ପସନ୍ଦ ଆସୁଛି ‘ପତି ପତ୍ନୀ ଔର ଓ୍ବ’, ସୁପରହିଟ୍‌ ହେବ ବୋଲି ପ୍ରଶଂସକଙ୍କ ମତ

ବମ୍ବେ: ପରଦାରେ ଚଳଚ୍ଚିତ୍ର ‘ପତି ପତ୍ନୀ ଔର ଓ୍ବ’। କାର୍ତ୍ତିକ ଆର୍ୟନ, ଭୂମି ପେଡନେକର, ଅନନ୍ୟା ପାଣ୍ଡେ ଅଭିନୀତ ଏହି ଫିଲ୍ମ ଦର୍ଶକଙ୍କ ମନକୁ ଜିଣୁଛି। ବର୍ଷ ଶେଷ ବେଳକୁ କାର୍ତ୍ତିକ ଏକ ସୁପରହିଟ୍‌ ଦେଇଛନ୍ତି ବୋଲି ଅନେକେ ମତ ରଖୁଛନ୍ତି।

ମୁଦତ୍ସର ଅଜିଜ୍‌ଙ୍କ ନିର୍ଦ୍ଦେଶନାରେ ନିର୍ମିତ ହୋଇଛି ଏହି ଫିଲ୍ମ। ୧୯୭୮ରେ ସମାନ ଟାଇଟଲ ଥିବା ଫିଲ୍ମ ରିଲିଜ ହୋଇଥିଲା। ଯେଉଁଥିରେ ସଞ୍ଜୀବ କୁମାର, ବିଦ୍ୟା ସିନ୍ହା, ରଞ୍ଜିତା କୌର ପ୍ରମୁଖ ମୁଖ୍ୟ ଭୂମିକାରେ ନଜର ଆସିଥିଲେ। କାର୍ତ୍ତିକଙ୍କ ଫିଲ୍ମ ଏହାର ରିମେକ୍‌। ଫିଲ୍ମର ଟ୍ରେଲର୍‌ ଏତେଟା ପସନ୍ଦ ଆସି ନ ଥିଲେ ହେଁ ପରଦାରେ ଦେଖିବା ପରେ ଅନେକ ନିଜର ଧାରଣା ପରିବର୍ତ୍ତନ କରିଛନ୍ତି। ବିଶେଷକରି କାର୍ତ୍ତିକ ଏବଂ ଭୂମିଙ୍କ ଅଭିନୟ ସମସ୍ତଙ୍କୁ ପ୍ରଭାବିତ କରୁଛି। ମୋଟାମୋଟି କହିବାକୁ ଗଲେ ଫିଲ୍ମଟି କମେଡି ଏବଂ ରୋମାନ୍ସରେ ଭରପୂର ବୋଲି କହିପାରିବେ। ଏଣୁ ଆଗାମୀ ଦିନରେ ଭଲ ବ୍ୟବସାୟ ସହ ଫିଲ୍ମଟି ସୁପରହିଟ୍‌ ହେବ ବୋଲି ପ୍ରଶଂସକମାନେ ମତ ରଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଐଶ୍ୱର୍ଯ୍ୟାଙ୍କୁ ବିବାହ ପୂର୍ବରୁ ଏହି ସୁନ୍ଦରୀଙ୍କ ପ୍ରେମରେ ପାଗଳ ଥିଲେ ଅଭିଷେକ

ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନଙ୍କ ଅଭିନେତା ପୁଅ ଅଭିଷେକ ବଚ୍ଚନ। ମାତ୍ର ଅଭିଷେକ ବାପାଙ୍କ ପରି ଫିଲ୍ମ ଇଣ୍ଡଷ୍ଟ୍ରୀରେ ସେତେଟା ସଫଳତା ପାଇ ପାରିଲେ ନାହିଁ।...

ଲୋକଙ୍କୁ ମାସ୍କ ପିନ୍ଧିବା ପାଇଁ ଅପିଲ କଲେ ବିଗ୍‌-ବି

ସାରା ବିଶ୍ୱରେ ମହାମାରୀର ରୂପ ନେଇଛି କରୋନା। ଏଭଳି ପରିସ୍ଥିତି ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଉଛି। ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଲୋକଙ୍କୁ ମାସ୍କ...

ଚାଷ ଜମିରେ ପିତାଙ୍କ ସହ ନଜର ଆସିଲେ ତୈମୁର

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଓ ଫଟୋ ଭାଇରାଲ ହେଉଛି। ଶନିବାର ବଲିଉଡ ଅଭିନେତା ଶୈଫ ଅଲ୍ଲି ଖାଁ ଓ ତାଙ୍କ ପୁଅ ତୈମୁର...

ବିବାହକୁ ନେଇ ରାଗିଲେ ରବୀନା

ନୂଆଦିଲ୍ଲୀ: ଦେଶ ସାରା ଲକ୍‌ଡାଉନ୍‌ ହୋଇଥିବା ବେଳେ କନର୍ର୍ାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଚ୍‌ଡି କୁମାରସ୍ବାମୀଙ୍କ ପୁଅ ନିଖିଲ ଗୌଡା ବିବାହ କରିଛନ୍ତି। ଏହି ବିଷୟ ବର୍ତ୍ତମାନ...

ଯଲିଉଡ୍‌ରେ ରତି-ପ୍ରମିଳାଙ୍କ ସଫଳ ଯାତ୍ରା

ଯୋଡ଼ି ଗଢ଼ିବା ମଣିଷ ହାତରେ ନ ଥାଏ। ଥାଏ ବିଧାତାଙ୍କ ହାତରେ। ସେଇଥିପାଇଁ ତ ବର୍ଷ ପରେ ବର୍ଷ ସିନା ବିତି ଯାଉଥାଏ। ହେଲେ ଯୋଡ଼ିର...

ଭାରତ ଉପରେ ଆକ୍ରମଣ କରୁଥିବା ବ୍ୟକ୍ତିଙ୍କୁ ଉପହାର ଦେବେ ବୀଣା

ମୁମ୍ବାଇ: ପାକିସ୍ତାନୀ ଅଭିନେତ୍ରୀ ବୀଣା ମଲିକ ପ୍ରତିଥର କିଛି ନା କିଛି ଭାରତ ବିରୋଧୀ କଥା କହି ଆସିଥାଆନ୍ତି ଚର୍ଚ୍ଚାକୁ। ବିଗ୍‌ ବସ୍‌ କଣ୍ଟେଷ୍ଟାଣ୍ଟ ଭାବେ...

ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତ୍ରୀ: ଜାଣନ୍ତୁ କାହିଁକି…

ଡେଟିଂ ଉପରେ ଆଧାରିତ ଟିଭି ରିଆଲିଟି ଶୋ’ ‘ମୁଝ୍‌ସେ ଶାଦି କରୋଗେ’ରୁ ଘରେ ଘରେ ପରିଚିତ ହୋଇସାରିଥିବା ଅଭିନେତ୍ରୀ ହେଉଛନ୍ତି ଆଞ୍ଚଲ ଖୁରାନା। ମଙ୍ଗଳବାର ସନ୍ଧ୍ୟାରେ...

‘ଲୁପ ଲପେଟା’ରେ ତାପସୀଙ୍କ ଫାଷ୍ଟ ଲୁକ୍‌

ମୁମ୍ବାଇ: ବଲିଉଡ୍ ନାୟିକା ତାପସୀ ପନ୍ନୁ ଜଣେ ଏମିତି କଳାକାର ଯେ ସବୁବେଳେ କିଛି ନା କିଛି ଭିନ୍ନ ଚରିତ୍ରରେ ନଜର ଆସିବାକୁ ପସନ୍ଦ କରିଥାଆନ୍ତି...

Play 250+ Trending Games
Archives

Model This Week

Why Dharitri