ ବାପାଙ୍କର ହୋଇଥିଲା ମୃତ୍ୟୁ, ଏବେ ପୁଅର ଅକାଳ ବିୟୋଗରେ କାନ୍ଦ ବୋବାଳିରେ ଫାଟି ପଡୁଛି ପରିବାର

କୋରାପୁଟ, ୧୩।୬ (ଅମିତାଭ ବେହେରା): କୋରାପୁଟ-ସୁନାବେଡା ୨୬ ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ରାତିରେ ଘଟିଥିବା ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।…

ମାସେ ବିତିଲା, ତୁଟିନି ଟୋକନ ସମସ୍ୟା: ଲାଗି ରହିଛି ଧାନ କିଣାବିକା ସମସ୍ୟା

ବରଗଡ଼,୧୩।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ମାତ୍ର ଧାନ କିଣାବିକା ସମସ୍ୟା ଲାଗି ରହିଛି। ଅନ୍ୟଥର ଅପେକ୍ଷା ଏଥର ଚାଷୀମାନେ ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri